• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡିଶା ରାଜ୍ୟ ଗୃହ ନିର୍ମାଣ ବୋର୍ଡର କାର୍ଯ୍ୟ ସମୀକ୍ଷା କରିଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ ସହିତ ଜବରଦଖଲ ହଟାଇବାକୁ ନିର୍ଦ୍ଦେଶ

Proprietor Abhimanyu Maharana by Proprietor Abhimanyu Maharana
August 12, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଓଡିଶା ରାଜ୍ୟ ଗୃହ ନିର୍ମାଣ ବୋର୍ଡର କାର୍ଯ୍ୟ ସମୀକ୍ଷା କରିଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ ସହିତ ଜବରଦଖଲ ହଟାଇବାକୁ ନିର୍ଦ୍ଦେଶ
Share on FacebookShare on TwitterWhatsapp

୧୨ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :->  ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ଓଡିଶା ରାଜ୍ୟ ଗୃହ ନିର୍ମାଣ ବୋର୍ଡର ସମୀକ୍ଷା କରିଛନ୍ତି । ଖାରବେଳ ଭବନରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଗୃହ ନିର୍ମାଣ ବୋର୍ଡର ବର୍ତ୍ତମାନର ସ୍ଥିତି, ଆଗାମୀ ଯୋଜନା ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା । ରାଜ୍ୟର ୨୧ଟି ଜିଲ୍ଲାରେ ବୋର୍ଡର ଉପସ୍ଥିତି ଥିବାବେଳେ ରାଉରକେଲା ଓ ଭୁବନେଶ୍ୱର ଆଦି ସ୍ଥାନରେ ବହୁଳ ଭାବେ କାର୍ଯ୍ୟ ଜାରି ରହିଛି । ବୋର୍ଡ ତରଫରୁ ବର୍ତ୍ତମାନ ସୁଦ୍ଧା ୩୨,୩୪୩ଟି ବାସଗୃହ ଓ ପ୍ଲଟ ବିକଶିତ କରାଯାଇଥିବା ଜଣାଯାଇଛି ।

ଭୁବନେଶ୍ୱରର ପଟିଆ, କାନନବିହାର, ଚନ୍ଦ୍ରଶେଖର, ଭିଏସଏସନଗର, ସତ୍ୟନଗର, ଲୁଇସରୋଡ, ଭିମଟାଙ୍ଗୀ, ବରମୁଣ୍ଡା, ମୈତ୍ରୀବିହାର ଓ ଶୈଳଶ୍ରୀବିହାର ଆଦିରେ ପ୍ରାୟ ୨୦ହଜାର ବାସଗୃହ ନିର୍ମାଣ କରାଯାଇଛି । ଓଡିଶା ରାଜ୍ୟ ଗୃହ ନିର୍ମାଣ ବୋର୍ଡ ଏବେ ଋଣ ମୁକ୍ତ ସଂସ୍ଥା ହୋଇପାରିଛି । ବର୍ତ୍ତମାନ ବୋର୍ଡ ପ୍ରକଳ୍ପ ମଧ୍ୟରେ ଭୁବନେଶ୍ୱରରେ ଖାରବେଳ ଏନକ୍ଲେଭ, ସୁବାସ ଏନକ୍ଲେଭ, ଅନୁଗୁଳରେ ଅନୁଗୁଳ ଏନକ୍ଲେଭର ନିର୍ମାଣ କାର୍ଯ୍ୟ ଜାରି ରହିଥିବାବେଳେ ଭୁବନେଶ୍ୱରର ଜଗନ୍ନାଥ ପ୍ରସାଦ ଠାରେ ପ୍ଲଟିଂ ସ୍କିମ୍‍ କାର୍ଯ୍ୟକାରୀ କରାଯାଉଛି ।

ଆଗାମୀ ଦିନରେ ରାଜ୍ୟର ସହରାଞ୍ଚଳରେ ସମସ୍ତ ପାଇଁ ଘର ଯୋଜନାରେ ୫୦,୦୦୦ ପ୍ଲଟ ଓ ଘର ଯୋଗାଇଦେବାର ଲକ୍ଷ୍ୟ ରହିଛି । ରାଜ୍ୟର ସମସ୍ତ ଜିଲ୍ଲା ସହାଞ୍ଚଳରେ ପ୍ରାୟ ଏକ ହଜାର ଘର ଯୋଗାଇ ଦେବାପାଇଁ ଲକ୍ଷ୍ୟ ରଖାଯାଇଛି । ସେହିଭଳି ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, ଜଗତ୍‍ସିଂହପୁର, କଟକ ଆଦି ଜିଲ୍ଲାରେ ପ୍ରାୟ ୫୨୦ ଏକର ଜମି ଅଧିଗ୍ରହଣ ପାଇଁ ଲକ୍ଷ୍ୟ ରଖାଯାଇଛି ।

ବୋର୍ଡର ପ୍ରକଳ୍ପ ଅଞ୍ଚଳରେ ଜବରଦଖଲ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇ ତାହାକୁ ତୁରନ୍ତ ମୁକୁଳାଇବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ବୋର୍ଡର ଏମଡି ସାଗରିକା ପଟ୍ଟନାୟକ, ସଚିବ ରଶ୍ମିତାରାଣୀ ତରାସିଆ, ମୁଖ୍ୟଯନ୍ତ୍ରୀ ଏଲ ପି ମହାପାତ୍ର ଏବଂ ଅର୍ଥ ପରମର୍ଶଦାତା ମିନତି ପତିଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୂଚନା ବିଭାଗର ନିକ୍ଷେପକଙ୍କୁ ଅବସର ସମ୍ବର୍ଦ୍ଧନା

ସୂଚନା ବିଭାଗର ନିକ୍ଷେପକଙ୍କୁ ଅବସର ସମ୍ବର୍ଦ୍ଧନା

August 1, 2026
ବନ୍ଦେ ବ୍ରହ୍ମକ୍ଷେତ୍ର ବ୍ରହ୍ମଗିରି ଜନନୀ

ବନ୍ଦେ ବ୍ରହ୍ମକ୍ଷେତ୍ର ବ୍ରହ୍ମଗିରି ଜନନୀ

August 1, 2026
ପୂର୍ବତନ ଅଧ୍ୟକ୍ଷଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ପୂର୍ବତନ ଅଧ୍ୟକ୍ଷଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

August 1, 2026
ରୋଗ ଓ ଅର୍ଥାଭାବ ଚାପରେ ଆଖି ବୁଜିଲେ ନିଃସନ୍ତାନ ଦମ୍ପତି

ରୋଗ ଓ ଅର୍ଥାଭାବ ଚାପରେ ଆଖି ବୁଜିଲେ ନିଃସନ୍ତାନ ଦମ୍ପତି

August 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୂଚନା ବିଭାଗର ନିକ୍ଷେପକଙ୍କୁ ଅବସର ସମ୍ବର୍ଦ୍ଧନା

ସୂଚନା ବିଭାଗର ନିକ୍ଷେପକଙ୍କୁ ଅବସର ସମ୍ବର୍ଦ୍ଧନା

August 1, 2026
ବନ୍ଦେ ବ୍ରହ୍ମକ୍ଷେତ୍ର ବ୍ରହ୍ମଗିରି ଜନନୀ

ବନ୍ଦେ ବ୍ରହ୍ମକ୍ଷେତ୍ର ବ୍ରହ୍ମଗିରି ଜନନୀ

August 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version