• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶାରେ ପୁରୁଣା ପେନସନ ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ

Proprietor Abhimanyu Maharana by Proprietor Abhimanyu Maharana
August 26, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଓଡ଼ିଶାରେ ପୁରୁଣା ପେନସନ ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ
Share on FacebookShare on TwitterWhatsapp

ୟୁନିଫାଏଡ ପେନସନ ନୁହେଁ ଅବିକଳ ପୁରୁଣା ପେନସନ ଦରକାର

୨୬ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ବିଳମ୍ୱରେ ହେଲେ ମଧ୍ୟ କର୍ମଚାରୀ ମାନଙ୍କ ଦାବିକୁ ବିଚାରକୁ ନେଇ ୟୁନିଫାଏଡ ପେନସନ ସ୍କିମକୁ ଅନୁମୋଦନ କରାଯାଇଛି ଯାହାକୁ କର୍ମଚାରୀ ମାନଙ୍କ ତରଫରୁ ସ୍ୱାଗତ କରାଯାଉଅଛି କିନ୍ତୁ ମାନ୍ୟବର ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଅନୁରୋଧ କରାଯାଉଛି କି କର୍ମଚାରୀ ମାନଙ୍କ ନିମନ୍ତେ ଅବିକଳ ପୁରୁଣା ପେନସନ ଘୋଷଣା କରାଯାଉ ।

ୟୁନିଫାଏଡ ପେନସନ ସ୍କିମରେ ୨୫ ବର୍ଷରୁ କମ କାର୍ଯ୍ୟକରିଥିବା କର୍ମଚାରୀ ବହୁତ ଭାବରେ କ୍ଷତିଗ୍ରସ୍ଥ ହେବେ ,ମହଙ୍ଗା ଭତ୍ତା ଏବଂ ଜିପିଏଫ ସମ୍ବନ୍ଧରେ ସ୍ପଷ୍ଟୀକରଣ ନଦେବା , କର୍ମଚାରୀ ମାନଙ୍କ ଜମା ରାଶି ମିଳିବ କି ନାହିଁ କର୍ମଚାରୀ ମାନଙ୍କୁ ଦ୍ୱନ୍ଦ୍ୱ ମଧ୍ୟରେ ରଖୁଅଛି । ଏଥି ସହିତ ସବୁ ରାଜ୍ୟରେ ପୁରୁଣା ପେନସନ ପାଇଁ ଯୋରଦାର ବିରୋଧ କରୁଥିବା ବେଳେ କିଛି ରାଜ୍ୟ ରାଜ୍ୟ ଛତିଶଗଡ, ଝାଡ଼ଖଣ୍ଡ, ରାଜସ୍ତାନ ଏବଂ ହିମାଚଳ ପ୍ରଦେଶରେ ପୁରୁଣା ପେନସନ ଲାଗୁ ହୋଇଥିବା ବେଳେ କିଛି ରାଜ୍ୟରେ ପୁରୁଣା ପେନସନ ନିମନ୍ତେ ରାଜ୍ୟ ସରକାରଙ୍କ ତରଫରୁ କମିଟି ଗଢ଼ାଯାଇ କର୍ମଚାରୀ ମାନଙ୍କ କ୍ଷେତ୍ରରେ ଲାଗୁକରିବାକୁ ଅଗ୍ରସର ହେଉଥିବା ବେଳେ ଓଡ଼ିଶାର କର୍ମଚାରୀମାନେ ପୁରୁଣା ପେନସନ୍ ଯୋଜନା ବିନା ତାଙ୍କ ଭବିଷ୍ୟତ ଅନ୍ଧାର ବୋଲି ଓଡିଶା ପୁରୁଣା ପେନସନ ଅଭିଯାନ ସଭାପତି ବିଜୟ ମଲ୍ଲ ,ପ୍ରଜ୍ୟୋତ୍ନ ବରାଳ,

ରଶ୍ମୀରଂଜନ ପାଢୀ, ରାଜେଶ ମହାନ୍ତି, ବ୍ରହ୍ମାନନ୍ଦ ମହାରଣା, ବଙ୍କୀମ୍‌ ସାଗର, ବିମଳ ଚୌଧୁରୀ, ଖଗେନ୍ଦ୍ର ପାଲ, ବିଭୂ ପ୍ରସାଦ ସାହୁ, ସୁଶାନ୍ତ ବେହେରା, ଅକ୍ଷୟ ମଲ୍ଲିକ, ଗୁରୁଗୋବିନ୍ଦ ଦଳାଇ, ଅଶ୍ବିନୀ ମିଶ୍ର, ରବିନ୍ଦ୍ର ପ୍ରଧାନ, ଶୁଭ୍ରଜିତ ପ୍ରତିହାରୀ, ରାଜେନ୍ଦ୍ର ମଲ୍ଲିକ, ଅନ୍ତର୍ଯ୍ୟାମୀ ଲେଙ୍କା,କ୍ଷୀତିଶ ପଣ୍ଡା, ପ୍ରଶାନ୍ତ ରାଉରାୟ, ସୁଧାଂଶୁ ପୁହାଣ,ଆଦିତ୍ୟ ନାରାୟଣ ସ୍ୱାଇଁ, ଶୁଚିସ୍ମିତା ଦାସ ,ଶ୍ୟାମଳୀ ପଟ୍ଟନାୟକ, ଅନୀତା ବେହେରା,ଶିବ ଶଙ୍କର ସବୁ ପ୍ରମୁଖ ଏକ ପ୍ରେସ ବିବୃତି ମାଧ୍ୟମରେ ଓଡିଶା ର ସମସ୍ତ ସରକାରୀ କର୍ମଚାରୀ ମାନ୍ୟବର ପ୍ରଧାନ ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ଙ୍କୁ କର୍ମଚାରୀ ମାନଙ୍କ ନିମନ୍ତେ ଅବିକଳ ପୁରୁଣା ପେନସନ ଲାଗୁକରାଯିବା କୁ ଅନୁରୋଧ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଉପଖଣ୍ଡ ବରିଷ୍ଠ ନାଗରିକ ସଂଘ ତରଫରୁ ସ୍ଵଧାନତା ଦିବସ ପାଳିତ

ଉପଖଣ୍ଡ ବରିଷ୍ଠ ନାଗରିକ ସଂଘ ତରଫରୁ ସ୍ଵଧାନତା ଦିବସ ପାଳିତ

August 16, 2026
ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ୱର୍ଦ୍ଧନା

ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ୱର୍ଦ୍ଧନା

August 16, 2026
ସ୍ୱାଧୀନତା ଦିବସରେ ନୟାଗଡ଼ ରୋଟାରୀ କ୍ଲବ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

ସ୍ୱାଧୀନତା ଦିବସରେ ନୟାଗଡ଼ ରୋଟାରୀ କ୍ଲବ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

August 16, 2026
Mumbai hosts Workshops on Financial Independence of Girls

Mumbai hosts Workshops on Financial Independence of Girls

August 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଉପଖଣ୍ଡ ବରିଷ୍ଠ ନାଗରିକ ସଂଘ ତରଫରୁ ସ୍ଵଧାନତା ଦିବସ ପାଳିତ

ଉପଖଣ୍ଡ ବରିଷ୍ଠ ନାଗରିକ ସଂଘ ତରଫରୁ ସ୍ଵଧାନତା ଦିବସ ପାଳିତ

August 16, 2026
ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ୱର୍ଦ୍ଧନା

ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ୱର୍ଦ୍ଧନା

August 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version