No Result
View All Result
୩0 ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସାମାଜିକ ସୁରକ୍ଷା କାର୍ଯ୍ୟାଳୟ ତରଫରୁ ହୁଇଲ୍ ଚେୟାର ପ୍ରଦାନ କରାଯାଇଛି ।
ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା ଯୋଗଦେଇ ଢେଙ୍କେଣା ପଞ୍ଚାୟତ ଅନ୍ତର୍ଗତ ସିତାରାମପୁର ଗ୍ରାମର ଅହଲ୍ୟା ସାହୁଙ୍କୁ ହୁଇଲ୍ ଚେୟାର ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରିଣୀ ସ୍ଵର୍ଣ୍ଣସାରିକା ଜେନା , ରଘୁନାଥ ସାହୁ , ପାରାଢିପି ସରପଞ୍ଚ ବିଭୂତି ଭୂଷଣ ପ୍ରଧାନ ପ୍ରମୁକ ଉପସ୍ଥିତ ଥିଲେ ।
No Result
View All Result