• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ପ୍ରେରଣାଦାୟକ ବକ୍ତବ୍ୟମାଳା କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
August 12, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ପ୍ରେରଣାଦାୟକ ବକ୍ତବ୍ୟମାଳା କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

୧୧ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :-> ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜି ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର କୁ ପରିଭ୍ରମଣରେ ଆସିଥିଲେ l ପ୍ରଥମେ ସେ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l ପରେ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରରେ ପାଠକ ପାଠିକା ମାନଙ୍କ ନିମନ୍ତେ ଆୟୋଜିତ ହୋଇଥିବା “ପ୍ରେରଣା ଦାୟକ ଅଭିଭାଷଣ” କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ ।

ପାଠକ ଓ ପାଠିକା ମାନଙ୍କୁ ସର୍ବଦା ଅଧ୍ଯୟନରତ ରହିବା ତଥା ଯୁବ ପାଠକ ଓ ପାଠିକା ମାନଙ୍କୁ କଠିନ ପରିଶ୍ରମ କରି ନିଜ ଲକ୍ଷ୍ୟ ସ୍ଥଳରେ ପହଂଚିବା ପାଇଁ ସେ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ର ସ୍ଵତନ୍ତ୍ର କର୍ତ୍ତବ୍ଯରତ ଅଧିକାରୀ ଶ୍ରୀମତୀ ଅନୁଜା ତାରିଣୀ ମିଶ୍ର ପରିଚାଳନା କରିଥିଲେ ।

ପ୍ରେରଣାଦାୟକ ବକ୍ତବ୍ୟ କାର୍ଯ୍ୟକ୍ରମ ପରେ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏଙ୍କୁ ଭଦ୍ରକ ଜିଲ୍ଲାପାଳ ଭାବେ ବଦଳି ହୋଇଥିବାରୁ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା l ଏହି ଉତ୍ସବରେ ବହୁ ପାଠକ ପାଠିକା ଓ ରାଜ୍ଯ ଗ୍ରନ୍ଥାଗାର ର କର୍ମଚାରୀମାନେ ଯୋଗ ଦେଇଥିଲେ ଏବଂ ତାଙ୍କର ଶୁଭେଚ୍ଛା ନିର୍ଦ୍ଦେଶକ ମହୋଦୟଙ୍କୁ ଜଣାଇଥିଲେ  l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରକ୍ତ ନମୁନା ସଂଗ୍ରହ କଲା ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ଦଳ

ରକ୍ତ ନମୁନା ସଂଗ୍ରହ କଲା ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ଦଳ

May 20, 2025
Engineer Akshaya Samal receives Prestigious Amruta Kalakar Award

ଇଞ୍ଜିନିୟର ଅକ୍ଷୟ ସାମଲଙ୍କୁ ଅମୃତ କଳାକାର ପୁରସ୍କାର ପ୍ରଦାନ

May 20, 2025
Engineer Akshaya Samal receives Prestigious Amruta Kalakar Award

Engineer Akshaya Samal receives Prestigious Amruta Kalakar Award

May 20, 2025
କଞ୍ଚା ଇଟା କାଠ ବାଉଁଶ ଘର ଡଙ୍ଗରିଆ କନ୍ଧଙ୍କ ପସନ୍ଦ

କଞ୍ଚା ଇଟା କାଠ ବାଉଁଶ ଘର ଡଙ୍ଗରିଆ କନ୍ଧଙ୍କ ପସନ୍ଦ

May 20, 2025

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରକ୍ତ ନମୁନା ସଂଗ୍ରହ କଲା ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ଦଳ

ରକ୍ତ ନମୁନା ସଂଗ୍ରହ କଲା ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ଦଳ

May 20, 2025
Engineer Akshaya Samal receives Prestigious Amruta Kalakar Award

ଇଞ୍ଜିନିୟର ଅକ୍ଷୟ ସାମଲଙ୍କୁ ଅମୃତ କଳାକାର ପୁରସ୍କାର ପ୍ରଦାନ

May 20, 2025
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.