• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ରାଜ୍ୟ ରାଜପଥରେ ଟ୍ରକ ଅଟକାଇ ଲୁଟ କରିବା ମହଙ୍ଗା ପଡିଲା : ଯୁବକଙ୍କୁ ଗିରଫ ପରେ କୋର୍ଟ ଚାଲାଣ

Proprietor Abhimanyu Maharana by Proprietor Abhimanyu Maharana
September 7, 2024
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ରାଜ୍ୟ ରାଜପଥରେ ଟ୍ରକ ଅଟକାଇ ଲୁଟ କରିବା ମହଙ୍ଗା ପଡିଲା : ଯୁବକଙ୍କୁ ଗିରଫ ପରେ କୋର୍ଟ ଚାଲାଣ
Share on FacebookShare on TwitterWhatsapp

0୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅଞ୍ଚଳରେ ରାଜ ରାସ୍ତାରୁ ଏକ ଟ୍ରକ କୁ ଅଟକାଇ ଲୁଟ କରୁଥ‌ିବା ଜଣେ ଦୁର୍ବୃତ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିବା କ.ନୂଆଗାଁ ପୋଲିସ ପକ୍ଷରୁ ଜଣାପଡିଛି । ସୂଚନା ଅନୁସାରେ କଟକର ରତ୍ନାକର ବେହେରା ନାମକ ଜଣେ ବ୍ୟକ୍ତି ନିଜ ଟ୍ରକ ନଂ.ଓଡି-୦୨-ଇ-୬୩୨୨ ରେ ପ୍ଲାଷ୍ଟିକ ଧରି ବାଲିଗୁଡ଼ା ଦେଇ ଢେଙ୍କାନାଳ ଯାଉଥିବା ବେଳେ ଶୁକ୍ରବାର ରାତି ପ୍ରାୟ ୯ ଟା ସମୟରେ ଜଣେ ଅଜଣା ବ୍ୟକ୍ତି ଓଡି-୧୨-ଏଫ- ୭୦୪୮ ନଂ ମଟର ସାଇକେଲ ଯୋଗେ ପିଛା କରି କ.ନୂଆଗାଁ ଥାନା ଅଞ୍ଚଳର ପାଇବର ସାହି ନିକଟରେ ଜୋର ଜବରଦସ୍ତ ଗାଡ଼ିକୁ ଅଟକାଇ ଥିଲା ।

ପରେ ତାଙ୍କ ଠାରୁ ମୋବାଇଲ ଓ ପର୍ସ ଛଡାଇ ନେଇଥ‌ିବା ସହ ଫୋନପେକୁ ମଧ୍ଯ ପାଞ୍ଚ ହଜାର ଟଙ୍କା ପଠାଇବାକୁ ବାଧ୍ୟ କରିଥିଲା। ଏହାକୁ ନେଇ ରତ୍ନାକର କ.ନୂଆଗାଁ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲା l ଅଭିଯୋଗକୁ ଭିତ୍ତ କରି କ.ନୂଆଗାଁ ପୋଲିସ ଥାନା କେସ ନଂ ୧୩୬/୨୪, ଧାରା ୩୦୯ (୬) ବିଏନଏସ ମାମଲା ଋଜୁ କରିବା ସହିତ ଅନୁସନ୍ଧାନ କରି ଦୁର୍ବୃତ୍ତକୁ ଧରିବାରେ ସଫଳ ହୋଇଥିବା ବେଳେ ତାଠାରୁ ଉକ୍ତ ବାଇକ, ମୋବଇଲ, ପର୍ସ ଓ ନଗଦ ପାଞ୍ଚ ହଜାର ଟଙ୍କା ଜବତ କରି ଦୁର୍ବୃତ୍ତ ସାରଙ୍ଗଗଡ଼ ଥାନା ଅଞ୍ଚଳ ଦାସିଗୁଡ଼ାର ବସନ୍ଧ ବେହେରା (୪୦)କୁ ଗିରଫ କରି କୋର୍ଟ ଚାଲାଣ କରା ଯାଇଥିବା କ.ନୂଆଗାଁ ଥାନା ଅଧିକାରୀ ପି.ସ୍ବରୂପ କିଷାନ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version