• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିସ୍ମୟ ବାଳକ ଜି.ପୋଖରାଜ : ଇଣ୍ଡିଆ ବୁକ ରେକର୍ଡରେ ସ୍ଥାନ ପାଇ ଆଣିଛନ୍ତି ଗର୍ବ

Proprietor Abhimanyu Maharana by Proprietor Abhimanyu Maharana
August 12, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ବିସ୍ମୟ ବାଳକ ଜି.ପୋଖରାଜ : ଇଣ୍ଡିଆ ବୁକ ରେକର୍ଡରେ ସ୍ଥାନ ପାଇ ଆଣିଛନ୍ତି ଗର୍ବ
Share on FacebookShare on TwitterWhatsapp

୧୨ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ନୂଆସାହିରେ ରହୁଥିବା ୩ ବର୍ଷ ବଯସର ବିସ୍ମୟ ବାଳକ ଜି.ପୋଖରାଜ ପ୍ରସାଦ ପାଢୀ ଏବେ ତିନିବର୍ଷ ବୟସ ରେ ୫୧ ପ୍ରକାର ପ୍ରସଙ୍ଗ ରେ ସାଧାରଣ ଉତ୍ତର ଜିଭ ଆଗରେ କହିପାରି ଇଣ୍ଡିଆ ବୁକ ରେକର୍ଡ ୨୦୨୪ ରେ ସ୍ଥାନ ପାଇ ଆଣିଛନ୍ତି ଗର୍ବ । ୨୦୨୧ ମସିହା ମାର୍ଚ ୨ତାରିଖରେ ମାତା ମିନତୀ କୁମାର ସ୍ଵାଇଁ ଓ ପିତା ଶିବ ପ୍ରସାଦ ପାଢୀ ଙ୍କ ପ୍ରଥମ ସନ୍ତାନ ଭାବେ ଜନ୍ମ ଗ୍ରହଣ କରିଥିବା ଜି.ପୋଖରାଜ । ଏକ ବର୍ଷ ବୟସ ରେ କଥା କହିବ ଦିନଠାରୁ ହିଁ ତାର ରହିଥିବା ପ୍ରତିଭାକୁ ଚିହ୍ନି ପାରି ଥିଲେ ତାଙ୍କ ମାତା ମିନତୀ ।

ମିନତୀ ଘରେ ପୂଜା କରିବା ସମୟରେ ବିଭିନ୍ନ ଶ୍ଳୋକ ପଢୁଥିବା ବେଳେ ପୁଅ ସେହି ଶ୍ଳୋକ ଶୁଣି ଧୀରେ ଧୀରେ ଗୁଣୁ ଗୁଣୁ ଆରମ୍ଭ କରିଥିଲା । ସେହି ଦିନ ଠାରୁ ତାର କିଛି ପ୍ରତିଭା ରହିଥିବା ଜାଣି ପାରି ମା ମିନତୀ ପୁଅକୁ ବିଭିନ୍ନ ପୂଜା ପାର୍ବଣ ,ଗୃହ ପାଳିତ ପଶୁ ,ଫୁଲ ,ଫଳ ,ବିଭିନ୍ନ ଦେଶ ବିଦେଶ ର ନା , ରାଜ୍ୟ ,ଦେଶ ର ରାଜଧାନୀ , ଦେହର ପ୍ରତ୍ୟେକ ଅଙ୍ଗ ପ୍ରତ୍ୟଙ୍ଗ ର ନାମ ସମେତ ୫୧ ପ୍ରକାର ବିଭିନ୍ନ ସାଧାରଣ ଜ୍ଞାନ ସମ୍ପର୍କିତ ବିଷୟକୁ ଜିଭ ଆଗରେ ରଖି ଏବେ ଚର୍ଚା କୁ ଆସିଛନ୍ତି ।

ପୁଅ ଜି.ପୋଖରାଜ ଙ୍କ ବାପା ମା ଦୁଇ ଜଣ ସରକାରୀ ଚାକିରି କରୁଥିବା ବେଳେ ପୁଅକୁ ଅଧିକ ସମୟ ଦେଇ ପାରୁନଥିବା କହିବା ସହ ବାପା ଶିବ ପ୍ରସାଦ କହିଛନ୍ତି ପୁଅର ସଫଳତା ପଛରେ ମା ମିନତୀ ର ହିଁ ଉଦମ୍ୟ ରହିଛି । ମୁ କେବଳ ବିଭିନ୍ନ ବହି ବଜାର ରୁ କିଣି ଆଣିଦେଉଛି । ଜି.ପୋଖରାଜ ଇଣ୍ଡିଆ ବୁକ ରେକର୍ଡରେ ସ୍ଥାନ ପାଇବା ପରେ ଘରେ ଖୁସି ହେବା ସହ ସାହି ପଡିଶା ସାଙ୍ଗ ସାଥି ସବୁଆଡୁ ଶୁଭେଚ୍ଛା ର ସୁଅ ଛୁଟୁଛି । ପୁଅର ସାଧାରଣ ଜ୍ଞାନ ସହ ଖେଳ କୁଦ ,ଚିତ୍ର ଆଙ୍କିବା ଭଳି ଅନେକ ପ୍ରତିଭା ରହିଛି । ଆଗାମୀ ଦିନରେ ପୁଅକୁ ବିଭିନ୍ନ ପ୍ରତିଯୋଗୀତା ରେ ଅଂଶ ଗ୍ରହଣ କରିବା ପାଇଁ ପ୍ରସ୍ତୁତ କରିବୁ ବୋଲି ପରିବାର ଲୋକେ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Pattamundai celebrates 80th Birthday of Baraha Samal

ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ 

June 20, 2026
Pattamundai celebrates 80th Birthday of Baraha Samal

Pattamundai celebrates 80th Birthday of Baraha Samal

June 19, 2026
ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Pattamundai celebrates 80th Birthday of Baraha Samal

ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ 

June 20, 2026
Pattamundai celebrates 80th Birthday of Baraha Samal

Pattamundai celebrates 80th Birthday of Baraha Samal

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version