• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସୋସିଆଲ ମିଡିଆରେ ମିଥ୍ୟା ଗୁଜବ ସୃଷ୍ଟିକରି ହଟହଟା ହେଲେ ଯାଜପୁର ଜିଲ୍ଲା କଂଗ୍ରେସ ସମ୍ପାଦକ – ଅମରେଶ ପରିଡ଼ା

Proprietor Abhimanyu Maharana by Proprietor Abhimanyu Maharana
August 13, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ସୋସିଆଲ ମିଡିଆରେ ମିଥ୍ୟା ଗୁଜବ ସୃଷ୍ଟିକରି ହଟହଟା ହେଲେ ଯାଜପୁର ଜିଲ୍ଲା କଂଗ୍ରେସ ସମ୍ପାଦକ – ଅମରେଶ ପରିଡ଼ା
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ ( ୧୩ ଅଗଷ୍ଟ ଗୁରୁବାର ) ଯାଜପୁର ଜିଲ୍ଲା , ବରୀ :- ଯାଜପୁର ଜିଲ୍ଲା କଂଗ୍ରେସ କମିଟି ସମ୍ପାଦକ ଅମରେଶ ପରିଡ଼ା ନିଜ ସୋସିଆଲ ମିଡ଼ିଆ ( ଫେସବୁକ୍ ) ଆକାଉଣ୍ଟ୍ ରେ ପୂର୍ବତନ ରାଷ୍ଟ୍ରପତି ତଥା କଂଗ୍ରେସ ଦଳର ବରିଷ୍ଠ ନେତା ଶ୍ରୀ ପ୍ରଣବ ମୁଖାର୍ଜୀ ଙ୍କ ମିଥ୍ୟା ଦେହାନ୍ତ ଖବର ପ୍ରଚାର କରିଥିବା ଦେଖିବାକୁ ମିଳିଛି । ଜଣେ ପୂର୍ବତନ ରାଷ୍ଟ୍ରପତି ଏବଂ ନିଜ ଦଳର ଜଣେ ବରିଷ୍ଠ ନେତା ଙ୍କ ଏପରି ମିଥ୍ୟା ମୃତ ଖବର ପ୍ରଚାର କରିବା ଅମରେଶ ଙ୍କ ଜିଲ୍ଲା ସମ୍ପାଦକ ଦାୟିତ୍ଵ ଉପରେ ପ୍ରଶ୍ନ ଉଠୁଛି ।

ଏଭଳି ମିଥ୍ୟା ଖବର ପ୍ରଚାରରେ ବରୀ ତଥା ଯାଜପୁର ଜିଲ୍ଲା ରେ ଏକ ଗୁଜବ ସୃଷ୍ଟି ହୋଇଛି । ପରେ ଅମରେଶ ଙ୍କୁ ବହୁ ଦିଗରୁ ବିରୋଧ ଏବଂ ପ୍ରଶ୍ନ ହେବା ଦ୍ୱାରା ସେ ନିଜ ଫେସବୁକ ଆକାଉଣ୍ଟ୍ ରୁ ଉକ୍ତ ପୋଷ୍ଟ ଟିକୁ ହଟାଇ ଦେଇଥିବା ଦେଖିବାକୁ ମିଳିଛି । ସୂଚନା ଯୋଗ୍ୟ ପୂର୍ବତନ ରାଷ୍ଟ୍ରପତି ଶ୍ରୀ ପ୍ରଣବ ମୁଖାର୍ଜୀ ଏବେ ଦିଲ୍ଲୀ ର ଏକ ମେଡ଼ିକାଲରେ ଚିକିତ୍ସାଧିନ ଅଛନ୍ତି । ପ୍ରଣବ ମୁଖାର୍ଜୀ ଙ୍କ ପୁଅ ଅଭିଜିତ ମୁଖାର୍ଜୀ ଟୁଇଟ କରି ତାଙ୍କ ପିତା ଜୀବିତ ଅଛନ୍ତି ବୋଲି ସୂଚନା ଦେଇଛନ୍ତି ଓ ମିଥ୍ୟା ଗୁଜବ ଠାରୁ ଦୂରେଇ ରହିବାକୁ କହିଛନ୍ତି । (ରିପୋର୍ଟ-ସନ୍ତୋଷ ସାମଲ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version