• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଛାତ୍ର ସଂସଦ ନିର୍ବାଚନ ନିମନ୍ତେ ଏବିଭିପି ଓ ରାଜ୍ୟ ସରକାରଙ୍କ ଦୋମୁହାଁ ନୀତିକୁ ଦୃଢ଼ ନିଦା କରୁଛି : ଛାତ୍ର ବିଜେଡ଼ି

Proprietor Abhimanyu Maharana by Proprietor Abhimanyu Maharana
August 29, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଛାତ୍ର ସଂସଦ ନିର୍ବାଚନ ନିମନ୍ତେ ଏବିଭିପି ଓ ରାଜ୍ୟ ସରକାରଙ୍କ ଦୋମୁହାଁ ନୀତିକୁ ଦୃଢ଼ ନିଦା କରୁଛି : ଛାତ୍ର ବିଜେଡ଼ି
Share on FacebookShare on TwitterWhatsapp

ଏବିଭିପି ଛାତ୍ର ସଂଗଠନ ଗୋଟିଏ ପକ୍ଷରେ ଡାହାଣୀ ହୋଇ ଲାଗୁଥିବା ବେଳେ ଅପରପକ୍ଷରେ ଗୁଣିଆ ହୋଈ ଛଡାଇବା କାମ କରୁଛି ” ଏଣୁ ଛାତ୍ର ସଂସଦ ନିର୍ବାଚନ ନିମନ୍ତେ ଉଚ୍ଚଶିକ୍ଷା ମନ୍ତ୍ରୀ ସ୍ପଷ୍ଟିକରଣ ଦେବା ଦରକାର  : ଛାତ୍ର ବିଜେଡ଼ି ସଭାପତି ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ

୨୮ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :-> ଛାତ୍ର ସଂସଦ ନିର୍ବାଚନ ନିମନ୍ତେ ଏବିଭିପି ଯେଉଁ ଦୋମୁହାଁ ନୀତି ପ୍ରଦର୍ଶନ କରୁଛି ଯାହାକୁ ସମଗ୍ର ଛାତ୍ର ସମାଜ ଦୃଢ଼ ନିନ୍ଦା କରୁଛି । ବିଗତ ସରକାରରେ ଛାତ୍ର ସଂସଦ ନିର୍ବାଚନ କରିବାକୁ ଡିନଡିମ ପିଟୁଥିବା ଏବିଭିପି ଛାତ୍ର ସଂଗଠନ ବର୍ତ୍ତମାନ ବିଜେପି ସରକାର ସମୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ନିଜର ଦୋମୁହାଁ ନୀତି ପ୍ରଦର୍ଶନ କରୁଛି। ବିଗତ ସରକାର ସମୟରେ ଆମେ ସମସ୍ତେ ଦେଖିଛେ ଛାତ୍ର ସଂସଦ ନିର୍ବାଚନ କରିବା ପାଇଁ ଏବିଭିପି ଦାବି କରିଆସୁଥିବା ସହ ବିଭିନ୍ନ ଶିକ୍ଷାନୁଷ୍ଠାରେ ବିକ୍ଷୋଭ କରିବା, ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରିବା ଭଳି ଅନେକ ବିକ୍ଷୋଭ ପ୍ରଦର୍ଶନ କରାଯାଏ ।

କିନ୍ତୁ ବର୍ତମାନ ଦୁଃଖର ବିଷୟ ରାଜ୍ୟରେ ବିଜେପି ସରକାର ହୋଇଥିବା ବେଳେ ଛାତ୍ର ସଂସଦ ନିର୍ବାଚନ କରିବା ପାଇଁ ଏବିଭିପି ଛାତ୍ର ସଂଗଠନ ନିଜ ଦାବୀ କେବଳ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ କାଗଜ ଓ କଲମରେ ସୀମିତ ରଖିଛି। ଯାହାକି ସମଗ୍ର ଛାତ୍ର ସମାଜ ହୃଦୟଙ୍ଗମ କରିସାରିଲେଣି ଏବଂ ଏହାକୁ ଦୃଢ଼ ନିନ୍ଦା ମଧ୍ୟ କରୁଛନ୍ତି । ଅପରପକ୍ଷରେ ୯୦ ପ୍ରତିଶତରୁ ଉର୍ଦ୍ଧ୍ବ କଲେଜରେ ନିଜର ସ୍ଥିତି ନାହିଁ ବୋଲି ଜାଣିପାରି ଏବଂ ଛାତ୍ର ସଂସଦ ନିର୍ବାଚନ ହାରିବା ଭୟ ରଖି ରାଜ୍ୟ ସରକାର ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ନ କରିବା ପାଇଁ ମନସ୍ଥ କରିଛନ୍ତି। ଏବେବି ବିଜୁ ଛାତ୍ର ଜନତା ଦଳ ତୃଣମୂଳ ସ୍ତରରେ ନିଜ ସଙ୍ଗଠନକୁ ସୁଦୃଢ଼ ରଖିବା ସହ ଶତ ପ୍ରତିଶତ କଲେଜରେ ନିଜର ସୁଦୃଢ଼ ସଂଗଠନ ବଜାୟ ରଖିଛି ଯାହାକି ଛାତ୍ର ସଂସଦ ନିର୍ବାଚନରେ ତାଙ୍କୁ ବହୁ ସଫଳତା ଦେବା ସହ ୯୦ ପ୍ରତିଶତ ରୁ ଉର୍ଦ୍ଧ୍ବ କଲେଜରେ ବିଜୁ ଛାତ୍ର ଜନତା ଦଳ ବାଜିମାତ କରିବ ବୋଲି ଛାତ୍ର ବିଜେଡି ପକ୍ଷରୁ ମତବ୍ୟକ୍ତ କରିଛନ୍ତି ।

ସେହିପରି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ମନ୍ତ୍ରୀ ଛାତ୍ର ସଂସଦ ନିର୍ବାଚନ ନିମନ୍ତେ କିଛି ମତବ୍ୟକ୍ତ କରିନଥିବା ବେଳେ ଆଇନ ମନ୍ତ୍ରୀ ଏନେଇ ବିବୃତି ଦେବା ହାସ୍ୟାସ୍ପଦ ଘଟଣା। ତତ୍ ସହିତ ରାଜ୍ୟ ସରକାରଙ୍କ ଆଇନ ମନ୍ତ୍ରୀ ହୁଏତ ଜାଣିନାହାନ୍ତି ଛାତ୍ର ସଂସଦ ନିର୍ବାଚନ ସେପ୍ଟେମ୍ବର ମାସରେ ନୁହେଁ ସର୍ବଦା ଅକ୍ଟୋବର ମାସରେ ଅନୁଷ୍ଠିତ ହୁଏ ଯାହାକି ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ଅୟୋଜନ କରିବା ପାଇଁ ରାଜ୍ୟ ସରକାରଙ୍କ ପାଖରେ ଯଥେଷ୍ଟ ସମୟ ରହିଛି। ଏଣୁ ବିଜୁ ଛାତ୍ର ଜନତା ଦଳ ଏନେଇ ମତବ୍ୟକ୍ତ କରିଛି ଯେ ଛାତ୍ର ସଂସଦ ନିର୍ବାଚନ ନିମନ୍ତେ ଉଚ୍ଚଶିକ୍ଷା ମନ୍ତ୍ରୀ ନିଜର ସ୍ପଷ୍ଟିକରଣ ଦେବା ଆବଶ୍ୟକ।

ଏହାସହ ଏବିଭିପି ଛାତ୍ର ସଂଗଠନ କେତେବେଳେ ଆମେ ପାର୍ଥି ଚୟନ କରିସାରିଲୁଣି କେତେବେଳେ ଆମେ ନିର୍ବାଚନ ପାଇଁ ପ୍ରସ୍ତୁତ ଅଛୁ ଏହିଭଳି ମତପୋଷଣ କରି ଛାତ୍ର ସମାଜକୁ ଭୁଆଁ ବୁଲାନ୍ତୁନାହିଁ ଏବଂ ନିଜର ଦାବିକୁ କାଗଜ କଲମରେ ସୀମିତ ନରଖି ରାଜ୍ୟ ସରକାରଙ୍କ ବିରୋଧରେ ଆନ୍ଦୋଳନାତ୍ମକ ପଦକ୍ଷେପ ଗ୍ରହଣ କରନ୍ତୁ । ମିଛ ଆନ୍ତରିକତା ପୋଷଣ କରି ଛାତ୍ର ସମାଜକୁ ଭୁଆଁ ବୁଲେଇବା ବନ୍ଦ କରୁ ଏବିଭିପି ଛାତ୍ର ସଂଗଠନ ।
ସେହିପରି ବିଜୁ ଛାତ୍ର ଜନତା ଦଳ ରାଜ୍ୟ ସଭାପତି ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ ଛାତ୍ର ସଂସଦ ନିର୍ବାଚନ ପାଇଁ ଏବିଭିପି ମିଛ ଆନ୍ତରିକତା ପୋଷଣ କରୁଛି ।

ଏବିଭିପି ଛାତ୍ର ସଂଗଠନ ଗୋଟିଏ ପକ୍ଷରେ ଡାହାଣୀ ହୋଇ ଲାଗୁଥିବା ବେଳେ ଅପରପକ୍ଷରେ ଗୁଣିଆ ହୋଈ ଛଡାଇବା କାମ କରୁଛି “ଯାହାକି ଲଜ୍ଜ୍ୟାଜନକ ଘଟଣା।ଛାତ୍ର ସଂସଦ ନିର୍ବାଚନ ନିମନ୍ତେ ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ମନ୍ତ୍ରୀ ନିଜର ବିବୃତି ପ୍ରଦାନ କରିବା ଆବଶ୍ୟକ । ନଚେତ୍ ବିଜୁ ଛାତ୍ର ଜନତା ଦଳ ଆଗାମୀ ଦିନରେ ଛାତ୍ର ସଂସଦ ନିର୍ବାଚନ ଆୟୋଜନ ନିମନ୍ତେରାଜ୍ୟ ସରକାର ଓ ବିଭାଗୀୟ ମନ୍ତ୍ରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଦୃଢ ବିରୋଧ କରିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version