• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ଲକସ୍ତରୀୟ ଜନଶୁଣାଣୀ ଶିବିର  

Proprietor Abhimanyu Maharana by Proprietor Abhimanyu Maharana
August 28, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବ୍ଲକସ୍ତରୀୟ ଜନଶୁଣାଣୀ ଶିବିର  
Share on FacebookShare on TwitterWhatsapp

୨୭ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ଼ :-> ବୋଲଗଡ଼ ବ୍ଲକ ମନରେଗା ” ଯୋଜନାର ସଂଯୋଜିକା ରୁବି ଡାକୁଆଙ୍କ ଆବାହକତ୍ୱରେ ଓ ବିଡ଼ିଓ ଶରତ କୁମାର ମଲ୍ଲିକଙ୍କ ସଭାପତିତ୍ୱରେ ବ୍ଲକସ୍ତରୀୟ ଜନଶୁଣାଣୀ ଶିବିର ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ ମଙ୍ଗଳ ବାରଦିନ ଅନୁଷ୍ଠିତ l ଏହି ଜନଶୁଣାଣୀ ଶିବିରରେ ମୁଖ୍ୟଅତିଥି ଭାବେ ଖୋର୍ଦ୍ଧାଜିଲ୍ଲା ଉପଜିଲ୍ଲାପାଳ ଦିପ୍ତୀରଂଜନ ସେଠୀ, ମୁଖ୍ୟବକ୍ତା ଭାବେ ଖୋର୍ଦ୍ଧାଜିଲ୍ଲା ମୁଖ୍ୟ ମନନ ରେଗା ଅଧିକାରୀ ସମ୍ମାନିତ ଅତିଥିଭାବେ ବ୍ଲକ ଅଧକ୍ଷା ହୁଲ୍ଲାସ ପ୍ରଧାନ, ଉପାଧ୍ୟାକ୍ଷ ରମେଶ ଚନ୍ଦ୍ର ସାହୁ, ଜିଲ୍ଲାପରିଷଦ ସୁବାସ ଚନ୍ଦ୍ର ରାୟଗୁରୁ,

ଜିଲ୍ଲାପରିଷଦ ସଭ୍ୟା ସୁନନ୍ଦିତା ସାହୁ ଓ ସହକାରୀ ଯନ୍ତ୍ରୀ ଅମୁଲ୍ୟ କୃଷ୍ଣ ବାହିନୀପତି ପ୍ରମୁଖ ଯୋଗଦେଇଥିଲେ l ଏହି ବ୍ଲକସ୍ତରୀୟ ଜନଶୁଣାଣୀ ଶିବିରରେ ବୋଲଗଡ଼ର ୧୯ଟି ଗ୍ରାମପଞ୍ଚାୟତର ସମସ୍ତ ସରପଞ୍ଚ, ସମିତିସଭ୍ୟ/ସଭ୍ୟା ଜିଲ୍ଲାପରିଷଦ ସଭ୍ୟ/ସଭ୍ୟା ଓ ବ୍ଲକ କର୍ମଚାରୀମାନେ ଯୋଗଦେଇଥିଲେ l ଗ୍ରାମାଞ୍ଚଳର ବିକାଶ ଓ ଲୋକମାନଙ୍କର ସୁବିଧା ପାଇଁ ରାଜ୍ୟସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିନ୍ତ କର୍ମନିଯୁକ୍ତି ଯୋଜନା ସମ୍ପର୍କରେ ସଂଯୋଜିକା ରୁବି ଡାକୁଆ ସୂଚନା ପ୍ରଦାନ କରିଥିଲେ l

ବାହୁ ସରପଞ୍ଚ ଓ ସମିତିସଭ୍ୟମାନେ ନିଜ ନିଜ ପଞ୍ଚାୟତର ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟ ପାଇଁ ମନନରେଗା ଯୋଜନାରେ ସରକାରୀ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଦାବୀ କରିଥିଲେ l  ମନନରେଗା ଯୋଜନାର ବିଭିନ୍ମ ଉପାଦେୟତା ତଥ୍ୟ ଓ ଏହାର ବିକାଶ ସମ୍ପର୍କରେ ସମସ୍ତ ନବନିର୍ବାଚିତ ସଭ୍ୟ/ସଭ୍ୟାମାନେ କାର୍ଯ୍ୟ

କରିବାକୁ ଏବଂ ବ୍ଲକ ପ୍ରଶାସନିକ ଅଧିକାରୀ ତଥା ଖୋର୍ଦ୍ଧାଜିଲ୍ଲା ମନନରେଗା ଯୋଜନା ଅଧିକାରୀମାନେ ସାହାଯ୍ୟ କରିବାକୁ ବ୍ଲକ ଉପାଧ୍ୟାକ୍ଷା ରମେଶ ଚନ୍ଦ୍ର ସାହୁ ଅନୁରୋଧ କରିଥିଲେ l ବୋଲଗଡ଼ ବ୍ଲକ ଅଞ୍ଚଳରେ ମନନରେଗା ଯୋଜନାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମ ଗୁଡିକର ଅଗ୍ରଗତି ସମ୍ପର୍କରେ ସହକାରୀ ଯନ୍ତ୍ରୀ ଅମୁଲ୍ୟ କୃଷ୍ଣ ବାହିନୀପତି ସୂଚନା ଦେଇଥିଲେ l ପରିଶେଷରେ ଅତିରିକ୍ତ ବିଡ଼ିଓ ଡ଼ଃ ରତିକାନ୍ତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

July 6, 2026
ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

July 6, 2026
ମହାପ୍ରଭୁଙ୍କ ସେବାରେ ସର୍ବକନିଷ୍ଠ ଦଇତାପତି ଶ୍ରୀଅଂଶ

ମହାପ୍ରଭୁଙ୍କ ସେବାରେ ସର୍ବକନିଷ୍ଠ ଦଇତାପତି ଶ୍ରୀଅଂଶ

July 6, 2026
ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ଜଣ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର

ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ଜଣ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର

July 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

July 6, 2026
ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

July 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version