• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶଙ୍ଖ ଭବନ ରେ ବିଜେଡି ର ନବ ନିର୍ବାଚିତ ବିଧାୟକ ମାନଙ୍କ ପ୍ରଶିକ୍ଷଣ ଶିବିର : ଉଦଘାଟନ କଲେ ନବୀନ ପଟ୍ଟନାୟକ.

Proprietor Abhimanyu Maharana by Proprietor Abhimanyu Maharana
August 26, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଶଙ୍ଖ ଭବନ ରେ ବିଜେଡି ର ନବ ନିର୍ବାଚିତ ବିଧାୟକ ମାନଙ୍କ ପ୍ରଶିକ୍ଷଣ ଶିବିର : ଉଦଘାଟନ କଲେ ନବୀନ ପଟ୍ଟନାୟକ.
Share on FacebookShare on TwitterWhatsapp

ଗଣତନ୍ତ୍ର ର ଶ୍ରେଷ୍ଠ ସୁରକ୍ଷାକାରୀ ହେଉଛି ସକ୍ରିୟ ବିରୋଧୀ ଦଳ.

ଓଡିଶା ତଥା ଓଡିଶା ବାସୀଙ୍କ ସ୍ୱାର୍ଥ ର ସୁରକ୍ଷା ପାଇଁ ଲଢେଇ ଜାରି ରଖିବାକୁ ବିଧାୟକ ଙ୍କୁ ନବୀନ ପଟ୍ଟନାୟକ ଙ୍କ ଆହ୍ୱାନ.

୨୬ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :->  ଶଙ୍ଖ ଭବନ ରେ ଆଜି ଆରମ୍ଭ ହେଲା ବିଜେଡି ର ନବନିର୍ବାଚିତ ବିଧାୟକ ମାନଙ୍କ ପାଇଁ ଦିନିକିଆ ପ୍ରଶିକ୍ଷଣ ଶିବିର. ନବ ନିର୍ବାଚିତ ବିଧାୟକ ଙ୍କ ସହ ବିଜେଡି ର ସମସ୍ତ ବିଧାୟକ ପୂର୍ବତନ ବିଧାୟକ ସାଂସଦ ମାନେ ମଧ୍ୟ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଛନ୍ତି.  ପୂର୍ବାହ୍ନ ରେ କାର୍ଯ୍ୟକ୍ରମ କୁ ଉଦଘାଟନ କରି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଓଡିଶା ତଥା ଓଡିଶା ବାସୀଙ୍କ ସ୍ୱାର୍ଥ ର ସୁରକ୍ଷା ପାଇଁ ଲଢେଇ ଜାରି ରଖିବାକୁ ଦଳ ର ବିଧାୟକ ମାନଙ୍କୁ ଆହ୍ୱାନ ଜଣାଇଛନ୍ତି.

ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଗଣତନ୍ତ୍ର ରେ ସରକାର ଙ୍କ ର ଯେତିକି ଦାୟିତ୍ୱ ରହିଛି ବିରୋଧୀ ଦଳ ର ତା ଠାରୁ ଅଧିକ ଦାୟିତ୍ୱ ରହିଛି.ବିରୋଧୀ ଦଳ ହିଁ ଗଣତନ୍ତ୍ର ର ଶ୍ରେଷ୍ଠ ସୁରକ୍ଷା କାରୀ ବୋଲି ଶ୍ରୀ ପଟ୍ଟନାୟକ ମତ ଦେଇ ଲୋକ ଙ୍କ ସ୍ୱାର୍ଥ ଜଡିତ ବିଷୟକୁ ପ୍ରାଥମିକତା ଦେଇ ବିଧାନସଭା ରେ ଉଠାଇବାକୁ ବିଧାୟକ ମାନଙ୍କୁ ସେ ପରାମର୍ଶ ଦେଇଥିଲେ. ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଆମର ନୂଆ ବିଧାୟକ ମାନଙ୍କୁ ବିଧାନସଭା ର ନୀତି ନିୟମ ଏବଂ କାର୍ଯ୍ୟ ପରିଚାଳନା ବିଷୟ ରେ ସମ୍ୟକ ଜ୍ଞାନ ଦେବା ଏ ତାଲିମ ଶିବିର ର ମୁଖ୍ୟ ଉଦେଶ୍ୟ.

କେବଳ ଗୃହ ପରିଚାଳନା ନୁହେଁ ସରକାର ଙ୍କୁ ଉତ୍ତରଦାୟୀ କରିବାରେ ମଧ୍ୟ ଗୃହ ର ନୀତି ନିୟମ ହେଉଛି ଅସ୍ତ୍ର. ତେଣୁ ବିଧାୟକ ଭାବରେ ନିଜ ଦାୟିତ୍ୱ କୁ ନିର୍ବାହ କରିବାପାଇଁ ଗୃହ ର ନୀତି ନିୟମ ସହ ବିଭିନ୍ନ ସଂସଦୀୟ ପରମ୍ପରା ଆଦି ଉପରେ ବିଶେଷ ଧ୍ୟାନ ଦେବା ଉପରେ ଶ୍ରୀ ପଟ୍ଟନାୟକ ଗୁରୁତ୍ୱ ଆରୋପ କରିଥିଲେ. ମୁଲତବି ପ୍ରସ୍ତାବ, ଦୃଷ୍ଟିଆକର୍ଷଣ କାରୀ ପ୍ରସ୍ତାବ ପ୍ରଶ୍ନୋତ୍ତର, zero hour ଆଦି ଜରିଆରେ ରେ ସରକାରଙ୍କୁ ଉତ୍ତରଦାୟୀ କରିବା ସହ ବିଭିନ୍ନ କମିଟି କାର୍ଯ୍ୟ ରେ ମଧ୍ୟ ସକ୍ରିୟ ଭାବରେ ଅଂଶଗ୍ରହଣ କରିବା ଉପରେ ଶ୍ରୀ ପଟ୍ଟନାୟକ ଗୁରୁତ୍ୱ ଆରୋପ କରିଥିଲେ.ଏହା ସହିତ ନୂଆ ବିଧାୟକ ମାନଙ୍କୁ ମାର୍ଗ ଦର୍ଶନ ଦେବା ପାଇଁ ଶ୍ରୀ ପଟ୍ଟନାୟକ ବରିଷ୍ଠ ବିଧାୟକ ମାନଙ୍କୁ ପରାମର୍ଶ ଦେଇଥିଲେ.

ସଂସଦୀୟ ଶାସନ ବ୍ୟବସ୍ଥା ସମ୍ପର୍କ ରେ ଆମ ସମ୍ବିଧାନ ର ଜନକ ଡ଼କ୍ଟର ବି ଆର ଆମ୍ବେଦକର ଙ୍କ ମତ ଉଦ୍ଧୃତ କରି ବିରୋଧୀ ଦଳ ନେତା କହିଥିଲେ ଯେ ସଂସଦୀୟ ଶାସନ ବ୍ୟବସ୍ଥା ଉତ୍ତରଦାୟୀ ହୋଇଥିବାରୁ ରାଷ୍ଟ୍ରପତି ଶାସନ ବ୍ୟବସ୍ଥା ଠାରୁ ଏହା ଉତ୍ତମ. ବିଧାନସଭା ଦ୍ୱାରା ଆୟୋଜିତ ତାଲିମ ଶିବିର ଆୟୋଜନ ରେ ରାଜନୈତିକ ଅଭିସନ୍ଧି ଥିଲା. ତା ସହିତ ସେ କାର୍ଯ୍ୟକ୍ରମ ରେ ଆମ ମୁଖ୍ୟମନ୍ତ୍ରୀ ଙ୍କ ସମ୍ମାନ ଓ ମର୍ଯ୍ୟାଦା ନିଜ ରାଜ୍ୟରେ କ୍ଷୁର୍ଣ ହୋଇଥିବା ଅନୁଭବ କରି ବିଜେଡି ସେ କାର୍ଯ୍ୟକ୍ରମ ରୁ ଦୁରେଇ ରହିଥିଲା ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ.

51 ବିଧାୟକ ଙ୍କୁ ନେଇ ବିଜେଡି ଆଜି ଏକ ଶକ୍ତିଶାଳୀ ବିରୋଧୀ ଦଳ ଭାବରେ କାର୍ଯ୍ୟ କରୁଛି ତେଣୁ ସରକାର ଙ୍କୁ ଉତ୍ତର ଦାୟୀ କରିବା ପାଇଁ କୋଣସି ସୁଯୋଗ ଆମେ ହାତଛଡା ନ କରିବାକୁ ଶ୍ରୀ ନବୀନ ପଟ୍ଟନାୟକ ଆହ୍ୱାନ ଜଣାଇଥିଲେ. ରାଜ୍ୟ ସ୍ତରୀୟ କମିଟି ର ଅଧ୍ୟକ୍ଷ ଶ୍ରୀ ଦେବୀ ପ୍ରସାଦ ମିଶ୍ର ସ୍ୱାଗତ ଭାଷଣ ଦେଇଥିଲେ. ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ ପ୍ରମୁଖ ଶିବିର ର ଉଦେଶ୍ୟ ଉପରେ ଆଲୋକପାତ କରିଥିଲେ. ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ଧନ୍ୟବାଦ ଅର୍ପଣ କରିଥିଲେ. ପ୍ରାରମ୍ଭରେ ବିଜୁ ବାବୁ ଓ ଡ଼କ୍ଟର ବି.ଆର ଆମ୍ବେଦକର ଙ୍କ ଫଟୋ ଚିତ୍ର ରେ ବିରୋଧୀ ଦଳ ନେତା ମାଲ୍ୟାର୍ପଣ କରିଥିଲେ. ନବ ନିର୍ବାଚିତ ବିଧାୟକ ମାନଙ୍କ ତାଲିମ ପାଇଁ ଦଶ ଗୋଟି technical session ର ଆୟୋଜନ କରାଯାଇଛି.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Taneira reimagines ‘Solah Shringaar’ for the modern Indian woman with its new Diwali campaign

Taneira reimagines ‘Solah Shringaar’ for the modern Indian woman with its new Diwali campaign

October 7, 2026
ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

VeDakshata : Creating Pathways to Livelihood for Rural Youth

October 7, 2026
ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

October 7, 2026
Silver Gandhi demands regularisation of Contractual Teachers – Submitted Memorandum to CM

ସିଲଭର ଗାନ୍ଧୀଙ୍କ ଦ୍ୱାରା ଚୁକ୍ତିଭିତ୍ତିକ ଶିକ୍ଷକ ମାନଙ୍କୁ ନିୟମିତକରଣ ଦାବୀ – ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ

October 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Taneira reimagines ‘Solah Shringaar’ for the modern Indian woman with its new Diwali campaign

Taneira reimagines ‘Solah Shringaar’ for the modern Indian woman with its new Diwali campaign

October 7, 2026
ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

VeDakshata : Creating Pathways to Livelihood for Rural Youth

October 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version