• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ୭୮ତମ ସ୍ୱାଧୀନତା ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
August 16, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ୭୮ତମ ସ୍ୱାଧୀନତା ଦିବସ ପାଳିତ
Share on FacebookShare on TwitterWhatsapp

ମହାପୁରୁଷଙ୍କ ପଦାଙ୍କ ଅନୁସରଣ- ଭଲମଣିଷ ହେବାର ଚାବିକାଠି । 
 
୧୫ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ନୟାଗଡ଼ ସହରର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ବିଦ୍ୟାଳୟର ପ୍ରତିଷ୍ଠାତା ସମ୍ପାଦକ ଶ୍ରୀଧର ସାହୁଙ୍କ ସଂଯୋଜନାରେ ୭୮ତମ ସ୍ଵାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ନୟାଗଡ଼ ମାଟିର ପୁଅ ସାଉଦି ଆରବରେ କାର୍ଯ୍ୟରତ ଇଂ ସରୋଜ କାନ୍ତ ପାତ୍ର ମୁଖ୍ଯ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟ ପରିସରରେ ପ୍ରତିଷ୍ଠା ହୋଇଥିବା ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଯଥା ଜାତିର ପିତା ମହାତ୍ମା ଗାନ୍ଧୀ, ଉତ୍କଳ ମଣି ଗୋପବନ୍ଧୁ ଦାସ, ମହାନ ସଂଗ୍ରାମୀ ସୁବାସ ଚନ୍ଦ୍ର ବୋଷ,ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ଓ ସ୍ବାଧୀନତା ସଂଗ୍ରାମୀ କଷ୍ଟି ଡାକୁଆଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ।

ବିଦ୍ୟାଳୟର ସ୍କାଉଟ୍ ଗାଇଡ୍ସ ଛାତ୍ରଛାତ୍ରୀ ମାନଙ୍କ ଠାରୁ ଅଭିବାଦନ ଗ୍ରହଣ କରି ଉପସ୍ଥିତ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ନିକଟରେ ବହୁ ଉପାଦେୟ ଅଭିଭାଷଣ ରଖି ସ୍ଵାଧୀନତା ଦିବସର ତାତ୍ପର୍ଯ୍ୟ ସମ୍ପର୍କରେ ମତ ରଖିଥିଲେ। ଦେଶମାତୃକାର ସ୍ଵାଧୀନତା ପାଇଁ ଆତ୍ମ ବଳିଦାନ ଦେଇଥିବା ମହାପୁରୁଷଙ୍କ ନୀତି ଆଦର୍ଶକୁ ପାଥେୟ କରି ଦେଶପାଇଁ ତଥା ନିଜ ଜନ୍ମଭୂମି ପାଇଁ ନିଜକୁ କିପରି ଆତ୍ମୋତ୍ସର୍ଗ କରିପାରିବା ଓ ଶୃଙ୍ଖଳିତ ସମାଜ ଗଠନରେ ଛାତ୍ରଛାତ୍ରୀମାନେ କିପରି ବଳିଷ୍ଠ ଭୂମିକା ନିର୍ବାହ କରିବେ ସେଥିପାଇଁ ବହୁମୂଲ୍ୟ ପରାମର୍ଶ ଦେଇଥିଲେ। ମହାପୁରୁଷ ମାନଙ୍କ ଜୀବନୀ ପାଠ କରି ସେମାନଙ୍କର ପଦାଙ୍କ ଅନୁସରଣ କଲେ ନିଶ୍ଚୟ ଜଣେ ଭଲ ମଣିଷ ହୋଇପାରିବା ବୋଲି ବକ୍ତବ୍ଯ ରଖିଥିଲେ।

ଚଳିତ ବର୍ଷ ସ୍ଵାଧୀନତା ଦିବସ ଉପଲକ୍ଷ ବିଦ୍ୟାଳୟର ଅରୁଣ ଶ୍ରେଣୀ ଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ନେଇ ବିଭିନ୍ନ ବିଭାଗରେ ଅନୁଷ୍ଠିତ ହୋଇଥିବା ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ଜିଲ୍ଲା ସ୍ତରୀୟ ବକ୍ତୃତା ପ୍ରତିଯୋଗୀତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବିଦ୍ୟାଳୟର ୬ଷ୍ଠ ଶ୍ରେଣୀର ଛାତ୍ରୀ ବିଶ୍ଵବିଜିତା ମହାନ୍ତିଙ୍କୁ ମୁଖ୍ୟ ଅତିଥି ସ୍ଵତନ୍ତ୍ର ଭାବେ ସମ୍ବର୍ଦ୍ଧିତ କରିବା ସହ ମନ ମୁଗ୍ଧକର ଭାଷଣ ଲାଗି ୧୦୦୦ ଟଙ୍କା ପୁରସ୍କାର ରାଶି ପ୍ରଦାନ କରିଥିଲେ। ବିଦ୍ୟାଳୟର ଯୁଗ୍ମ ସମ୍ପାଦକ ସନ୍ତୋଷ କୁମାର ନାୟକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲା ବେଳେ ପ୍ରଧାନ ଆଚାର୍ଯ୍ୟା ପ୍ରିୟମ୍ବଦା ମହାପାତ୍ର ଉପସ୍ଥିତ ମୁଖ୍ୟ ଅତିଥି, ଅଭିଭାବକ, ଛାତ୍ରଛାତ୍ରୀ ଓ ଗୁରୁଜୀ,ଗୁରୁମା’ ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟର ସମସ୍ତ ସେବାବ୍ରତୀ ଆଚାର୍ଯ୍ୟ, ଆଚାର୍ଯ୍ୟା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟରେ ଟ୍ରେଡିଂ ଆରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟରେ ଟ୍ରେଡିଂ ଆରମ୍ଭ

May 18, 2026
ବିଶିଷ୍ଟ ରାଜନେତା ତଥା ବରିଷ୍ଠ ସମାଜସେବୀ ଆର୍ତ୍ତତ୍ରାଣ ମଲ୍ଲିକଙ୍କ ବିୟୋଗରେ ଶୋକ

ବିଶିଷ୍ଟ ରାଜନେତା ତଥା ବରିଷ୍ଠ ସମାଜସେବୀ ଆର୍ତ୍ତତ୍ରାଣ ମଲ୍ଲିକଙ୍କ ବିୟୋଗରେ ଶୋକ

May 18, 2026
ଠାକୁରାଣୀ ଯାତ୍ରା ଅବସରରେ କମଳା ପ୍ରକାଶିନୀ ବହି ଷ୍ଟଲରେ ପ୍ରବଳ ଭିଡ଼

ଠାକୁରାଣୀ ଯାତ୍ରା ଅବସରରେ କମଳା ପ୍ରକାଶିନୀ ବହି ଷ୍ଟଲରେ ପ୍ରବଳ ଭିଡ଼

May 18, 2026
AMFI Hosts Investor Awareness Program in Bhubaneswar to Strengthen Financial Inclusion and Investor Participation

AMFI Hosts Investor Awareness Program in Bhubaneswar to Strengthen Financial Inclusion and Investor Participation

May 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟରେ ଟ୍ରେଡିଂ ଆରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟରେ ଟ୍ରେଡିଂ ଆରମ୍ଭ

May 18, 2026
ବିଶିଷ୍ଟ ରାଜନେତା ତଥା ବରିଷ୍ଠ ସମାଜସେବୀ ଆର୍ତ୍ତତ୍ରାଣ ମଲ୍ଲିକଙ୍କ ବିୟୋଗରେ ଶୋକ

ବିଶିଷ୍ଟ ରାଜନେତା ତଥା ବରିଷ୍ଠ ସମାଜସେବୀ ଆର୍ତ୍ତତ୍ରାଣ ମଲ୍ଲିକଙ୍କ ବିୟୋଗରେ ଶୋକ

May 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version