No Result
View All Result
୧୫ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ନିକଟରେ ଥିବା ନୂଆଗାଁ ବ୍ଲକ୍ ଆଞ୍ଚଳିକ ସାମ୍ବାଦିକ ସଂଘ କାର୍ଯ୍ୟାଳୟ ରେ ୭୮ ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି।
ମୁଖ୍ୟ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷାଙ୍କ ପ୍ରତିନିଧି ତଥା ସମାଜସେବୀ ଶଙ୍କର୍ଷଣ ବେହେରା ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।ଜାତୀୟ ପତାକା ଉତ୍ତୋଳନ ସମୟରେ ଆଞ୍ଚଳିକ ସାମ୍ବାଦିକ ସଂଘ ର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ ।
No Result
View All Result