• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତଦନ୍ତକାରୀ ଅଧିକାରୀ ଓ ବିଡିଓଙ୍କ ଶରଣରେ ନିର୍ବାଚନ କାର୍ଯ୍ୟରେ ଅବହେଳା କରିଥିବା ଅଧିକାରୀ

Proprietor Abhimanyu Maharana by Proprietor Abhimanyu Maharana
August 14, 2024
in ଓଡ଼ିଶା, ପୁରୀ, ହୋମ୍
0
ତଦନ୍ତକାରୀ ଅଧିକାରୀ ଓ ବିଡିଓଙ୍କ ଶରଣରେ ନିର୍ବାଚନ କାର୍ଯ୍ୟରେ ଅବହେଳା କରିଥିବା ଅଧିକାରୀ
Share on FacebookShare on TwitterWhatsapp

*ପୋଷ୍ଟାଲ ବାଲାଟ ମତଦାନରୁ ବୃଦ୍ଧା ବଂଚିତ ହେବା ଘଟଣା

*୭୧ ଦିନ ବିତିଗଲାଣି ହେଉନି କାର୍ଯ୍ୟାନୁଷ୍ଠାନ

*ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ପାଣିର ଗାର।

୧୩ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  କୋଣାର୍କ :->  କୋଣାର୍କ ଥାନା ଅଧିନସ୍ଥ କାଦୁଆନୂଆଗାଁ ଗ୍ରାମପଞ୍ଚାୟତର ଧନୀତ୍ରି ଗ୍ରାମର ୯୨ ବର୍ଷର ବୃଦ୍ଧା ତାରାମଣି ସ୍ବାଇଁ ଗତ ୨୦୨୪ ସାଧାରଣ ନିର୍ବାଚନରେ ପୋଷ୍ଟାଲ ମତଦାନରୁ ବଂଚିତ ହେବା ଘଟଣାକୁ ୭୧ ଦିନ ବିତିଗଲାଣି। ମାତ୍ର ଏହି ଘଟଣାରେ ପୁରୀ ଜିଲ୍ଲାପାଳ ଗତ ଜୁନ ମାସ ୩ ତାରିଖରେ ଘଟଣାର ତଦନ୍ତ କରିବା ପାଇଁ କାକଟପୁର ନିର୍ବାଚନ ମଣ୍ଡଳୀର ରିଟର୍ଣ୍ଣ ଅଫିସର ଦାୟିତ୍ବରେ ଥିବା ପୁରୀ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ କୌଳାସ ଚନ୍ଦ୍ର ନାୟକଙ୍କୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ନିର୍ବାଚନ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ବାଙ୍ଗୁରିଗାଁ ରାଜସ୍ବ ନିରୀକ୍ଷକ ଅଭୟ କୁମାର ମହାନ୍ତିଙ୍କ ବିରୋଧରେ ଅଦ୍ୟାବଧି ରିଟର୍ଣ୍ଣ ଅଫିସର କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବା ତଦନ୍ତକାରୀ ଅଧିକାରୀଙ୍କ ନିରପେକ୍ଷତା ଉପରେ ପ୍ରଶ୍ନ ଉଠାଇଛନ୍ତି ଅଭିଯୋଗକାରୀ ସାମାଜିକ କର୍ମୀ ଭାଗୀରଥୀ ସ୍ଵାଇଁ ।

ପୋଷ୍ଟାଲ ମତଦାନରୁ ବଂଚିତ ହେବା ଘଟଣାରେ ତଦନ୍ତକାରୀ ଅଧିକାରୀ ତଥା ପୁରୀ ଅତିରିକ୍ତ ଜିଲ୍ଲାପାଳ ନିଜେ ଘଟଣାର ତଦନ୍ତ ନ କରି କାକଟପୁର ବ୍ଲକ ବିଡିଓଙ୍କୁ ଏହାର ତଦନ୍ତ ଦାୟିତ୍ବ ଅର୍ପଣ କରିବା କେତେଦୂର ସମୀଚୀନ ତାହା ତଦନ୍ତର ନିରପେକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।ନିର୍ବାଚନ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ବାଙ୍ଗୁରିଗାଁ ରାଜସ୍ବ ନିରୀକ୍ଷକ ଅଭୟ କୁମାର ମହାନ୍ତି ତଦନ୍ତକାରୀ ଅଧିକାରୀ ଓ କାକଟପୁର ବ୍ଲକ ବିଡିଓଙ୍କୁ ହାତ କରି ତଦନ୍ତ ପ୍ରକ୍ରିୟାରୁ ବଂଚିବା ପାଇଁ ଏକ ଗୁପ୍ତ ମନ୍ତ୍ରଣା କରିଛନ୍ତି ବୋଲି ପୋଷ୍ଟାଲ ମତଦାନରୁ ବଂଚିତ ବୃଦ୍ଧା ତାରାମଣି ସ୍ବାଇଁଙ୍କ ନାତି ତଥା ସାମାଜିକ କର୍ମୀ ଭାଗୀରଥୀ ସ୍ଵାଇଁ ଗୁରୁତର ଅଭିଯୋଗ କରିଛନ୍ତି।

ଜଣେ ବରିଷ୍ଠ ନାଗରିକ ମତଦାନରୁ ବଂଚିତ ହେବା ଘଟଣା ଏକ ସମ୍ବେଦନଶୀଳ ପ୍ରସଙ୍ଗ ହୋଇଥିବା ବେଳେ ପୁରୀ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ସତ୍ତ୍ବେ ତଦନ୍ତ ଅଧିକାରୀ ନିର୍ବାଚନ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ବଦଳରେ ତଦନ୍ତରେ ଶିଥିଳତା ଅବଲମ୍ବନ କରିବା ପଛରେ ଅସଲ ଉଦ୍ଦେଶ୍ୟ କଣ ତାହା ତଦନ୍ତକାରୀ ଅଧିକାରୀଙ୍କ କାର୍ଯ୍ୟଦକ୍ଷତା ପ୍ରତି ଅଂଗୁଳି ନିର୍ଦେଶ କରୁଛି ବୋଲି ସାଧାରଣରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । ଏହି ଘଟଣାକୁ ନେଇ ବୃଦ୍ଧାଙ୍କ ନାତି ତଥା ସାମାଜିକ କର୍ମୀ ଭାଗୀରଥୀ ସ୍ଵାଇଁ ନ୍ୟାୟ ପାଇଁ ଜାତୀୟ ମାନବାଧିକାର କମିଶନ ଓ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ମଧ୍ୟ ଅଭିଯୋଗ କରିଛନ୍ତି। ଏଭଳି ସମ୍ବେଦନଶୀଳ ଘଟଣାରେ ନିର୍ବାଚନ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ବାଙ୍ଗୁରିଗାଁ ରାଜସ୍ବ ନିରୀକ୍ଷକ ଅଭୟ କୁମାର ମହାନ୍ତିଙ୍କୁ ଚାକିରିରୁ ନିଲମ୍ବିତ କରିବା ସହ ଆଇନଗତ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିବା ପାଇଁ ରାଜ୍ୟ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଓ ପୁରୀ ଜିଲ୍ଲାପାଳଙ୍କୁ ପୋଷ୍ଟାଲ ମତଦାନରୁ ବଂଚିତ ତାରାମଣି ସ୍ବାଇଁଙ୍କ ନାତି ତଥା ସାମାଜିକ କର୍ମୀ ଭାଗୀରଥୀ ସ୍ଵାଇଁ ନିବେଦନ କରିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Bajaj Finance Conducts Financial Literacy Programs in Rural Odisha

Bajaj Finance Conducts Financial Literacy Programs in Rural Odisha

August 11, 2026
ରାଜସୁନାଖଳା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ

ରାଜସୁନାଖଳା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ

August 11, 2026
ସରକାରୀ ଉଚ୍ଚ ବିଦ୍ୟାଳୟର ୬୮ତମ ପ୍ରତିଷ୍ଠା ଦିବସ

ସରକାରୀ ଉଚ୍ଚ ବିଦ୍ୟାଳୟର ୬୮ତମ ପ୍ରତିଷ୍ଠା ଦିବସ

August 11, 2026
ରଣପୁର ଏନଏସି ପକ୍ଷରୁ ହର ଘର ତିରଙ୍ଗା ଶୋଭାଯାତ୍ରା

ରଣପୁର ଏନଏସି ପକ୍ଷରୁ ହର ଘର ତିରଙ୍ଗା ଶୋଭାଯାତ୍ରା

August 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Bajaj Finance Conducts Financial Literacy Programs in Rural Odisha

Bajaj Finance Conducts Financial Literacy Programs in Rural Odisha

August 11, 2026
ରାଜସୁନାଖଳା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ

ରାଜସୁନାଖଳା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ

August 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version