• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ୱରର ହେଲ୍ଥଭିଲ୍ ଠାରେ ପ୍ରାକୃତିକ ଚିକିତ୍ସା ଓ ଏହାର ଉପକାରିତା ଉପରେ ବିଶିଷ୍ଟ ଆଲୋଚନାଚକ୍ର ଆୟୋଜିତ

Proprietor Abhimanyu Maharana by Proprietor Abhimanyu Maharana
September 3, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଭୁବନେଶ୍ୱରର ହେଲ୍ଥଭିଲ୍ ଠାରେ ପ୍ରାକୃତିକ ଚିକିତ୍ସା ଓ ଏହାର ଉପକାରିତା ଉପରେ ବିଶିଷ୍ଟ ଆଲୋଚନାଚକ୍ର ଆୟୋଜିତ
Share on FacebookShare on TwitterWhatsapp

0୩ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଭୁବନେଶ୍ୱରର ଭାଲୁଙ୍କା, ବାରଙ୍ଗରେ ସ୍ଥିତ ପୂର୍ବ ଭାରତର ଅଗ୍ରଣୀ ନେଚରୋପାଥି ସ୍ୱାସ୍ଥ୍ୟ କେନ୍ଦ୍ର ହେଲ୍ଥଭିଲ୍ ତଥା ୟୁ.ଏସ୍‌.ଏର ବିଶିଷ୍ଟ ନେଚରୋପାଥିକ୍ ସଂସ୍ଥା ୱେଲୋପାଥୀର ମିଳିତ ଆନୁକୁଲ୍ୟରେ ପ୍ରାକୃତିକ ଚିକିତ୍ସା ପ୍ରଣାଳୀ ଓ ତାର ଉପାଦେୟତା ସମ୍ବନ୍ଧରେ ଏକ ଭବ୍ୟ ସେମିନାର ଆୟୋଜିତ ହୋଇଛି । ଏଥିରେ ପ୍ରାୟ୧୦୦ ଜଣ ନେଚୁରୋପେଥିକ୍ ଉତ୍ସାହୀ, ଲାଭାର୍ଥୀ ଏବଂ ପ୍ରୋତ୍ସାହକ ଅଂଶଗ୍ରହଣ କରିଥିଲେ । ହେଲ୍ଥଭିଲ୍‌ର ଚେୟରମ୍ୟାନ୍ ଡ଼କ୍ଟର ସତ୍ୟବ୍ରତ ମୀନକେତନ ସଭାରେ ସ୍ୱାଗତ ଭାଷଣ ରଖି ସମସ୍ତ ଅଂଶଗ୍ରାହୀଙ୍କୁ ହାର୍ଦ୍ଦିକ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ ଏବଂ ବର୍ତମାନର ବିଶ୍ୱରେ ପ୍ରାକୃତିକ ଚିକିତ୍ସାର ଆବଶ୍ୟକତା ଓ ବହୁମୁଖି ଉପାଦେୟତା ସମ୍ବନ୍ଧରେ ଗଭୀର ଓ ପୁଙ୍ଖାନୁପୁଙ୍ଖ ଆଲୋକପାତ କରିଥିଲେ । ସେ କହିଛନ୍ତିଯେ, ପ୍ରାକୃତିକ ଚିକିତ୍ସା ପଦ୍ଧତି ପ୍ରକୃତିର ସୃଷ୍ଚି ମଣିଷ ପାଇଁ ସର୍ବୋତମ ଉପସମ ଦାୟକ ।

ଆମର ପ୍ରାୟ ୯୦ ପ୍ରତିଶତ ରୋଗ ଏବଂ ଯନ୍ତ୍ରଣାମୂଳକ ସମସ୍ୟାଗୁଡିକ ଆମ ନିଜର ଅସ୍ୱାସ୍ଥ୍ୟକର ଜୀବନ ଶୈଳୀ, ଖରାପ ଅଭ୍ୟାସ ଏବଂ ନକାରାତ୍ମକ ଚିନ୍ତାର କୁଫଳ, ଯାହାର ନିରାକରଣ ପ୍ରାକୃତିକ ଚିକିତ୍ସା ପ୍ରଣାଳୀ ଓ ପଦ୍ଧତିଦ୍ୱାରା କୈାଣସି ପାର୍ଶ୍ୱ ପ୍ରତିକ୍ରିୟା ବିନା ସମ୍ପୁର୍ଣ ରୂପେ ସମ୍ଭବ । ମୁଖ୍ୟ ଅତିଥି ଶ୍ରୀ ଗୋଲକ ମହାପାତ୍ର, ଓଡିଶା ରାଜ୍ୟ ବିଜେପି ଏକକର ଉପାଧ୍ୟକ୍ଷ, ସମାବେଶକୁ ସମ୍ବୋଧିତ କରି ହେଲ୍ଥଭିଲ୍ କେନ୍ଦ୍ରର ସ୍ଥାପନା ପାଇଁ ଡ଼କ୍ଟର ମୀନକେତନଙ୍କ ବିଶାଳ ଜନହିତୈଷି ଉଦ୍ୟମ ଓ ପ୍ରୟାସକୁ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ ଭୁବନେଶ୍ୱରରେ ସ୍ଥିତ ଏହି ପ୍ରସିଦ୍ଧ ନେଚୁରୋପେଥିକ୍ ସେଂଟର ନିମ୍ନ ଖର୍ଚ୍ଚରେ ଏବଂ ସହଜ ଉପାୟରେ ସମସ୍ତ ଜନସମାଜର କଲ୍ୟାଣ ହେତୁ ଏକ ଅନନ୍ୟ ଭୂମିକା ନିର୍ବାହ କରିବ । ଏଥିପାଇଁ ସେ ଡ଼କ୍ଟର ମୀନକେତନଙ୍କୁ ସାଧୁବାଦ ଓ ଅଭିନନ୍ଦନ ଜଣାଇଛନ୍ତି  l

ଅନ୍ୟ ଗଣମାନ୍ୟ ବ୍ୟକ୍ତିତ୍ୱ ଓ ବକ୍ତାମାନଙ୍କ ମଧ୍ୟରେ ଥିଲେ ୱେଲୋପାଥି, ୟୁ.ଏସ.ଏର ଆନ୍ତର୍ଜାତିକ ମୁଖ୍ୟ କାର୍ଯ୍ୟକାରିଣୀ ଅଧିକାରୀ ଶ୍ରୀ ସଞୟ ବର୍ମା, ହାବାର୍ଡ ମେଡ଼ିକାଲ୍ ସ୍କୁଲ୍‌ର ଇଂଟରନାଲ୍ ମେଡ଼ିସିନ୍ ବିଭାଗର ଡକ୍ଟର୍ ଅଭିଷେକ ସାହି, ମୁଖ୍ୟ ଟେକନିକାଲ୍ ଅଧିକାରୀ ଶ୍ରୀ ମୁକୁନ୍ଦ ପାର୍ଥସାରଥୀ, ବ୍ରିଗେଡିୟର୍ ନରେନ୍ଦ୍ର ସିଂହ, ଶ୍ରୀ ଦୀପକ୍ ଗୁପ୍ତା ପ୍ରମୁଖ । ତତ୍ ସହିତ ଓଡ଼ିଶା ଓ ଭାରତବର୍ଷର ଅନ୍ୟ ବହୁ ଗଣମାନ୍ୟ ବ୍ୟକ୍କିତ୍ୱ ଯଥା ସେନଚୁରିୟନ୍ ୟୁନିଭରସିଟିର କମ୍ୟୁନିଟି ମେଡିସିନ୍ ସେଂଟର ତଥା ଏସଓପିଏଏଚଏସର ନିର୍ଦ୍ଦେଶକ ପ୍ରୋ. ସୁନିଲ୍ କୁମାର ଝା, ଏ.ଆଇ.ପି.ଏଚ୍ ବିଶ୍ୱବିଦ୍ୟାଳୟର ଯୋଗ ଓ ପ୍ରାକୃତିକ ଚିକିତ୍ସା ବିଭାଗର ମୁଖ୍ୟ ଡକ୍ଟର୍ ଦିନେସ୍ ସ୍ୱାଇଁ ଓ ପ୍ରାକ୍ତନ୍ ଆଇପିଏସ୍ ଶ୍ରୀ ସନ୍ତୋଷ ଉପାଧ୍ୟାୟ ପ୍ରମୁଖ ଉପସ୍ଥିତ ଥିଲେ ।

ସମସ୍ତ ଅତିଥି ନିଜ ବକ୍ତବ୍ୟରେ ଡକ୍ଟର୍ ସତ୍ୟବ୍ରତ ମୀନକେତନଙ୍କ ପ୍ରାକୃତିକ ଚିକିତ୍ସାକେନ୍ଦ୍ର ହେଲ୍ଥଭିଲେର ଆନ୍ତର୍ଜାତିକ ଜନପ୍ରିୟତା ଓ ଉତମ ଗୁଣବତାର ଭୁରିଭୁରି ପ୍ରଶଂସା କରିବା ସହିତ ତାଙ୍କର ଏଭଳି ଜନହିତୈଷୀ  ଆଭିମୁଖ୍ୟକୁ ପ୍ରଶଂସା କରିଥିଲେ । ହେଲ୍ଥଭିଲେର ଡାଇରେକ୍ଟର୍ ଡକ୍ଟର୍ ମିଲିଣ୍ଡ ପରାସର୍ ମଧ୍ୟ ନିଜର ବକ୍ତବ୍ୟ ମାଧ୍ୟମରେ ପ୍ରାକୃତିକ ଚିକିତ୍ସାର ଆବଶ୍ୟକତା ଓ ଅତି ପ୍ରଭାବି ଗୁଣବତା ସମ୍ବନ୍ଧରେ ବିଶେଷ ଆଲେକପାତ କରିଥିଲେ  ୱେଲୋପାଥିର ବୈଷୟିକ ନିର୍ଦ୍ଦେଶକ ଶ୍ରୀ ତୁଷାରକାନ୍ତ ବିଶ୍ୱାଳ ମଧ୍ୟ ୱେଲୋପାଥି ସହିତ ହେଲ୍ଥଭିଲେର ମିଳିତ ଆୃଭିମୁଖ୍ୟକୁ ପ୍ରଶଂସା କରି କହିଥିଲେ ଏହାଦ୍ୱାରା ଏଡ଼ିଶା ତଥା ଭାରତବର୍ଷରେ ପ୍ରାକୃତିକ ଚିକତ୍ସା ପଦ୍ଧତି ଆହୁରି ମଜଭୁତ୍ ହେବ । ହେଲ୍ଥଭିଲେର ସମସ୍ତ ଚିକିତ୍ସାବିତ୍ ଓ କର୍ମକର୍ତା ଏହି ଭବ୍ୟ ସଭାରେ ଉପସ୍ଥିତ ଥିଲେ । ଓଡ଼ିଏମ୍ ଶିକ୍ଷା ସମୁହର ଶିକ୍ଷା ନିର୍ଦ୍ଦେଶକ ଡକ୍ଚର୍ ଆର୍ତତ୍ରାଣ ମିଶ୍ର ମଂଚ ସଂଚାଳନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026
ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

May 14, 2026
ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version