• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅର୍ଥ ନଥିଲା କିନ୍ତୁ ଅମାପ ଶକ୍ତି ଥିଲା : ଅରୁଣ

Proprietor Abhimanyu Maharana by Proprietor Abhimanyu Maharana
December 23, 2019
in ଓଡ଼ିଶା, ହୋମ୍
0
ଅର୍ଥ ନଥିଲା କିନ୍ତୁ ଅମାପ ଶକ୍ତି ଥିଲା : ଅରୁଣ
Share on FacebookShare on TwitterWhatsapp

ଭୁବନେଶ୍ଵର (ଓଡିଶା ତାଜା ନିଉଜ୍) ଭୁବନେଶ୍ୱର ଓସା ମହୋତ୍ସବ -: ଓଡ଼ିଶା ରିସର୍ଚ୍ଚ କେନ୍ଦ୍ରଠାରେ ଓସା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ମହୋତ୍ସବରେ ମୁଖ୍ୟ ଅତିଥି ଭାବେ କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇ ପୂର୍ବ କାଳର ସମାଜ ଓ ଆଜିର ସମାଜ ଉପରେ ଆଲୋଚନା କରିଥିଲେ । ପୂର୍ବରୁ ଲୋକମାନଙ୍କ ପାଖରେ ଅର୍ଥ ନଥିଲା,କିନ୍ତୁ ଅମାପ ଶକ୍ତି ଥିଲା । ଯେଉଁଥି ପାଇଁ ବିନା ଅର୍ଥରେ ମଧ୍ୟ ଅସାଧ୍ୟ ସାଧନା କରି ପାରୁଥିଲେ । ବର୍ତ୍ତମାନ ଅର୍ଥ ଅଛି, ଅମାପ ଶକ୍ତି ଅଛି କିନ୍ତ ମନୋବଳ ହଜି ଯାଉଛି । ପୂର୍ବକାଳର ଶିକ୍ଷା ବ୍ୟବସ୍ଥା ଓ ଆଜିର ଶିକ୍ଷା ବ୍ୟବସ୍ଥା ମଧ୍ୟରେ ଏକ ତୁଳନାତ୍ମକ ମତ ରଖିଥିଲେ । ଅନେକ ଦେଶ ଓ ବିଦେଶର ଉଦାହରଣ ଦେଇ ମନ୍ତ୍ରୀ ଡ. ସାହୁ କହିଥିଲେ ପ୍ରତ୍ୟେକ ସ୍ଥାନରେ ଏବେ ଆତ୍ମ କୈନ୍ଦିକ ବଢ଼ୁଛି । ଏଥି ସହିତ ସମୟର ଉପଯୋଗିତା ଉପରେ ଅଭିଭାଷଣ ରଖିଥିଲେ । ଉକ୍ତ ସଭାରେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏବଂ ହାଉସିଂ ବୋର୍ଡ଼ ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ର ପ୍ରମୂଖ ଯୋଗ ଦେଇଥିଲେ । ଅନୁଷ୍ଠାନର ବହୁ କର୍ମକର୍ତ୍ତା ଯୋଗ ଦେଇଥିଲେ ।  

(ଓଡିଶା ତାଜା ନିଉଜ୍) ରିପୋର୍ଟ – ସୋନାଲି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବସ୍ନାନ ପୂର୍ଣ୍ଣିମା ଓ ଅଲାରନାଥ ଦର୍ଶନ ପାଇଁ ବୈଠକ ଅନୁଷ୍ଠିତ

ଦେବସ୍ନାନ ପୂର୍ଣ୍ଣିମା ଓ ଅଲାରନାଥ ଦର୍ଶନ ପାଇଁ ବୈଠକ ଅନୁଷ୍ଠିତ

June 9, 2026
 ୨୦୩୬- ମୋ ସ୍ବପ୍ନର ନୟାଗଡ଼ ଜିଲ୍ଲା- ବୌଦ୍ଧିକ ଆଲୋଚନା ଓ କାର୍ଯ୍ୟ ଖସଡ଼ା ପ୍ରସ୍ତୁତି କର୍ମଶାଳା 

 ୨୦୩୬- ମୋ ସ୍ବପ୍ନର ନୟାଗଡ଼ ଜିଲ୍ଲା- ବୌଦ୍ଧିକ ଆଲୋଚନା ଓ କାର୍ଯ୍ୟ ଖସଡ଼ା ପ୍ରସ୍ତୁତି କର୍ମଶାଳା 

June 9, 2026
ପୂରାତନ ଶିକ୍ଷାର୍ଥୀ ଙ୍କ ବନ୍ଧୁ ମିଳନ

ପୂରାତନ ଶିକ୍ଷାର୍ଥୀ ଙ୍କ ବନ୍ଧୁ ମିଳନ

June 9, 2026
ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବସ୍ନାନ ପୂର୍ଣ୍ଣିମା ଓ ଅଲାରନାଥ ଦର୍ଶନ ପାଇଁ ବୈଠକ ଅନୁଷ୍ଠିତ

ଦେବସ୍ନାନ ପୂର୍ଣ୍ଣିମା ଓ ଅଲାରନାଥ ଦର୍ଶନ ପାଇଁ ବୈଠକ ଅନୁଷ୍ଠିତ

June 9, 2026
 ୨୦୩୬- ମୋ ସ୍ବପ୍ନର ନୟାଗଡ଼ ଜିଲ୍ଲା- ବୌଦ୍ଧିକ ଆଲୋଚନା ଓ କାର୍ଯ୍ୟ ଖସଡ଼ା ପ୍ରସ୍ତୁତି କର୍ମଶାଳା 

 ୨୦୩୬- ମୋ ସ୍ବପ୍ନର ନୟାଗଡ଼ ଜିଲ୍ଲା- ବୌଦ୍ଧିକ ଆଲୋଚନା ଓ କାର୍ଯ୍ୟ ଖସଡ଼ା ପ୍ରସ୍ତୁତି କର୍ମଶାଳା 

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version