• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଇକୋସ (ଇଣ୍ଡିଆ) ମୋବିଲିଟି ଆଣ୍ଡ ହସ୍ପିଟାଲିଟି ଲିମିଟେଡର ଆଇପିଓ ୨୦୨୪ ଅଗଷ୍ଟ ୨୮ରେ ଖୋଲିବ

Proprietor Abhimanyu Maharana by Proprietor Abhimanyu Maharana
August 25, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ECOS (INDIA) MOBILITY & HOSPITALITY LIMITED INITIAL PUBLIC OFFERING TO  OPEN ON AUGUST 28, 2024
Share on FacebookShare on TwitterWhatsapp

୨୫ ଅଗଷ୍ଟ,୨୦୨୪(ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଇକୋସ (ଇଣ୍ଡିଆ) ମୋବିଲିଟି ଆଣ୍ଡ ହସ୍ପିଟାଲିଟିର ଇନିସିଆଲ ପବ୍ଲିକ ଅଫର (ଆଇପିଓ) ବିଡ ୨୦୨୪ ଅଗଷ୍ଟ ୨୮ ବୁଧବାର ଦିନ ଖୋଲିବ । ଏହି ଅଫରରେ ୧୮,୦୦୦,୦୦୦ ଇକ୍ୱିଟି ସେୟାରକୁ ଅଫର ଫର ସେଲରେ ବିକ୍ରି କରାଯିବ । ଆଙ୍କର ନିବେଶକମାନେ ୨୦୨୪ ଅଗଷ୍ଟ ୨୭ରେ ବିଡ ଦାଖଲ କରିପାରିବେ । ଏହି ଇସ୍ୟୁର ଅଫର ୨୦୨୪ ଅଗଷ୍ଟ ୩୦,ଶୁକ୍ରବାର ବନ୍ଦ ହେବ । ଅଫରରେ ଇକ୍ୱିଟି ସେୟାର ପିଛା ଦାମ ୩୧୮ ଟଙ୍କାରୁ ୩୩୪ ଟଙ୍କା ମଧ୍ୟରେ ଧାର୍ଯ୍ୟ କରାଯାଇଛି ।

ନିବେଶକମାନେ ସର୍ବନିମ୍ନ ୪୪ଟି ଇକ୍ୱିଟି ସେୟାର ପାଇଁ ବିଡ ଦାଖଲ କରିପାରିବେ ଏବଂ ପରେ ସେଥିରେ ୪୪ଟି ଲେଖାଏଁ ଇକ୍ୱିଟି ସେୟାର ଯୋଡ଼ିପାରିବେ । ଅଫର ଫର ସେଲରେ ରାଜେଶ ଲୋମ୍ବାଙ୍କ ତରଫରୁ ୯,୯୦୦,୦୦୦ ପର୍ଯ୍ୟନ୍ତ ଇକ୍ୱିଟି ସେୟାର ଓ ଆଦିତ୍ୟ ଲୋମ୍ବା ୮,୧୦୦,୦୦୦ ପର୍ଯ୍ୟନ୍ତ ଇକ୍ୱିଟି ସେୟାରକୁ ଅଫର ଫର ସେଲରେ ବିକ୍ରି କରିବେ ।

କମ୍ପାନିର ଇକ୍ୱିଟି ସେୟାରକୁ ବିଏସଇ ଲିମିଟେଡ ଓ ନ୍ୟାସନାଲ ଷ୍ଟକ ଏକ୍ସଚେଂଜରେ ତାଲିକାଭୁକ୍ତ କରିବା ପ୍ରସ୍ତାବ ରହିଛି । ଏହି ଅଫରର ବୁକ ରନିଂ ଲିଡ ମ୍ୟାନେଜର ହେଉଛନ୍ତି ଇକ୍ୱିରସ କ୍ୟାପିଟାଲ ପ୍ରାଇଭେଟ ଲିମିଟେଡ ଓ ଆଇଆଇଏଫଏଲ ସିକ୍ୟୁରିଟିଜ ଲିମିଟେଡ । ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିୟମ ଅନୁସାରେ ଅଫରର ୬୦ ପ୍ରତିଶତ ଇକ୍ୱିଟି ସେୟାରକୁ ଯୋଗ୍ୟ ସଂସ୍ଥାଗତ କ୍ରେତା (କ୍ୟୁଆଇବି)ଙ୍କୁ ଆବଂଟନ କରାଯିବ ।

ତାହାର ଏକ ତୃତୀୟାଂଶ ଇକ୍ୱିଟି ସେୟାରକୁ ଦେଶର ମ୍ୟୁଚୁଆଲ ଫଣ୍ଡ ପାଇଁ ରଖାଯିବ । ଏହାଠାରୁ ଅଧିକ ଇକ୍ୱିଟି ସେୟାର ରହିଲେ ଆଙ୍କର ନିବେଶକଙ୍କୁ ଜାରି କରାଯିବ । ଯଦି ଆଙ୍କର ନିବେଶକଙ୍କ ଦ୍ୱାରା ସବସ୍କ୍ରିପସନ ହେବ ନାହିଁ ତେବେ ତାହାକୁ ନେଟ କ୍ୟୁଆଇବି ଭାଗରେ ଯୋଡ଼ାଯିବ । ନେଟ କ୍ୟୁଆଇବିର ୫ ପ୍ରତିଶତ ରାଶିକୁ ସମାନୁପାତିକ ଭିତିରେ ଅଣ ସଂସ୍ଥାଗତ ନିବେଶକମାନଙ୍କୁ ଜାରି କରାଯିବ । ଅଣ ସଂସ୍ଥାଗତ ନିବେଶକମାନଙ୍କ ଭାଗର ୩୫ ପ୍ରତିଶତ ଇକ୍ୱିଟି ସେୟାରକୁ ଖୁଚୁରା ନିବେଶକମାନଭ୍କ ଲାଗି ଆବଂଟନ କରାଯିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026
ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

May 14, 2026
ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version