• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉଦୟପୁରରେ ଜିଲ୍ଲା ପ୍ରଶାସନ ଦ୍ବାରା ଗ୍ରାମ୍ୟମୁଖି ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଶିବିର

Proprietor Abhimanyu Maharana by Proprietor Abhimanyu Maharana
August 21, 2024
in ଓଡ଼ିଶା, ଗଜପତି, ହୋମ୍
0
ଉଦୟପୁରରେ ଜିଲ୍ଲା ପ୍ରଶାସନ ଦ୍ବାରା ଗ୍ରାମ୍ୟମୁଖି ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଶିବିର
Share on FacebookShare on TwitterWhatsapp

୨୦ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଗଜପତି ଜିଲ୍ଲା :-> ନୂଆଗଡ଼ ବ୍ଲକ ଅନ୍ତର୍ଗତ ଆଦିବାସୀ ଅଧ୍ୟୁଷିତ ଉପାନ୍ତ ଦୁର୍ଗମ ନଦୀମୁଠା ଅଞ୍ଚଳର ଉଦୟପୁର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନ ଦ୍ବାରା ଗ୍ରାମ୍ୟମୁଖି ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଅଭିଯୋଗ ଶୁଣାଣି ଶିବୀରରେ ଜିଲ୍ଲାପାଳ ବିଜୟ କୁମାର ଦାସ , ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସ୍ଵାତୀ ଏସ କୁମାରି, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ପୃଥ୍ୱୀବରାଜ ମଣ୍ଡଳ ସମେତ ବ୍ଲକ ଅଧ୍ୟକ୍ଷା ମାଳତୀ ପ୍ରଧାନ,

ଉପାଧ୍ୟକ୍ଷ ନିହିମୀୟା ରଇତ, ସ୍ଥାନୀୟ ସରପଞ୍ଚ ଅଭିମାଇ ଗମାଙ୍ଗ, ସମିତି ସଭ୍ୟ ସବିତା ଦଳବେହେରା ମଞ୍ଚଷିନ ହୋଇଥିଲେ। ସେହିପରି ବିଡିଓ ଲୋକନାଥ ଶବରଙ୍କ ସମେତ ଜିଲ୍ଲା ଏବଂ ବ୍ଲକର ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏଥିରେ ବ୍ଲକର କିରାମା, ଅନୁଗୁର, ପରିମଳ ଓ ଉଦୟ ପୁର ଗ୍ରାମ ପଞ୍ଚାୟତ ସମେତ ବିଭିନ୍ନ ପଞ୍ଚାୟତର ମୋଟ ୮୬ଟି ଅଭିଯୋଗ ସମାଧାନ ପାଇଁ ପଞ୍ଜିକୃତ ହୋଇଥିଲା।

ସେଥି ମଧ୍ୟରୁ ୫୩ଟି ଅଭିଯୋଗ ଗୋଷ୍ଠୀଗତ ହୋଇଥିବା ବେଳେ ୩୩ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ରହିଥିଲା। ବ୍ଲକର ଗ୍ରାମାଞ୍ଚଳରେ ଲାଗିରହିଥିବା ବିଭିନ୍ନ ସମସ୍ୟା ମଧ୍ୟରୁ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା, ନେଟୱର୍କ, ସ୍ୱାସ୍ଥ୍ୟ ସେବା , ପାନୀୟ ଜଳ, ବାର୍ଦ୍ଧକ୍ୟ ଭତ୍ତା ଭଳି ଅଭିଯୋଗ ଆସିଥିଲା।

ଲୋକଙ୍କ ଅଭିଯୋଗର ଶୁଣାଣୀ କରି ବିଭିନ୍ନ ସମସ୍ୟାର ଘଟଣାସ୍ଥଳରେ ହିଁ ତ୍ୱରିତ ସମାଧାନ କରିଛନ୍ତି ଜିଲ୍ଲା ପ୍ରଶାସନ। କେତେକ ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇ ଅସୁସ୍ଥ ଥିବା ପାଞ୍ଚ ଜଣ ବ୍ୟକ୍ତି ମାନଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୨୨ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥିବା ବେଳେ ୨ଜଣ ବିକଳାଙ୍ଗକୁ ୱିଲ ଚେର, ନୂତନ ପେନସନ ହିତାଧିକାରୀ ୭ ଜଣଙ୍କୁ ଭତ୍ତା,

ଏକ ଜଣକୁ ଶ୍ରବଣ ବାଧିତ ଯନ୍ତ୍ର ସହ ୬ ଜଣଙ୍କୁ ଜଙ୍ଗଲ ଜମିପଟ୍ଟା ପ୍ରଦାନ କରାଯାଇ ଥିଲା। ଆଜିର ଏହି ଜନ ଶୁଣାଣିରେ ବ୍ଲକର ବିଭିନ୍ନ ବିଭାଗ ଦ୍ଵାରା ସଚେତନତା ଷ୍ଟଲ ଖୋଲାଯାଇଥିଲା ଶେଷରେ ସମସ୍ତ ଷ୍ଟଲ ବୁଲିବୁଲି ଦେଖିଥିଲେ ଜିଲ୍ଲାପାଳ। ଏହି କାର୍ଯ୍ୟକ୍ରମକୁ ନୂଆଗଡ଼ ବ୍ଲକ ପ୍ରଶାସନ ପରିଚାଳନାରେ ସହଯୋଗ କରିଥିଲେ।  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version