• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଇଡେମିସୁ ହୋଣ୍ଡା ଇଣ୍ଡିଆ ଟ୍ୟାଲେଂଟ୍ କପ୍‌ ଏନ୍‌ଏସ୍‌ଏଫ୍‌ ୨୫୦ ଆର୍‌ର ଚତୁର୍ଥ ପର୍ଯ୍ୟାୟ ପାଇଁ ହୋଣ୍ଡା ରେସିଂ ଇଣ୍ଡିଆର ଚାଳକମାନେ ପ୍ରସ୍ତୁତ

Proprietor Abhimanyu Maharana by Proprietor Abhimanyu Maharana
September 8, 2024
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
ଆଇଡେମିସୁ ହୋଣ୍ଡା ଇଣ୍ଡିଆ ଟ୍ୟାଲେଂଟ୍ କପ୍‌ ଏନ୍‌ଏସ୍‌ଏଫ୍‌ ୨୫୦ ଆର୍‌ର ଚତୁର୍ଥ ପର୍ଯ୍ୟାୟ ପାଇଁ ହୋଣ୍ଡା ରେସିଂ ଇଣ୍ଡିଆର ଚାଳକମାନେ ପ୍ରସ୍ତୁତ
Share on FacebookShare on TwitterWhatsapp

୦୮ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :-> ଚଳିତ ସପ୍ତାହାନ୍ତରେ ମାଡ୍ରାସ୍ ଇଂଟରନ୍ୟାସନାଲ୍ ସର୍କିଟ୍‌ରେ ଆଇଡେମିସୁ ହୋଣ୍ଡା ଇଣ୍ଡିଆ ଟ୍ୟାଲେଂଟ୍ କପ୍ ଏନ୍‌ଏସ୍‌ଏଫ୍‌୨୫୦ଆର୍‌ର ୨୦୨୪ ସିଜନର ଚତୁର୍ଥ ପର୍ଯ୍ୟାୟ ରେସ୍ ଅନୁଷ୍ଠିତ ହେବାକୁ ଯାଉଛି । ତୃତୀୟ ପର୍ଯ୍ୟାୟ ରେସ୍‌ରେ ରାଇଡର୍‌ଙ୍କ ମଧ୍ୟରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିଥିଲା । ଏହି ପ୍ରତିଯୋଗିତା ଶେଷ ପର୍ଯ୍ୟାୟରେ ପହଂଚିଥିବା ବେଳେ ଯୁବ ରାଇଡର୍‌ମାନେ ରେସ୍‌ ଟ୍ରାକ୍‌ରେ ସେମାନଙ୍କ ଦକ୍ଷତା ଓ ନିଷ୍ଠା ପ୍ରଦର୍ଶନ କରିବାକୁ ପ୍ରସ୍ତୁତ ରହିଛନ୍ତି । ପୂର୍ବ ପର୍ଯ୍ୟାୟ ରେସ୍‌ଗୁଡ଼ିକରେ ଏନ୍‌ଏସ୍‌ଏଫ୍‌୨୫୦ଆର୍‌ର ଓପନ୍ କ୍ଲାସ୍‌ରେ ଶ୍ରେଷ୍ଠ ପ୍ରଦର୍ଶନ ଦେଖିବାକୁ ମିଳିଥିଲା । ରେସ୍‌-୨ରେ ରାଇଡର୍ ସିଦ୍ଦେଶ ସାୱନ୍ତ ପ୍ରଥମ ସ୍ଥାନ ହାସଲ କରିଥିବା ବେଳେ ସେ ରେସ୍ ଉପରେ ନିୟନ୍ତ୍ରଣ ଓ ସ୍ଥିରତା ବଜାୟ ରଖିଛନ୍ତି । ଦ୍ୱିତୀୟରେ ରହିଥିଲେ ସାବିଆନ୍ ସାବୁ ବେଳେ ତୃତୀୟ ସ୍ଥାନରେ ରହିଥିଲେ ବିଦାନି ରାଜିନ୍ଦର । ଚେନ୍ନାଇରେ ହେବାକୁ ଥିବା ଆଗାମୀ ରେସ୍‌ରେ ଆକର୍ଷଣୀୟ ରୋମାଂଚ ଦେଖିବାକୁ ମିଳିବ ।

ସେଥିରେ ୧୧ ଜଣ ଯୁବ ରାଇଡର୍ ଅଂଶଗ୍ରହଣ କରି ସେମାନଙ୍କ ମୋଟୋ ୩ ରେସ୍‌ ମେସିନ୍ ଜରିଆରେ ରେସ୍ କରିବେ । ସେଥିରେ ହୋଣ୍ଡା ରେସିଂ ଇଣ୍ଡିଆର ଜଣେ ମହିଳା ରାଇଡର୍ ଜଗତଶ୍ରୀ କୁମାରେସନ ରହିଛନ୍ତି । ଆଇଡେମିସୁ ହୋଣ୍ଡା ଇଣ୍ଡିଆ ଟ୍ୟାଲେଂଟ୍ କପ୍ ହେଉଛି ଏକ ସମ୍ମାନଜନକ ପ୍ଲାଟଫର୍ମ ଯାହାକୁ ଉଭୟ ଜାତୀୟ ଓ ଅନ୍ତର୍ଜାତୀୟ ଚାମ୍ପିଅନ୍‌ସିପ୍ ପାଇଁ ପରବର୍ତୀ ପିଢ଼ିର ଚାଳକ ବିକାଶ ଓ ସମୃଦ୍ଧ କରିବାକୁ ପ୍ରସ୍ତୁତ କରାଯାଇଛି । ରେସିଂର ବିଭିନ୍ନ ସ୍ତର ଅତିକ୍ରମ କରିବା ଲାଗି ଯୁବ ରାଇଡରମାନଙ୍କ ନିମନ୍ତେ ଏକ ସୋପାନ ଭାବେ ଏହାକୁ ବିକାଶ କରାଯାଇଛି ।

ଏହି ଚାମ୍ପିଅନ୍‌ସିପ୍‌ରେ ରାଇଡର୍‌ମାନେ ହୋଣ୍ଡା ଏନ୍‌ଏସ୍‌ଏଫ୍‌୨୫୦ଆର୍ ମେସିନ୍‌କୁ ବ୍ୟବହାର କରୁଛନ୍ତି ଯାହାକୁ ମୋଟୋ ୩ ରେସିଂ ପାଇଁ ବିକାଶ କରାଯାଇଛି । ଏହି ଚାମ୍ପିଅନ୍‌ସିପ୍‌ର ପ୍ରମୁଖ ଉଦ୍ଦେଶ୍ୟ ହେଉଛି ପ୍ରତିଭାବାନ ରାଇଡର୍‌ମାନଙ୍କୁ ଚିହ୍ନଟ କରିବା ଓ ତାଲିମ ଦେଇ ସେମାନଙ୍କୁ ସମୃଦ୍ଧ କରିବା । ଏହା ଜରିଆରେ ଭାରତୀୟ ରାଇଡର୍‌ମାନେ ପ୍ରଫେସନାଲ୍ ମୋଟର ରେସିଂ ଦୁନିଆରେ ପ୍ରବେଶ କରିପାରୁଛନ୍ତି । ଆଇଡେମିସୁ ହୋଣ୍ଡା ଇଣ୍ଡିଆ ଟ୍ୟାଲେଂଟ୍ କପ୍‌ରେ ପାଂଚଟି ରାଉଣ୍ଡ ରହିଛି ଯାହାର ପ୍ରଥମ ରାଉଣ୍ଡ ୨୦୨୪ ଜୁନ୍ ୧୪-୧୬ ପର୍ଯ୍ୟନ୍ତ ମାଡ୍ରାସ ଇଂଟରନ୍ୟାସନାଲ୍‌ ସର୍କିଟ୍‌ରେ ହୋଇଥିଲା । ଚତୁର୍ଥ ରାଉଣ୍ଡ ୨୦୨୪ ସେପ୍ଟେମ୍ବର ସେହି ରାଉଣ୍ଡରେ ଅନୁଷ୍ଠିତ ହେବ । ପଂଚମ ରାଉଣ୍ଡକୁ ସମାନ ଟ୍ରାକ୍‌ରେ ଅକ୍ଟୋବରରେ ଆୟୋଜନ କରାଯିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

October 15, 2026
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

October 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ “ସୁରଭି-୨୦୨୬” ଉଦଯାପିତ

October 15, 2026
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

ଉତ୍କଳ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର : ୬ ଘଣ୍ଟାର ଅକ୍ଳାନ୍ତ ପ୍ରୟାସରେ ଯୋଡ଼ା ହେଲା ଯୁବକଙ୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ବାମ ହାତ

October 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version