• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାସ୍ତା ଉପରେ ଜମୁଛି ବର୍ଷ ପାଣି, ନାହିଁ ଡ୍ରେନେଜ ସୁବିଧା , ଯାତାୟତରେ ବ୍ୟାହତ 

Proprietor Abhimanyu Maharana by Proprietor Abhimanyu Maharana
August 18, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ରାସ୍ତା ଉପରେ ଜମୁଛି ବର୍ଷ ପାଣି, ନାହିଁ ଡ୍ରେନେଜ ସୁବିଧା , ଯାତାୟତରେ ବ୍ୟାହତ 
Share on FacebookShare on TwitterWhatsapp

୧୭ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବେଗୁନିଆ  :-> ବେଗୁନିଆ ବ୍ଲକ ଅନ୍ତର୍ଗତ ସିକୋ ମୟୂରଝାଲିଆ ରାସ୍ତାର ଚନ୍ଦ୍ରଶେଖରଙ୍କର ମନ୍ଦିର ନିକଟରେ ଥିବା ରାସ୍ତାରେ ଜଳ ନିଷ୍କାସନ ପାଇଁ ବ୍ୟବସ୍ଥା ନ ଥିବାରୁ ବର୍ଷା ପାଣି ଜମି ରହିବା  ଫଳରେ ଜନସାଧାରଣ ଯାତାୟାତ କ୍ଷେତ୍ରରେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ପତିତପାବନଙ୍କ ମନ୍ଦିର ଠାରୁ ହନୁମାନଙ୍କ ମନ୍ଦିର ମଧ୍ୟରେ ଥିବା ସ୍ୱାସ୍ଥ୍ୟକେନ୍ଦ୍ର ,ଛାତ୍ରଛାତ୍ରୀ ମାନେ ବିଦ୍ୟାଳୟକୁ ଯିବା ଆସିବା ,ମନ୍ଦିର,ମସଜିଦ ,ପଞ୍ଚାୟତ କାର୍ଯ୍ୟାଳୟ ,ସେବା ସମବାୟ ସମିତି ଓ ରାଜସ୍ୱ ନିରୀକ୍ଷକ ଙ୍କ କାର୍ଯ୍ୟାଳୟକୁ ପ୍ରତିଦିନ ଲୋକମାନେ ଯିବା ଆସିବା କରୁଛନ୍ତି ।

ଏପରିକି ଦୈନନ୍ଦିନ ହଜାର ହଜାର ଲୋକ ଗାଡି ମଟର ନେଇ ଯିବା ଆସିବା କରୁଥିବା ବେଳେ ଜଳ ନିଷ୍କାସନ ପାଇଁ କୌଣସି ସୁବିଧା ନଥିବା ଯୋଗୁ ଓ ରାସ୍ତା ଉଚ୍ଚା ହୋଇନଥିବା ଯୋଗୁଁ ଅସରାଏ ବର୍ଷା ହେଲେ ପାଣି ଜମି ରହୁଛି । ଏ ସଂକ୍ରାନ୍ତରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଯନ୍ତ୍ରୀ ଅବଗତ ଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ । ଏହାର ସ୍ଥାୟୀ ସମାଧାନ କରିବା ପାଇଁ ମୁସଲିମ ସାହିର ସଭାପତି ମୁକ୍ତାର ଖାଁ ,ଶେଖ ସମୀର ,ଶେଖ ଫଇଜଲ ,ମୀର ଜମିର ,

ରଘୁନାଥ ସାହୁ ଓ ପଞ୍ଚୁଚରଣ ସାହୁ ପ୍ରମୁଖ ପ୍ରଶାସନ ନିକଟରେ ଦାବି କରିଛନ୍ତି ।ସେହିପରି କଣ୍ଟାବାଡ଼ ପଞ୍ଚାୟତ ଅନ୍ତର୍ଗତ ମୁକୁନ୍ଦପୁର ଶାସନ ସାହି ରାସ୍ତାରେ ପାଣି ଜମି ରହୁଥିବା ଯୋଗୁଁ ଉକ୍ତ ରାସ୍ତା ଉପରେ ନିର୍ଭର କରୁଥିବା ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ସ୍ଥାନୀୟ ଲୋକମାନେ ମଣ୍ଡଳ ଉନ୍ନୟନ ଅଧିକାରୀ ଲକ୍ଷ୍ମୀଧର ସାହୁଙ୍କୁ ଭେଟି ଜଣାଇ ଥିଲେ ମଧ୍ୟ ତାହା ଆଜି ପର୍ଯ୍ୟନ୍ତ ସମାଧାନ ହୋଇପାରି ନ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି । ଏଥିରେ ମଣ୍ଡଳ ଉନ୍ନୟନ ଅଧିକାରୀ ଶ୍ରୀ ସାହୁଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ଅବଗତ ନାହାନ୍ତି ବୋଲି କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ଶକ୍ତି ପଦଯାତ୍ରା

ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ଶକ୍ତି ପଦଯାତ୍ରା

May 19, 2026
ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ

May 19, 2026
ଅଦିନିଆ ରଥଯାତ୍ରା ପାଳନକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରତିବାଦ

ଅଦିନିଆ ରଥଯାତ୍ରା ପାଳନକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରତିବାଦ

May 19, 2026
ନିଶୀଗନ୍ଧା ସାହିତ୍ୟ ପ୍ରତିଷ୍ଠାନ ପକ୍ଷରୁ ରାଜ୍ୟ ସ୍ତରୀୟ କବିତା ପାଠୋତ୍ସବ

ନିଶୀଗନ୍ଧା ସାହିତ୍ୟ ପ୍ରତିଷ୍ଠାନ ପକ୍ଷରୁ ରାଜ୍ୟ ସ୍ତରୀୟ କବିତା ପାଠୋତ୍ସବ

May 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ଶକ୍ତି ପଦଯାତ୍ରା

ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ଶକ୍ତି ପଦଯାତ୍ରା

May 19, 2026
ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ

May 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version