• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୋରୁ କୁ ବଞ୍ଚେଇବା କୁ ଯାଇ ଯାତ୍ରୀବାହୀ ମାଳତୀ ବସ ଦୁର୍ଘଟଣା ଗ୍ରସ୍ତ : ଗୋରୁର ମୃତ୍ୟୁ – ୧୦ରୁ ଉର୍ଧ୍ଵ ଆହତ

Proprietor Abhimanyu Maharana by Proprietor Abhimanyu Maharana
September 1, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ଗୋରୁ କୁ ବଞ୍ଚେଇବା କୁ ଯାଇ ଯାତ୍ରୀବାହୀ ମାଳତୀ ବସ ଦୁର୍ଘଟଣା ଗ୍ରସ୍ତ : ଗୋରୁର ମୃତ୍ୟୁ – ୧୦ରୁ ଉର୍ଧ୍ଵ ଆହତ
Share on FacebookShare on TwitterWhatsapp

 0୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବ୍ଲକ ଅଧିନସ୍ଥ ଲିଙ୍ଗାଗଡ଼ ଗ୍ରାମ ପଞ୍ଚାୟତରେ ମାଳତୀ ନାମକ ଏକ ଘରୋଇ ଯାତ୍ରୀବାହି ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି I ମାଳତୀ ବସ ନମ୍ବର OR-12-C- 2142 ଆସିକା ଠାରୁ ମୁନିଗୁଡା ଅଭିମୁଖେ ଯାଉଥିଲା I ଗାଇ ଷଣ୍ଢ ଲଢେଇ ହୋଇ ଦୁଇ ଗୋଟି ଗୋରୁ ହଠାତ ରାସ୍ତା ଉପରକୁ ଉଠିଆସିଥିଲେ I

ଡ୍ରାଇଭର ବିଜୟ ନାରାୟଣ ପ୍ରଧାନ ଉକ୍ତ ଦୁଇ ଗୋଟି ଗୋରୁଙ୍କୁ ବଞ୍ଚେଇବାକୁ ଯାଇ ବସଟି ରାସ୍ତା କଡ଼କୁ ଖସି ଯାଇ ଓଲଟି ପଡ଼ି ଦୁର୍ଘଟଣା ଗ୍ରସ୍ତ ହୋଇଛି I ଦୁର୍ଘଟଣାରେ ଗୋଟିଏ ଗାଇ ର ମୃତ୍ୟୁ ହୋଇଛି I ପ୍ରାୟ ୧୦ରୁ ଉର୍ଧ୍ଵ ଜଣ ସାମାନ୍ୟ ଆହତ ହୋଇଥିବା ସୂଚନା ରହିଛି I

ଆହତ ବ୍ୟକ୍ତି ଙ୍କୁ ଜି.ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇ ପ୍ରାଥମିକ ଚିକିତ୍ସା କରା ଯାଉଛି I ଦୁର୍ଘଟଣା ସ୍ଥଳରେ ଦମକଳ ବାହିନୀ ପହଞ୍ଚିଛନ୍ତି I ଘଟଣା ସ୍ଥଳରେ ଜି. ଉଦୟଗିରି ଏସଡିପିଓ ବିଜୟ କୁମାର ବିଶି, ଥାନା ଭାରପ୍ରାପ୍ତ ଅଧିକାରୀ ଭଗବାନ ପୂଜାରୀ, ଏବଂ ଓଡିଶା ମୋଟର ଚାଳକ ସଂଘ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରୀ ରଖି ପୋଲିସ ଦୁର୍ଘଟଣା ବିଷୟରେ ଅଧିକ ତଦନ୍ତ ଅବ୍ୟାହତ ରଖିଛନ୍ତି I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

October 1, 2026
ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ

ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version