• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୟୂରଭଞ୍ଜରେ ଗଡ଼ିଲା ସୁଭଦ୍ରା ଯୋଜନା ସଚେତନତା ରଥ

Proprietor Abhimanyu Maharana by Proprietor Abhimanyu Maharana
September 7, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ମୟୂରଭଞ୍ଜରେ ଗଡ଼ିଲା ସୁଭଦ୍ରା ଯୋଜନା ସଚେତନତା ରଥ
Share on FacebookShare on TwitterWhatsapp

ଯୋଜନା ସମ୍ପର୍କିତ ଭ୍ରମ ଓ ଭ୍ରାନ୍ତ ଦୂର କରି ଲୋକଙ୍କୁ ସଠିକ ତଥ୍ୟ ପ୍ରଦାନ କରିବା ଲକ୍ଷ୍ୟ : ମାନ୍ୟବର ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ

0୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା  :->  ମହିଳାଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାରଙ୍କ ବହୁ ଆକାଂକ୍ଷିତ ଯୋଜନା ସୁଭଦ୍ରାର ଫର୍ମ ବଣ୍ଟନ ଓ ଆବେଦନ ପ୍ରକ୍ରିୟା ଇତିମଧ୍ୟରେ ଆରମ୍ଭ ହୋଇସାରିଛି । ଏହି ଯୋଜନା ସମ୍ପର୍କିତ ଲୋକଙ୍କ ଭିତରେ ରହିଯାଇଥିବା ଭ୍ରମ ଓ ଭ୍ରାନ୍ତ ଧାରଣାକୁ ଦୂର କରି ହିତାଧିକାରୀଙ୍କୁ ସଠିକ ତଥ୍ୟ ପ୍ରଦାନ ପୂର୍ବକ ସଚେତନ କରିବା ଲକ୍ଷ୍ୟ ନେଇ ସମଗ୍ର ରାଜ୍ୟରେ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରାଯାଇଛି । ଏହିପରିପ୍ରେକ୍ଷୀରେ ଆଜି ମୟୂରଭଞ୍ଜ ଜିଲ୍ଲାର ସମସ୍ତ ୨୬ଟି ବ୍ଲକ ଓ ପୌରାଞ୍ଚଳର ଅଧିବାସୀଙ୍କୁ ସୁଭଦ୍ରା ଯୋଜନା ସମ୍ପର୍କିତ ସଚେତନତା ବାର୍ତ୍ତା ପ୍ରଦାନ କରିବା ପାଇଁ ୧୩ ଗୋଟି ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରାଯାଇଛି ।

ଶନିବାର ଦିନ ଶ୍ରୀ ଗଣେଶ ପୂଜା ଅବସରରେ ମୟୂରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାର୍ବଜନୀନ ଉଦ୍ୟୋଗ ବିଭାଗ, ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର ସବୁଜ ପତାକା ପ୍ରଦର୍ଶନ କରି ଆନୁଷ୍ଠାନିକ ଭାବେ ଏହି ସୁସଜ୍ଜିତ ରଥର ଶୁଭାରମ୍ଭ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବାରିପଦା ବିଧାୟକ ଶ୍ରୀ ପ୍ରକାଶ ସୋରେନ, ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ରଜନୀକାନ୍ତ ସ୍ୱାଇଁ, ବାରିପଦା ପୌରପାଳିକା ନିର୍ବାହୀ ଅଧିକାରିଣୀ ଡଃ ମଧୁସ୍ମିତା ସାମନ୍ତରାୟ, ଅତିରିକ୍ତ ଉନ୍ନୟନ ଅଧିକାରୀ ଶ୍ରୀ ଶାନ୍ତନୁ ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ଶ୍ରୀମତୀ ଅନ୍ନପୂର୍ଣ୍ଣା ସିଙ୍କୁ ଓ ଅନ୍ୟ ଜିଲ୍ଲା ଅଧିକାରୀ ଉପସ୍ଥିତ ଥିଲେ ।

ନିଜ ବିବୃତିରେ ମନ୍ତ୍ରୀ ଡଃ ମହାପାତ୍ର ଏହି ଯୋଜନା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱାଧୀନ ରାଜ୍ୟ ସରକାରଙ୍କ ମହିଳା ମାନଙ୍କ ପ୍ରତି ଥିବା ସମ୍ମାନ ଓ ସେମାନଙ୍କ କଲ୍ୟାଣ ଲାଗି ଥିବା ପ୍ରତିବଦ୍ଧତାର ପ୍ରମାଣ ବୋଲି କହିଥିଲେ ।ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ ଚାଲିଥିବା ଆବେଦନର କୌଣସି ଶେଷ ତାରିଖ ନାହିଁ, ସମସ୍ତ ଯୋଗ୍ୟା ମା ଓ ଭଉଣୀ ମାନଙ୍କୁ ଏହି ଯୋଜନାର ଲାଭ ନିଶ୍ଚୟ ମିଳିବ ବୋଲି କହିଥିଲେ । ସୂଚନା ଥାଉକି, ଏହି ସଚେତନତା ରଥ ଚଳିତ ମାସ ୧୬ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ବିଭିନ୍ନ ବ୍ଲକ ଓ ପୌରାଞ୍ଚଳ ଗସ୍ତ କରି ଲୋକଙ୍କୁ ସଚେତନ କରିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

April 25, 2026
ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

April 25, 2026
ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version