• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଜାତୀୟ ମହାକାଶ ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
August 25, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଜାତୀୟ ମହାକାଶ ଦିବସ ପାଳିତ
Share on FacebookShare on TwitterWhatsapp

୨୪ ଅଗଷ୍ଟ,୨୦୨୪(ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା :->  ଇସ୍ରୋର ଚନ୍ଦ୍ରାୟନ-୩ ମିଶନର ଐତିହାସିକ ସଫଳତାକୁ ସ୍ମରଣ କରିବା ପାଇଁ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ପ୍ରଥମ ଜାତୀୟ ମହାକାଶ ଦିବସ ବିଶ୍ୱବିଦ୍ୟାଳୟର ପଦାର୍ଥ ବିଜ୍ଞାନ ବିଭାଗରେ ଅନୁଷ୍ଠିତ ହୋଇଯାଇଛି । କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ମାର୍ଗଦର୍ଶନ ଏବଂ ବିଶ୍ୱବିଦ୍ୟାଳୟ ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ହେମନ୍ତ କୁମାର ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ ପଦାର୍ଥ ବିଜ୍ଞାନ ମୁଖ୍ୟ ପ୍ରଫେସର ଲମ୍ବୋଦର ପ୍ରସାଦ ସିଂହ ଆଭାଷୀ ମାଧ୍ୟମରେ ଯୋଗ ଦେଇ ଏହି ସ୍ମରଣୀୟ ଦିବସ ପାଳନର ଉଦ୍ଦେଶ୍ୟ ଆଲୋଚନା କରିଥିଲେ ।

ପ୍ରଥମଥରରେ ଚନ୍ଦ୍ରରେ ସଫଟ୍‌ ଲ୍ୟାଣ୍ଡିଙ୍ଗ୍‌ କରିଥିବାରୁ ଏହାକୁ ଭାରତର ଏକ ବିରଳର ସଫଳତା ବୋଲି ଅଭିହିତ କରିବା ସହ ଏହାଦ୍ୱାର ସମଗ୍ର ବିଶ୍ୱରେ ଭାରତ ପାଇଁ ସମ୍ମାନ ବୃଦ୍ଧି ପାଇଛି ବୋଲି ସେ କହିଥିଲେ । ଏହା ସହିତ ସେ ଚନ୍ଦ୍ରାୟନ-୩ ମିଶନର ଇତିହାସ ବିସ୍ତୃତ ଭାବେ ବର୍ଣ୍ଣନା କରିଥିଲେ । ଅନ୍ୟତମ ବକ୍ତା ଭାବେ ସିଏସଆଇଆର ଖଣିଜ ଏବଂ ବସ୍ତୁ ପ୍ରଯୁକ୍ତି ପ୍ରତିଷ୍ଠାନର ମୁଖ୍ୟ ବୈଜ୍ଞାନିକ ଡ. ମାନସ କୁମାର ଦଳାଇ ଆଭାଷୀ ମାଧ୍ୟମରେ ଯୋଗଦେଇ ନିଜ ବକ୍ତବ୍ୟରେ ଚନ୍ଦ୍ରାୟନ-୩ ରେ ବ୍ୟବହୃତ ରକେଟ୍‌ ଓ ଅନ୍ୟାନ୍ୟ ଯନ୍ତ୍ରାଂଶର ଗଠନ ଉପରେ ନିଜର ସବିଶେଷ ବିବରଣୀ ରଖିଥିଲେ ।

ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ହେମନ୍ତ କୁମାର ସାହୁ ନିଜ ବକ୍ତବ୍ୟରେ ଏଭଳି ଏକ ସଫଳ ମିଶନ ଛାତ୍ରଛାତ୍ରୀଙ୍କୁ ବିଜ୍ଞାନ ପ୍ରତି ଆକୃଷ୍ଟ କରିବ ବୋଲି ମତବ୍ୟକ୍ତ କରିଥିଲେ । ପଦାର୍ଥ ବିଜ୍ଞାନ ବିଭାଗର ମୁଖ୍ୟ ଡ. ପ୍ରଭଞ୍ଜନ ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ପଦାର୍ଥ ବିଜ୍ଞାନ ବିଭାଗର ସମସ୍ତ ଅଧ୍ୟାପକ ଅଧ୍ୟାପିକା ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ତର୍କ ଓ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସମୁଦ୍ର ଗର୍ଭରେଗ୍ୟାସନ୍ଧାନ ସାମ୍ନାକୁ ଆସିଲା ଓଏନଜିସିର ବିଶାଳ ଜାହାଜ ଚିତ୍ର

ସମୁଦ୍ର ଗର୍ଭରେଗ୍ୟାସନ୍ଧାନ ସାମ୍ନାକୁ ଆସିଲା ଓଏନଜିସିର ବିଶାଳ ଜାହାଜ ଚିତ୍ର

October 31, 2026
ବାଉଁଶଗଡ ପଞ୍ଚାୟତରେ ବାରାହାଙ୍କ ଆତଙ୍କ : ୬ ଟି ମୌଜାରେ ଚାଷୀ ଅତିଷ୍ଠ

ବାଉଁଶଗଡ ପଞ୍ଚାୟତରେ ବାରାହାଙ୍କ ଆତଙ୍କ : ୬ ଟି ମୌଜାରେ ଚାଷୀ ଅତିଷ୍ଠ

October 30, 2026
Odisha poised to emerge as a global investment  destination : Dr Mukesh Mahaling

ଓଡ଼ିଶା ଏକ ବିଶ୍ୱସ୍ତରୀୟ ପୁଞ୍ଜିନିବେଶ ଗନ୍ତବ୍ୟସ୍ଥଳ ଭାବରେ ଉଭା ହେବାକୁ ପ୍ରସ୍ତୁତ : ଡକ୍ଟର ମୁକେଶ ମହାଲିଙ୍ଗ

October 30, 2026
Odisha poised to emerge as a global investment  destination : Dr Mukesh Mahaling

Odisha poised to emerge as a global investment destination : Dr Mukesh Mahaling

October 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସମୁଦ୍ର ଗର୍ଭରେଗ୍ୟାସନ୍ଧାନ ସାମ୍ନାକୁ ଆସିଲା ଓଏନଜିସିର ବିଶାଳ ଜାହାଜ ଚିତ୍ର

ସମୁଦ୍ର ଗର୍ଭରେଗ୍ୟାସନ୍ଧାନ ସାମ୍ନାକୁ ଆସିଲା ଓଏନଜିସିର ବିଶାଳ ଜାହାଜ ଚିତ୍ର

October 31, 2026
ବାଉଁଶଗଡ ପଞ୍ଚାୟତରେ ବାରାହାଙ୍କ ଆତଙ୍କ : ୬ ଟି ମୌଜାରେ ଚାଷୀ ଅତିଷ୍ଠ

ବାଉଁଶଗଡ ପଞ୍ଚାୟତରେ ବାରାହାଙ୍କ ଆତଙ୍କ : ୬ ଟି ମୌଜାରେ ଚାଷୀ ଅତିଷ୍ଠ

October 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version