• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭବାନୀପାଟଣା ଠାରେ ୨୧ ତମ ପଶୁଧନ ଗଣନାକାରୀ ଓ ପର୍ଯ୍ୟବେକ୍ଷକ ମାନଙ୍କର ପ୍ରଶିକ୍ଷଣ ଶିବିର

Proprietor Abhimanyu Maharana by Proprietor Abhimanyu Maharana
August 29, 2024
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ଭବାନୀପାଟଣା ଠାରେ ୨୧ ତମ ପଶୁଧନ ଗଣନାକାରୀ ଓ ପର୍ଯ୍ୟବେକ୍ଷକ ମାନଙ୍କର ପ୍ରଶିକ୍ଷଣ ଶିବିର
Share on FacebookShare on TwitterWhatsapp

୨୯ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଳାହାଣ୍ଡି  :-> ଜିଲ୍ଲାସ୍ତରୀୟ ୨୧ତମ ପଶୁଧନ ଗଣନାକାରୀ ଓ ପର୍ଯ୍ୟବେକ୍ଷକ ମାନଙ୍କର ପ୍ରଶିକ୍ଷଣ ଶିବିର ସ୍ଥାନୀୟ ଡି ପି ଏମ ୟୁ (ପ୍ଲାନିଂ)ଭବାନୀପାଟଣା ସଭା ଗୃହରେ ଉଦଘାଟନ କାର୍ଯ୍ୟକ୍ରମ ହୋଇଯାଇଅଛି । ଉକ୍ତ ଉଦଘାଟନ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) କଳାହାଣ୍ଡି ତ୍ରିଲୋଚନ ପାତ୍ର ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ । ଅତିଥି ଭାବରେ ଉପନିର୍ଦ୍ଦେଶକ ଡି ପି ଏମ ୟୁ କଳାହାଣ୍ଡି ଶ୍ରୀକାନ୍ତ ଦଳେଇ ,ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ଼ଃ ରଜନୀକାନ୍ତ ରଥ ଓ ଡି ଆଇ ପି ଆର୍ ଓ ମନୋଜ ବେହେରା ଉପସ୍ଥିତ ଥିଲେ। ଉକ୍ତ ଉଦଘାଟନ କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ, କଳାହାଣ୍ଡି ଡ଼ଃ ରଥ ସ୍ବାଗତ ଭାଷଣ ଦେବା ସହିତ ୨୧ତମ ପଶୁଧନ ଗଣନାର ଆଭିମୁଖ୍ୟ ଏବଂ ମହତ୍ତ୍ଵ ଜଣାଇଥିଲେ ।

ଶ୍ରୀଯୁକ୍ତ ଦଳେଇ ଏହି ପଶୁଗଣନାକାରୀ ଓ ପର୍ଯ୍ୟବେକ୍ଷଣକୁ ସଠିକ୍ ଭାବରେ ଏବଂ ସ୍ଵଚ୍ଛ ରୂପେ କରିବା ସହ ଏହି ଗଣନା ଉପରେ ଅର୍ଥନିତିକ ମାନ ଏବଂ ଲକ୍ଷ୍ୟ ନିର୍ଦ୍ଧାରିତ ହୋଇଥାଏ ବୋଲି ସେ ତାଙ୍କ ଭାଷଣରେ ରଖିଥିଲେ । ମୁଖ୍ୟ ଅତିଥି ଶ୍ରୀଯୁକ୍ତ ପାତ୍ର ଅତିରିକ୍ତ ଜିଲ୍ଲାପାଳ କଳାହାଣ୍ଡି ପଶୁଧନ ଗଣନା ସହିତ ସଠିକ୍ ଭାବରେ ପଶୁ ସମ୍ପଦ ବିକାଶ ବିଭାଗର ଯୋଜନା ଓ କାର୍ଯ୍ୟକ୍ରମକୁ ତୁଲାଇବା ପାଇଁ ପରାମର୍ଶ ଦେଇଥିଲେ ଏବଂ ଠିକଠାକ ଭାବରେ ଉକ୍ତ ପ୍ରଶିକ୍ଷଣ ନେଇ ସଠିକ୍ ପଶୁଧନ ଗଣନା କରିବାକୁ ନିର୍ଦ୍ଧେଶ ଦେଇଥିଲେ ।

ଉକ୍ତ କାର୍ଯ୍ୟକ୍ରମରେ ପ୍ରାଣୀ ଚିକିତ୍ସା ଅଧିକାରୀ, ଉପଖଣ୍ଡ ପ୍ରାଣୀଚିକିତ୍ସା ଅଧିକାରୀ ଧର୍ମଗଡ଼ ଓ ଭବାନପାଟଣା, ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀ, ପ୍ରାଣୀଧନ ନିରୀକ୍ଷକ, ଭେଟନାରୀ ଟେକ୍ନିସିଏନ, ମୈତ୍ରୀ, ପ୍ରାଣୀମିତ୍ର ଆଦି ଉପସ୍ଥିତ ଥିଲେ । ଏହି ପ୍ରଶିକ୍ଷଣ ଶିବିରରେ କଳାହାଣ୍ଡି ଜିଲ୍ଲାର ସର୍ବମୋଟ ୧୩୩ ଟି ପଶୁଧନ ଗଣନାକାରୀ ଏବଂ ୩୬ ଟି ପର୍ଯ୍ୟବେକ୍ଷକଙ୍କୁ ତା. ୨୯.୦୮.୨୦୨୪ ରିଖ ଠାରୁ ୩୧.୦୮.୨୦୨୪ ରିଖ ପର୍ଯ୍ୟନ୍ତ ପ୍ରଶିକ୍ଷଣ ଦିଆଯିବାର ବ୍ୟବସ୍ଥା କରାଯାଇଛି । ଉକ୍ତ ଉଦଘାଟନ ସଭାର ପରିଚାଳନା ଡ଼ଃ. କେଦାରନାଥ ଖମାରୀ ଜିଲ୍ଲା ପ୍ରଶିକ୍ଷଣ ସଂଯୋଜକ କରିବା ସଙ୍ଗେ ଧନ୍ୟବାଦ୍ ଅର୍ପଣ ଡ଼ଃ. ମଧୁସୂଦନ ଦାସ ଧର୍ମଗଡ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

April 25, 2026
ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 25, 2026
ବାରଙ୍ଗ ଗଙ୍ଗେଶ୍ୱର ଅଞ୍ଚଳରୁ ଗ୍ୟାସ୍ ସିଲିଣ୍ଡର୍ ସହ ବହୁ ଆନୁଷଙ୍ଗିକ ସାମଗ୍ରୀ ଜବତ

ବାରଙ୍ଗ ଗଙ୍ଗେଶ୍ୱର ଅଞ୍ଚଳରୁ ଗ୍ୟାସ୍ ସିଲିଣ୍ଡର୍ ସହ ବହୁ ଆନୁଷଙ୍ଗିକ ସାମଗ୍ରୀ ଜବତ

April 25, 2026
ସାଇ ଆରାଧନା ଦିବସ 

ସାଇ ଆରାଧନା ଦିବସ 

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

April 25, 2026
ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version