• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଜୟଶ୍ରୀ ଧଳଙ୍କର ଆଲବମ ଉନ୍ମୋଚିତ

Proprietor Abhimanyu Maharana by Proprietor Abhimanyu Maharana
August 14, 2024
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଜୟଶ୍ରୀ ଧଳଙ୍କର ଆଲବମ ଉନ୍ମୋଚିତ
Share on FacebookShare on TwitterWhatsapp

୧୩ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଦିଲ୍ଲୀ :->  ବିଶିଷ୍ଟ ଗାୟିକା ଡ଼ଃ ଜୟଶ୍ରୀ ଧଳଙ୍କର ନୂତନ ସଂଗୀତ ଆଲବମ “ଜାଗରେ,ସବୁଜ ଓଡ଼ିଶା ପାଇଁ ଲାଗରେ” ର ଶୁଭ ଉନ୍ମୋଚନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ନିକଟରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର “ମାଆ ପାଇଁ ଗଛଟିଏ” ରୋପଣ କରିବାକୁ ଆହ୍ୱାନ ଦ୍ୱାରା ଅନୁପ୍ରାଣୀତ ହୋଇ ଜୟଶ୍ରୀ ଏହି ଗୀତଟିକୁ ଗାନ କରିଥିବା ଜଣାଯାଇଛି । ଏହାର ସଂଗୀତ ରଚନା ଗଛ ମଣିଷ ଭାବେ ଖ୍ୟାତି ପ୍ରାପ୍ତ ଦିଲ୍ଲୀପ ଶ୍ରୀ ଚନ୍ଦନ କରିଥିବା ବେଳେ ସ୍ୱର ସଂଯୋଜନା ସୁନାମଧନ୍ୟ ସଙ୍ଗୀତଜ୍ଞ ଶାନ୍ତନୁ ନାୟକ କରିଛନ୍ତି ।

ପରିବେଶ ସୁରକ୍ଷା ଏବଂ ବୃକ୍ଷ ରୋପଣ ସମ୍ପର୍କରେ ସାରା ଭାରତରେ ସଂଗୀତ ଜରିଆରେ ସଚେତନତା ସୃଷ୍ଟି କରିବା ପାଇଁ ଡ଼ଃ ଧଳ ଙ୍କର ଉକ୍ତ ଅନନ୍ୟ ଓ ଅସାମାନ୍ୟ ଅଭିଯାନ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନଙ୍କର ପୌରହିତ୍ୟିରେ କଥିତ ଉନ୍ମୋଚନ ମାଧ୍ୟମରେ ଜାତୀୟ ରାଜଧାନୀ ନୂଆଦିଲ୍ଲୀଠାରୁ ପ୍ରାରମ୍ଭ ହୋଇଥିବା ର ସୂଚନା ମିଳିଛି । ଏହି ଅବସରରେ ଅଭିଯାନର ଅନ୍ୟତମ ସାରଥୀ ସିଲଭର ଗାନ୍ଧୀ ଭାବେ ପ୍ରସିଦ୍ଧ ମୋହନ ମହାପାତ୍ର ଉପସ୍ଥିତ ଥିଲେ ।

ଶ୍ରୀ ପ୍ରଧାନ ଉଭୟ ଡ଼ଃ ଧଳ ଓ ସିଲଭର ଗାନ୍ଧୀଙ୍କୁ ସେମାନଙ୍କର ମହତ ପ୍ରୟାସର ସଫଳତା ପାଇଁ ଶୁଭ କାମନା ଜଣାଇବା ସାଙ୍ଗକୁ ଉଭୟଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ମନ୍ତ୍ରୀ ଶ୍ରୀ ପ୍ରଧାନଙ୍କର କୁଷକ ରୋଡ଼ ସ୍ଥିତ ବାସ ଭବନଠାରେ ଆୟୋଜିତ ଏହି ଲୋକାର୍ପଣ ଉତ୍ସବରେ ଉପସ୍ଥିତ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କ ମଧ୍ୟରେ ଯାଜପୁରର ସାଂସଦ ଡଃ ରବୀନ୍ଦ୍ର ନାରାୟଣ ବେହେରା,ହାଉଜଖାସ ସ୍ଥିତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ସମ୍ପାଦକ ରବୀନ୍ଦ୍ର ନାଥ ପ୍ରଧାନ ,ସମାଜସେବୀ ସୁଚିସ୍ମିତା ପୃଷ୍ଟି ଏବଂ ଯୁବ ଶିଳ୍ପଦ୍ୟୋଗୀ ଶୁଭେନ୍ଦୁ ଦାସ ପ୍ରମୁଖ ଅନ୍ତର୍ଭୁକ୍ତ ଥିଲେ ।

ଉନ୍ମୋଚିତ ସଂଗୀତ ଏବଂ ଏହାର ଅନ୍ତର୍ନିହିତ ବାର୍ତ୍ତାକୁ ଲୋକାଭିମୁଖୀ କରିବା ଲକ୍ଷ୍ୟରେ ଡ଼ଃ ଧଳ ଓ ସିଲଭର ଗାନ୍ଧୀ ସେମାନଙ୍କର ସାଥୀ କାର୍ଯ୍ୟକର୍ତ୍ତା ଏବଂ ପ୍ରଶସଂକମାନଙ୍କ ସହିତ ଦିଲ୍ଲୀ ମହା ନଗରୀର କୋଣ ଅନୁକୋଣରେ ପଦଯାତ୍ରା କରି ପହଂଚୁଥିବାର ଦେଖା ଯାଇଥିଲା । ଦକ୍ଷିଣ ଦିଲ୍ଲୀର ହାଉଜଖାସ ଏବଂ ଅନ୍ୟାନ୍ୟ ସ୍ଥାନରେ ପଦଯାତ୍ରୀ ଦଳକୁ ଶତାଧିକ ଜନସାଧାରଣ ଭବ୍ୟ ସ୍ୱାଗତ ଜଣାଇବା ସହିତ ସେମାନଙ୍କର ସାଧୁ ଉଦ୍ୟମକୁ ଭୁରି ଭୁରି ପ୍ରଶଂସା କରୁଥିବା ଲକ୍ଷ୍ୟ ଯାଇଥିଲା ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ଡ଼ଃ ଜୟଶ୍ରୀ ଧଳ ତାଙ୍କର ସଫଳ ସଂଗୀତ ସାଧନା ଓ ଉପଲବ୍ଧ ସିଦ୍ଧି ସାଙ୍ଗକୁ ଉଚ୍ଚକୋଟୀର ସମାଜସେବା ଏବଂ ଉତ୍ସର୍ଗୀକୃତ ଜନହିତକାରୀ କାର୍ଯ୍ୟ ପାଇଁ ସାଧାରଣରେ ବେଶ ପ୍ରସିଦ୍ଧି ଲାଭ କରିଛନ୍ତି । ବିଶେଷକରି ମହାନଗରରେ ଭ୍ରାମ୍ୟମାଣ ଅଳିଆ ଉଠା ଗାଡି ରେ ପରିବେଶକୁ ସ୍ୱଚ୍ଛ ରଖିବା ପାଇଁ ନିଜର ସଂଗୀତ ପରିବେଷଣ ମାଧ୍ୟମରେ ସଚେତନତାର ବାର୍ତ୍ତା ପ୍ରଦାନ କରି ଡ଼ଃ ଧଳ ଖୁବ ଚର୍ଚ୍ଚିତ ହୋଇଥିବା ପ୍ରାପ୍ତ ସୂଚନାରୁ ପ୍ରକାଶ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version