• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗଜପତି ଜିଲ୍ଲାରେ କରୋନାର ଭୟଙ୍କର ତାଣ୍ଡବ ମା ମୃତ୍ୟୁ,୨ ଭିନ୍ନକ୍ଷମ ସନ୍ତାନ ଅନାଥ

Proprietor Abhimanyu Maharana by Proprietor Abhimanyu Maharana
August 11, 2020
in Uncategorized, ଓଡ଼ିଶା, କରୋନା, ହୋମ୍
0
ଗଜପତି ଜିଲ୍ଲାରେ କରୋନାର ଭୟଙ୍କର ତାଣ୍ଡବ ମା ମୃତ୍ୟୁ,୨ ଭିନ୍ନକ୍ଷମ ସନ୍ତାନ ଅନାଥ
Share on FacebookShare on TwitterWhatsapp
CREATOR: gd-jpeg v1.0 (using IJG JPEG v62), quality = 75

ଓଡିଶା ତାଜା ନ୍ୟୁଜ୍ (୧୧ ଅଗଷ୍ଟ ମଙ୍ଗଳବାର ) ପାରଳାଖେମୁଣ୍ଡି :- ଗଜପତି ଜିଲା ଅନ୍ତର୍ଗତ ରାୟଗଡ ବ୍ଲକରେ ଏକ ଅଭାବନିୟ ଘଟଣା ଘଟି ଯାଇଛି । କରୋନାରେ ଆକ୍ରାନ୍ତ ହୋଇ ଜଣେ ବିଧବା ମହିଳାଙ୍କ ମୃତ୍ୟୁ ଘଟିଛି । ଏହି ବିଧବା ମାଁଆଙ୍କ ଦ୍ୱାରା ପାଳିତ ହୋଇ ଆସୁଥିବା ୨ଜଣ ଭିନ୍ନକ୍ଷମ ପୁଅ ଓ ଝିଅ ଅନାଥ ହୋଇପଡିଛନ୍ତି । ଘଟଣାରୁ ପ୍ରକାଶ,୪ ବର୍ଷ ପୁର୍ବେ ତାଙ୍କ ସ୍ୱାମୀଙ୍କ ମୃତ୍ୟୁ ପରେ ଭିନ୍ନକ୍ଷମ ୨ ପିଲା ଓ ଝିଅକୁ ଧରି ଏହି ମାଁ ଜଣକ ବ୍ୟବସାୟ କରି ପେଟପାଟଣା କରୁଥିଲେ । ମାତ୍ର ତାଙ୍କର କରୋନା ସଂକ୍ରମଣ ଯୋଗୁଁ ବର୍ତ୍ତମାନ ମୃତ୍ୟୁ ଘଟିଛି । ଏଭଳି ଦୁଖଃଦ ଘଟଣା ରାୟଗଡ ବ୍ଲକର ସଦରମହକୁମାରେ ଦେଖିବାକୁ ମିଳିଛି ।

ଏଠାରେ ସୂଚନା ଯୋଗ୍ୟ ଯେ, ରାୟଗଡ ବ୍ଲକ ସଦର ମହକୁମା ରାୟଗଡ଼ ଓଡ଼ିଆ ସାହିର ଝୁନୁ ସୁବୁଧି (୫୧) ଶୁକ୍ରବାର କୋଭିଡ୍ ହଷ୍ପିଟାରେ ଚିକିତ୍ସାଦିନ ଅବସ୍ଥାରେ ଦେହାନ୍ତ ହୋଇଥିଲେ । ମିଳିଥିବା ସୂଚନା ଅନୁସାରେ ଗତ ଜୁଲାଇ ୨୫ ତାରିଖରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଜନିତ ସମସ୍ୟା ଦେଖା ଦେବାରୁ ତାଙ୍କୁ ସାଙ୍ଗେ ସାଙ୍ଗେ ରାୟଗଡ ମେଡିକାଲକୁ ନିଆଯାଇଥିଲା, ସେଠାରେ ତାଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ତାଙ୍କ ମୃତ୍ୟୁ ପରେ ତାଙ୍କର ୨ ଭିନ୍ନକ୍ଷମ ପୁଅ ଝିଅ ବର୍ତ୍ତମାନ ଅନାଥ ଅବସ୍ଥାରେ ରହିଥିବା ବେଳେ ତାଙ୍କୁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ସହାୟତା ଯୋଗାଇ ଦେବାପାଇଁ ଅଞ୍ଚଳବାସୀ ଦାବୀ କରିଛନ୍ତି । (ରିପୋର୍ଟ -ଗରୁଡ଼ ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାସ୍ତରୀୟ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ

June 18, 2026
ମହାପ୍ରଭୁଙ୍କ ଘୋଷଯାତ୍ରା ସମୟରେ ରଥ ସମ୍ମୁଖରେ ଅନଧିକୃତ ନୃତ୍ୟକୁ ବିରୋଧ

ମହାପ୍ରଭୁଙ୍କ ଘୋଷଯାତ୍ରା ସମୟରେ ରଥ ସମ୍ମୁଖରେ ଅନଧିକୃତ ନୃତ୍ୟକୁ ବିରୋଧ

June 18, 2026
ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

June 17, 2026
ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାସ୍ତରୀୟ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ

June 18, 2026
ମହାପ୍ରଭୁଙ୍କ ଘୋଷଯାତ୍ରା ସମୟରେ ରଥ ସମ୍ମୁଖରେ ଅନଧିକୃତ ନୃତ୍ୟକୁ ବିରୋଧ

ମହାପ୍ରଭୁଙ୍କ ଘୋଷଯାତ୍ରା ସମୟରେ ରଥ ସମ୍ମୁଖରେ ଅନଧିକୃତ ନୃତ୍ୟକୁ ବିରୋଧ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version