• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

admin by admin
February 25, 2019
in ଓଡ଼ିଶା
0
ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ
Share on FacebookShare on TwitterWhatsapp

ରାଜ୍ୟ କ୍ୟାବିନେଟ ୨୮ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି । କ୍ୟାବିନେଟ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଖାସକରି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ‘ଖୁସି’ ଯୋଜନାକୁ ମଂଜୁରୀ ମିଳିଛି। ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପଢୁଥିବା ଛାତ୍ରୀମାନଙ୍କ ପାଇଁ ସରକାର ଖୁସି ଆଣିଛନ୍ତି। ଏହି ଯୋଜନା ଅନୁସାରେ ଛାତ୍ରୀମାନେ ସେମାନଙ୍କର ସ୍କୁଲରୁ ମାଗଣାରେ ସାନିଟାରି ନାପକିନ୍ ପାଇପାରିବେ। ରାଜ୍ୟ ସଚିବାଳୟରେ ଅନୁଷ୍ଠିତ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ଖୁସି ଯୋଜନାରେ ୫ ବର୍ଷରେ ୪୬୬.୦୮ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିରୁ ରାଜ୍ୟର ମୋଟ ୧୭ ଲକ୍ଷ ୨୫ ହଜାର ଛାତ୍ରୀ ଉପକୃତ ହେବେ। ସରକାରୀ ସ୍କୁଲ, କେନ୍ଦ୍ରୀୟ ବିଦ୍ୟାଳୟ ଓ ନବୋଦୟ ବିଦ୍ୟାଳୟ ଛାତ୍ରୀଙ୍କୁ ମଧ୍ୟ ନାପକିନ୍ ମିଳିବ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅନୁଷ୍ଠିତ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ଅନ୍ୟ କିଛି ପ୍ରସ୍ତାବ ଉପରେ ମଧ୍ୟ ମୋହର ମାରିଛନ୍ତି ସରକାର । କାଳିଆ ଛାତ୍ର ବୃତ୍ତିକୁ ମଧ୍ୟ ମିଳିଲା କ୍ୟାବିନେଟ ମଞ୍ଚୁରୀ । ଏହାଛଡା ସ୍ୱାସ୍ଥ୍ୟ ବିଭାଗରେ ୬ ବର୍ଷ କାର୍ୟ୍ୟ କରିଥିବା ଠିକା କର୍ମଚାରୀ ନିୟମିତ ହେବେ। ଷ୍ଟାଫନର୍ସ, ଲାବ୍ ଟେକ୍ନିସିଆନ, ଫାର୍ମାସିଷ୍ଟ, ସ୍ୱାସ୍ଥ୍ୟକର୍ମୀ ନିୟମିତ ହେବେ।

admin

admin

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

February 24, 2020
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

0
ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0
ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

0
ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

0
ଅବସରପ୍ରାପ୍ତ ଶିକ୍ଷକ ଓ କର୍ମ ଚାରୀ ସଂଘ  ନୀରବ ଧାରଣା ଓ ଆମରଣ  ଅନସନ 

ଅବସରପ୍ରାପ୍ତ ଶିକ୍ଷକ ଓ କର୍ମ ଚାରୀ ସଂଘ ନୀରବ ଧାରଣା ଓ ଆମରଣ  ଅନସନ 

September 26, 2023
ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣି ଶିବିର

ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣି ଶିବିର

September 26, 2023
ସରକାରୀ ଉଚ୍ଚ ବିଦ୍ୟାଳୟ ଖଣ୍ଡୁଗାଁ ରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ସରକାରୀ ଉଚ୍ଚ ବିଦ୍ୟାଳୟ ଖଣ୍ଡୁଗାଁ ରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

September 26, 2023
ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ ଦ୍ୱାରା ନଅ ଦିନ ମଧ୍ୟରେ ୧୧୬୦ରୁ ଉର୍ଦ୍ଧ୍ୱ ଆଇଡିଆ ସଂଗ୍ରହ

ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ ଦ୍ୱାରା ନଅ ଦିନ ମଧ୍ୟରେ ୧୧୬୦ରୁ ଉର୍ଦ୍ଧ୍ୱ ଆଇଡିଆ ସଂଗ୍ରହ

September 26, 2023

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅବସରପ୍ରାପ୍ତ ଶିକ୍ଷକ ଓ କର୍ମ ଚାରୀ ସଂଘ  ନୀରବ ଧାରଣା ଓ ଆମରଣ  ଅନସନ 

ଅବସରପ୍ରାପ୍ତ ଶିକ୍ଷକ ଓ କର୍ମ ଚାରୀ ସଂଘ ନୀରବ ଧାରଣା ଓ ଆମରଣ  ଅନସନ 

September 26, 2023
ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣି ଶିବିର

ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣି ଶିବିର

September 26, 2023
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.