• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୋଣାର୍କ- ପୁରୀ ୩୧୬ ନମ୍ବର ଜାତୀୟ ବେଳା ମାର୍ଗରେ ମୂଖ୍ୟ ସମସ୍ୟା ପାଲଟିଛି ବାଲି – ବାଲି ନେଉଛି ଜୀବନ

Proprietor Abhimanyu Maharana by Proprietor Abhimanyu Maharana
August 29, 2024
in ଓଡ଼ିଶା, ପୁରୀ, ହୋମ୍
0
କୋଣାର୍କ- ପୁରୀ ୩୧୬ ନମ୍ବର ଜାତୀୟ ବେଳା ମାର୍ଗରେ ମୂଖ୍ୟ ସମସ୍ୟା ପାଲଟିଛି ବାଲି – ବାଲି ନେଉଛି ଜୀବନ
Share on FacebookShare on TwitterWhatsapp

ପର୍ଯ୍ୟଟକଙ୍କ ସମେତ ପଥଚାରୀ ମାନେ ଏହି ବାଲି ଯୋଗୁଁ ଦୁର୍ଘଟଣାର ଶିକାର ହୋଇ ମୃତ୍ୟୁବରଣ କରିଅଛନ୍ତି ।

୨୮ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କୋଣାର୍କ  :->  କୋଣାର୍କ- ପୁରୀ ୩୧୬ ନମ୍ବର ଜାତୀୟ ବେଳା ମାର୍ଗରେ ମୂଖ୍ୟ ସମସ୍ୟା ପାଲଟିଛି ବାଲି । ଏହି ମାର୍ଗ ଦେଇ ଦୈନଦିନ ଶହଶହ ପର୍ଯ୍ୟଟକ ଓ ସ୍ଥାନୀୟ ଅଧିବାସୀମାନେ ଏହି ମାର୍ଗ ଦେଇ ଯାତାୟତ କରଥାନ୍ତି । ବର୍ଷା ଦିନରେ ଏହି ମାର୍ଗରେ ଯାତାୟତ କରିବା ଅତ୍ୟନ୍ତ ବିପଦ ଜନକ ହୋଇପଡେ । ସମୁଦ୍ରପବନରେ ବାଲି ଉଡ଼ିଆସି ରାସ୍ତା ଉପରେ ପଡ଼ି ରହିବା ସହ ରାସ୍ତାକୁ ସଙ୍କୁଚିତ କରି ଦୁର୍ଘଟଣା ଘଟାଇ ଧନ ଜୀବନ କ୍ଷତି କରୁଛି । ଆଗରୁ ନଜିର ରହିଛି ବିଭିନ୍ନ ସମୟରେ ପର୍ଯ୍ୟଟକଙ୍କ ସମେତ ପଥଚାରୀ ମାନେ ଏହି ବାଲି ଯୋଗୁଁ ଦୁର୍ଘଟଣାର ଶିକାର ହୋଇ ମୃତ୍ୟୁବରଣ କରିଅଛନ୍ତି ।

ଏହି ସମସ୍ୟା ପ୍ରତ୍ୟେକ ବର୍ଷ ହୋଇଥିବା ବେଳେ ପ୍ରଶାସନ ସ୍ଥାୟୀ ସମାଧାନ ନିମନ୍ତେ କୌଣସି ପଦକ୍ଷେପ ଗ୍ରହଣ କରୁନଥିବାରେ ସାଧାରଣରେ ଅଭିଯୋଗ ହୋଇଛି। ରାସ୍ତା ଉପରେ ବାଲି ଜମା ରହିବାର ଅଭିଯୋଗ ହେବା ପରେ ପ୍ରଶାସନ ପକ୍ଷରୁ ବାଲି କଢ଼ା ହୋଇଥାଏ, ହେଲେ ପରବର୍ତ୍ତୀ ସମୟରେ ପୁଣି ବାଲି ଗଦା ଯୋଗୁଁ ସାଧରଣ ଲୋକ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ଚନ୍ଦ୍ରଭଗା ଠାରୁ ଅଳ୍ପ ଦୂରତା ଯାଏଁ ଏହି ବାଲିକୁ ରୋକିବା ପାଇଁ ସ୍ଥାୟୀ ପ୍ରାଚେରି ନିର୍ମାଣ କରାଯାଇ ଥିବା ବେଳେ ପ୍ରଶାସନ ପକ୍ଷରୁ ଆଉ ଏଥି ପ୍ରତି ଦୃଷ୍ଟି ଦିଆଯାଉନାହିଁ।

ଅଧାଥିବା ପ୍ରାଚେରି ଠାରୁ ଇକୋ ରିଟ୍ରେଟ ହେଇଥିବା ପର୍ଯ୍ୟନ୍ତ ସମୁଦ୍ର ପଟକୁ ଯଦି ସୁରକ୍ଷା ପ୍ରାଚେରୀ ନିର୍ମାଣ ହୁଅନ୍ତା ତେବେ ଏହି ସମସ୍ୟା ଦୂର ହୋଇପାରନ୍ତା। ହେଲେ ଜିଲ୍ଲା ପ୍ରଶାସନର ଦୁରଦୃଷ୍ଟି ଅଭାବ ଯୋଗୁଁ ବାଲି ଏକ ପ୍ରମୁଖ ସମସ୍ୟା ପାଲଟିଛି। ତୁରନ୍ତ ରାସ୍ତା ଉପରେ ପଡିଥିବା ବାଲି ହଟାଇବା ସହିତ ଏହି ସମସ୍ୟାର ସ୍ଥାୟୀ ପ୍ରତିକାର ପାଇଁ ପର୍ଯ୍ୟଟକ ଓ ସ୍ଥାନୀୟ ଅଧିବାସୀ, ବୁଦ୍ଧିଜୀବୀ ଦାବି କରିଅଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Suryakheetra Foundation hosts Climate Conclave in Delhi

ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ଦ୍ୱାରା ଦିଲ୍ଲୀରେ ଜଳବାୟୁ ସମ୍ମିଳନୀ ଆୟୋଜନ

August 10, 2026
Suryakheetra Foundation hosts Climate Conclave in Delhi

Suryakheetra Foundation hosts Climate Conclave in Delhi

August 10, 2026
ବାଙ୍କୋଇ – ପାଟବନ୍ଧ ଗ୍ରାମ୍ୟ ଉର୍ନ୍ନୟନ ରାସ୍ତା ମରଣଯନ୍ତା ପରିଣତ

ବାଙ୍କୋଇ – ପାଟବନ୍ଧ ଗ୍ରାମ୍ୟ ଉର୍ନ୍ନୟନ ରାସ୍ତା ମରଣଯନ୍ତା ପରିଣତ

August 10, 2026
ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

August 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Suryakheetra Foundation hosts Climate Conclave in Delhi

ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ଦ୍ୱାରା ଦିଲ୍ଲୀରେ ଜଳବାୟୁ ସମ୍ମିଳନୀ ଆୟୋଜନ

August 10, 2026
Suryakheetra Foundation hosts Climate Conclave in Delhi

Suryakheetra Foundation hosts Climate Conclave in Delhi

August 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version