• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଭିଜିଲାନ୍ସ ଜାଲରେ ପୁଲିସ ଏଏସଆଇ, ୬ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରା ପଡିଲେ

Proprietor Abhimanyu Maharana by Proprietor Abhimanyu Maharana
August 31, 2024
in ଅପରାଧ, ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ଭିଜିଲାନ୍ସ ଜାଲରେ ପୁଲିସ ଏଏସଆଇ, ୬ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରା ପଡିଲେ
Share on FacebookShare on TwitterWhatsapp

୩୧ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା  :-> ବାରିପଦା ଟାଉନ ଥାନାର ଏଏସଆଇ ରାମଚନ୍ଦ୍ର ସୋରେନ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି । ଟାଉନ ଥାନାର ଏକ ମାମଲାରେ ସମ୍ପୃକ୍ତଙ୍କ ନାମ କାଟିବା ପାଇଁ ଶନିବାର ୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ଦ୍ବାରା ଧରାପଡିଛନ୍ତି । ସୂଚନା ଅନୁଯାୟୀ, ବାରିପଦାର ଶୁଭ୍ରାଂଶୁ ଶେଖର ଦତ୍ତଙ୍କ ଏକ ପରିବାରକ କଳହ ମାମଲା ବହୁ ଦିନ ହେବ ଥାନାରେ ରହିଥିଲା ।

ଉକ୍ତ ଅଭିଯୋଗର ତଦନ୍ତକାରି ଅଫିସର ଭାବେ ରାମଚନ୍ଦ୍ର ସୋରେନ ରହିଥିଲେ । ତେବେ ସେଥରୁ ତାଙ୍କର ନାମ କାଟିବା ପାଇଁ ଏଏସଆଇ ଶ୍ରୀ ସୋରେନ ଲାଞ୍ଚ ମାଗିଥିଲେ । ଏ ନେଇ ସେ ଅସହାୟ ହୋଇ ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ । ବାରିପଦା ଭିଜିଲାନ୍ସ ବିଭାଗ ପୂର୍ବ ଯୋଜନା ମୁତାବକ ବାରିପଦା ଟାଉନ ଥାନା ପରିସରରେ ୬ହଜାର ଟଙ୍କା ଲାଞ୍ଚ ନେଇଥିବା ବେଳେ ଧରିଛି । ରାସାୟନିକ ମିଶ୍ରିତ ଲାଞ୍ଚ ଟଙ୍କା ଭିଜିଲାନ୍ସ ଜବତ କରିଛି । ଏଥିପରେ ଅନ୍ୟାନ୍ୟ ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରି ଯାଞ୍ଚ ପ୍ରକ୍ରିୟା ଜାରି ରହିଛି ।

ASI, BARIPADA TOWN POLICE STATION, DIST-MAYURBHANJ TRAPPED BY ODISHA VIGILANCE WHILE TAKING BRIBE RS.6,000/-

Today i.e on 31.08.2024, a short while ago, Sri Rama Chandra Soren, ASI of Police, Baripada Town P.S., Dist- Mayurbhanj has been apprehended by Odisha Vigilance while demanding and accepting bribe of 6,000/- (Rupees Six Thousand) from a Complainant to help him in a case registered earlier against him in the said PS. The entire bribe money has been recovered from Sri Soren, ASI and seized.

Following the successful trap, simultaneous searches are going on at two locations of Sri Soren from DA angle. In this connection, Balasore Vigilance PS Case No.10/2024 U/s 7PC (Amendment) Act, 2018 has been registered. Investigation is in progress against accused Sri Soren, ASI, Baripada Town PS.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

Odisha to Host 2026–27 Junior & Senior Artistic Gymnastics National Championships

April 25, 2026
ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

April 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version