• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶିଳ୍ପରେ ଅଧିକ ମହିଳାଙ୍କୁ ନିଯୁକ୍ତି ଦିଆଯାଉ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

Proprietor Abhimanyu Maharana by Proprietor Abhimanyu Maharana
September 3, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଶିଳ୍ପରେ ଅଧିକ ମହିଳାଙ୍କୁ ନିଯୁକ୍ତି ଦିଆଯାଉ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Share on FacebookShare on TwitterWhatsapp

ରିସର୍ଜେଂଟ୍ ଓଡ଼ିଶା ୨୦୨୪ ଉଦ୍‌ଯାପିତ

0୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ରାଜ୍ୟରେ ଶିଳ୍ପ ସଂସ୍ଥା ସ୍ଥାପନ କରୁଥିବା କମ୍ପାନିଗୁଡ଼ିକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଆହ୍ୱାନ ଦେଇ ମହିଳାମାନଙ୍କ ନିଯୁକ୍ତି ଉପରେ ଧ୍ୟାନ ଦେବାକୁ କହିଛନ୍ତି । ଉତ୍କଳ ଚାମ୍ବର ଅଫ୍ କମର୍ସ ଆ ଇଷ୍ଟ୍ରି ଲିମିଟେଡ ପକ୍ଷରୁ ଜନତା ମଇଦାନଠାରେ ଆୟୋଜନ କରାଯାଇଥିବା ଗ୍ଲୋବାଲ ଟ୍ରେଡ ସୋ ରିସର୍ଜେଂଟ ଓଡ଼ିଶା ୨୦୨୪ର ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରୀମତୀ ପରିଡ଼ା ନିଯୁକ୍ତି ଜରିଆରେ ମହିଳାମାନଙ୍କ ସଶକ୍ତୀକରଣ ଉପରେ ଗୁରୁତ୍ୱାରୋପ କରିଥିଲେ । ଶିଳ୍ପ ଜଗତରେ ଅଧିକରୁ ଅଧିକ ମହିଳାଙ୍କ ନିୟୋଜନ ପାଇଁ ସୁଯୋଗ ସୃଷ୍ଟି କରିବା ଏବଂ ଯେଉଁ ମହିଳାମାନେ ଉଦ୍ୟୋଗୀ ଭାବେ କାର୍ଯ୍ୟ କରୁଛନ୍ତି, ସେମାନଙ୍କ ଲାଗି ଅଧିକରୁ ଅଧିକ ବ୍ୟବସାୟ ସୁଯୋଗ ସୃଷ୍ଟି କରିବାକୁ ସେ ଆହ୍ୱାନ ଦେଇଛନ୍ତି ।

ମହିଳାମାନଙ୍କ ଦ୍ୱାରା ପରିଚାଳିତ ହେଉଥିବା ମିଶନ ଶକ୍ତି ବଜାର ବୁଲି ଦେଖିବା ଏବଂ ସେମାନଙ୍କ ଉାଦ କ୍ରୟ କରି ଅଭିବୃଦ୍ଧିରେ ସହଯୋଗ କରିବାକୁ ସେ ଶିଳ୍ପସଂସ୍ଥାମାନଙ୍କୁ କହିଛନ୍ତି । ଏହି ଅବସରରେ ଓଡ଼ିଶାର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ୨୦୪୭ ସୁଦ୍ଧା ଓଡ଼ିଶାକୁ ୧.୫ ଟ୍ରିଲିଅନ୍ ଡଲାର ଅର୍ଥନୀତିରେ ପରିଣତ କରିବା ଲାଗି ସରକାର ଧାର୍ଯ୍ୟ କରିଥିବା ଲକ୍ଷ୍ୟ ଉପରେ ଆଲୋକପାତ କରିଥିଲେ । ଏହି ଲକ୍ଷ୍ୟ ହାସଲରେ ଏମ୍‌ଏସ୍‌ଏମ୍‌ଇ ବିଭାଗ ସବୁ ପ୍ରକାର ସହଯୋଗ ପ୍ରଦାନ କରିବା ସହ କାର୍ଯ୍ୟ କରିବ ବୋଲି ସେ କହିଛନ୍ତି । ଏମ୍‌ଏସ୍‌ଏମ୍‌ଇର ବିକାଶ ଲାଗି ବଜେଟରେ ବିପୁଳ ବ୍ୟୟବରାଦ କରାଯାଇଥିବା ସେ ସୂଚନା ଦେଇଛନ୍ତି । ବିପୁଳ ଖଣିଜ ସମ୍ପଦ ସହିତ ପର୍ଯ୍ୟାପ୍ତ ବେଳାଭୂମି ରାଜ୍ୟରେ ଥିବା ବେଳେ ଏବେବି ୧୨ରୁ ଅଧିକ ଜିଲ୍ଲା ଶିଳ୍ପବିହୀନ ଜିଲ୍ଲା ହୋଇରହିଛି ।

ଏହି ସବୁ ଜିଲ୍ଲାଗୁଡ଼ିକରେ ଶିଳ୍ପ ସ୍ଥାପନ କରିବାରେ ସରକାରଙ୍କ ଯେତିକି ଭୂମିକା ରହିଛି, ଶିଳ୍ପ ଜଗତର ମଧ୍ୟ ସେତିକି ଭୂମିକା ରହିଛି ବୋଲି ସେ କହିଛନ୍ତି । ରିସର୍ଜେଂଟ ଓଡ଼ିଶା ୨୦୨୪ର ଉଦଯାପନୀ ସମାରୋହରେ ୟୁସିସିଆଇଏଲର ସଭାପତି ବ୍ରହ୍ମାନନ୍ଦ ମିଶ୍ର, ରିସର୍ଜେଂଟ୍ ଓଡ଼ିଶା ୨୦୨୪ର ଅଧ୍ୟକ୍ଷ ପ୍ରବୋଧ ମହାନ୍ତି, ଆଦିତ୍ୟ ବିର୍ଲା ଗ୍ରୁପର ସଭାପତି ଅର୍ଦ୍ଧେନ୍ଦୁ ମହାପାତ୍ର, ଜେପି ଲ୍ୟାବର ସଭାପତି ଗୋର୍ଡନ ପଟେଲ, ରାଉରକେଲା ଷ୍ଟିଲ ପ୍ଲାଂଟର ପୂର୍ବତନ ଏମଡି ଡ. ସନକ ମିଶ୍ର, ଏମଏସଏମଇ-ଡିଏଫଓ ପି କେ ଗୁପ୍ତା, ୟୁସିସିଆଇଏଲର ପୂର୍ବତନ ସଭାପତି ରମେଶ ମହାପାତ୍ର, ଭିପି (ଶିଳ୍ପ) ତାରିଣୀ ପ୍ରସାଦ ମହାନ୍ତି ଓ ଅବୈତନିକ ସଚିବ ଏ କେ ଶାରଦା ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋଣାର୍କରେ ଦୁର୍ଗା ପୂଜା ପ୍ରସ୍ତୁତି ବୈଠକରେ ନୀତି ନିର୍ଘଣ୍ଟ, ସୁରକ୍ଷା ନିମନ୍ତେ ମୁତୟନ ହେବେ ଏକ ସେକ୍ସନ ପୋଲିସ

କୋଣାର୍କରେ ଦୁର୍ଗା ପୂଜା ପ୍ରସ୍ତୁତି ବୈଠକରେ ନୀତି ନିର୍ଘଣ୍ଟ, ସୁରକ୍ଷା ନିମନ୍ତେ ମୁତୟନ ହେବେ ଏକ ସେକ୍ସନ ପୋଲିସ

October 16, 2026
ବିଶ୍ବ ହାତଧୁଆ ଦିବସ-୨୦୨୬ ପାଳିତ

ବିଶ୍ବ ହାତଧୁଆ ଦିବସ-୨୦୨୬ ପାଳିତ

October 16, 2026
ଅର୍କକ୍ଷେତ୍ରର ଅଧିଷ୍ଠାତ୍ରୀ ମା’ ରାମଚଣ୍ଡୀ

ଅର୍କକ୍ଷେତ୍ରର ଅଧିଷ୍ଠାତ୍ରୀ ମା’ ରାମଚଣ୍ଡୀ

October 16, 2026
ଚନ୍ଦ୍ରଭାଗା ସମୁଦ୍ରରୁ ପଯ୍ୟଟକ ଉଦ୍ଧାର

ଚନ୍ଦ୍ରଭାଗା ସମୁଦ୍ରରୁ ପଯ୍ୟଟକ ଉଦ୍ଧାର

October 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋଣାର୍କରେ ଦୁର୍ଗା ପୂଜା ପ୍ରସ୍ତୁତି ବୈଠକରେ ନୀତି ନିର୍ଘଣ୍ଟ, ସୁରକ୍ଷା ନିମନ୍ତେ ମୁତୟନ ହେବେ ଏକ ସେକ୍ସନ ପୋଲିସ

କୋଣାର୍କରେ ଦୁର୍ଗା ପୂଜା ପ୍ରସ୍ତୁତି ବୈଠକରେ ନୀତି ନିର୍ଘଣ୍ଟ, ସୁରକ୍ଷା ନିମନ୍ତେ ମୁତୟନ ହେବେ ଏକ ସେକ୍ସନ ପୋଲିସ

October 16, 2026
ବିଶ୍ବ ହାତଧୁଆ ଦିବସ-୨୦୨୬ ପାଳିତ

ବିଶ୍ବ ହାତଧୁଆ ଦିବସ-୨୦୨୬ ପାଳିତ

October 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version