• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୟୂରଭଞ୍ଜରେ ଆରମ୍ଭ ହେଲା ସି.ଏମ-କିଷାନ ଯୋଜନା

Proprietor Abhimanyu Maharana by Proprietor Abhimanyu Maharana
September 9, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ମୟୂରଭଞ୍ଜରେ ଆରମ୍ଭ ହେଲା ସି.ଏମ-କିଷାନ ଯୋଜନା
Share on FacebookShare on TwitterWhatsapp

୦୮ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା  :-> ପବିତ୍ର ନୂଆଁଖାଇ ଶୁଭ ଅବସରରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ କରକମଳରେ ସି.ଏମ-କିଷାନ ସହାୟତା ରାଶି ପ୍ରଦାନ କରାଯାଇଅଛି । ରବିବାର ଦିନ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ତରଫରୁ ସି.ଏମ-କିଷାନ କାର୍ଯ୍ୟକ୍ରମ ସ୍ଥାନୀୟ ଓଶ୍ଵାନ ହଲ ଠାରେ ଅନୁଷ୍ଠିତ ହୋଇଅଛି । ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନନୀୟ ମୁଖ୍ୟ ଅତିଥି ଭାବରେ ମାନ୍ୟବର ମନ୍ତ୍ରୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାର୍ବଜନୀନ ଉଦ୍ୟୋଗ ବିଭାଗ, ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର ଯୋଗଦାନ କରିଥିଲେ ଏବଂ ଜିଲ୍ଲାପାଳ ମୟୂରଭଞ୍ଜ, ଶ୍ରୀ ହେମକାନ୍ତ ସୟ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ବିଶେଷ କରି ଏହି କାର୍ଯ୍ୟକ୍ରମରେ ସମ୍ବଲପୁର ଠାରୁ ଆଭାସୀ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ସମଗ୍ର ରାଜ୍ୟବାସୀଙ୍କୁ ଉଦ୍ବୋଧନ ଦେବା ସହିତ ଓଡ଼ିଶାର ଚାଷୀ ଭାଇ ଓ ଭଉଣୀ ମାନଙ୍କ ପାଇଁ ୩ଟି କୃଷି ପୋର୍ଟାଲ ଯଥା: ସି.ଏମ-କିଷାନ, ପି.ଏମ.କିଷାନ ଓ କୃଷକ ଇଉନିଫାଏଡ ପୋର୍ଟାଲ ର ଉନ୍ମୋଚନ କରି କୃଷି ବିଭାଗ ଏବଂ ଅନୂସାଙ୍ଗିକ ବିଭାଗର ଯୋଜନାର ସଫଳ ରୂପାୟନ କରିଛନ୍ତି। ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରାୟ ୪୬ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନ କୃଷକ ପରିବାରଙ୍କୁ ୯୨୫ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଆର୍ଥିକ ସହାୟତା ଡ଼ିବିଟି ମାଧ୍ୟମରେ ହସ୍ତାନ୍ତର କରିଛନ୍ତି ।
ଏହି ପରିପ୍ରେକ୍ଷୀରେ, ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ମୟୂରଭଂଜର ୨୫ ଜଣ ସି.ଏମ-କିଷାନ ହିତାଧିକାରୀ ଯୋଗ ଦେଇଛନ୍ତି ଏଠି ସହିତ ପ୍ରତି ବ୍ଲକ ସ୍ତରୀୟ କାର୍ଯ୍ୟକ୍ରମରେ ୧୦ଜଣ ଲେଖାଏଁ ସି.ଏମ-କିଷାନର ହିତାଧିକାରୀ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ । ଏହି ଯୋଜନାରେ ସରକାର ବସ୍ତ୍ରହକୁ ଦୁଇଥର ଖରିଫ ଏବଂ ରବି ଋତୁରେ ୨୦୦୦ ଟଙ୍କା ପ୍ରୋତ୍ସାହନ ରାଶି ବ୍ୟାସଙ୍କ ଖଟକୁ ସିଧାସଳଖ ଭାବରେ ପ୍ରଦାନ କରୁଛନ୍ତି ଏବଂ ଭୂମି-ହୀନ କୃଷକ ମାନଙ୍କ ପାଇଁ ବର୍ଷକୁ ଥରୁଟିଏ ୧୨,୫୦୦ ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରିବାର ସୁବିଧା ଅଛି ।

ସୂଚନା ଥାଉକି, ମୟୂରଭଞ୍ଜ ଜିଲ୍ଲାରେ ଏହି ଯୋଜନାରେ ୩,୨୪,୭୯୦ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ୧୫୫୫ ଭୂମିହୀନ କୃଷକ ପରିବାର ଉପକୃତ ହୋଇଛନ୍ତି । ଏଥି ସହିତ ଆଗାମୀ ଦିନ ମାନଙ୍କରେ ସରକାରୀ ଅନୁଷ୍ଠାନରେ ପାଠ ପଢ଼ୁଥିବା କ୍ଷୁଦ୍ର ଏବଂ ନାମମାତ୍ର କୃଷକଙ୍କ ପିଲାମାନଙ୍କୁ, କୃଷି ବିଦ୍ୟା ନିଧି ଯୋଜନା ମାଧ୍ୟମରେ ଛାତ୍ରବୃତ୍ତି ପ୍ରଦାନ କରାଯିବାର ଯୋଜନା ମଧ୍ୟ ଅଛି । ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଶ୍ରୀ ସିଦ୍ଧାର୍ଥ ବେହୁରିଆ, ମାନ୍ୟବର ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚ୍ଚିବ, ଶ୍ରୀ ରାମଚନ୍ଦ୍ର ସୋରେନ, କୃଷି ଯୋଜନା ଅଧିକାରୀ ଶ୍ରୀ ସୁଧାଂଶୁ ଶେଖର ପଣ୍ଡା, ପ୍ରମୁଖ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

April 25, 2026
ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 25, 2026
ବାରଙ୍ଗ ଗଙ୍ଗେଶ୍ୱର ଅଞ୍ଚଳରୁ ଗ୍ୟାସ୍ ସିଲିଣ୍ଡର୍ ସହ ବହୁ ଆନୁଷଙ୍ଗିକ ସାମଗ୍ରୀ ଜବତ

ବାରଙ୍ଗ ଗଙ୍ଗେଶ୍ୱର ଅଞ୍ଚଳରୁ ଗ୍ୟାସ୍ ସିଲିଣ୍ଡର୍ ସହ ବହୁ ଆନୁଷଙ୍ଗିକ ସାମଗ୍ରୀ ଜବତ

April 25, 2026
ସାଇ ଆରାଧନା ଦିବସ 

ସାଇ ଆରାଧନା ଦିବସ 

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

April 25, 2026
ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version