• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସୁଭଦ୍ରା ଯୋଜନାରେ ଆବେଦନ ପାଇଁ ମହିଳାମାନଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି : ବ୍ୟବସ୍ଥାକୁ ଅଧିକ ସହଜ ଓ ସରଳ କରିବା ଉପରେ – ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ

Proprietor Abhimanyu Maharana by Proprietor Abhimanyu Maharana
September 9, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସୁଭଦ୍ରା ଯୋଜନାରେ ଆବେଦନ ପାଇଁ ମହିଳାମାନଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି : ବ୍ୟବସ୍ଥାକୁ ଅଧିକ ସହଜ ଓ ସରଳ କରିବା ଉପରେ – ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ
Share on FacebookShare on TwitterWhatsapp

୦୮ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  ଭୁବନେଶ୍ୱର :->  ସୁଭଦ୍ରା ଯୋଜନା ଏକ ଜନକଲ୍ୟାଣକାରୀ ଯୋଜନା । ଏହି ଯୋଜନାରୁ ମହିଳାମାନେ ସୁବିଧା ନେବା ପାଇଁ ସେମାନଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି । ସେଥିପାଇଁ ବିଭିନ୍ନ କମନ ସର୍ଭିସ ସେଣ୍ଚର ଏବଂ ମୋ ସେବା କେନ୍ଦ୍ରରେ ପ୍ରତିଦିନ ନାମ ପଞ୍ଜୀକରଣ ପାଇଁ ଭିଡ଼ ପରିଲକ୍ଷିତ ହେଉଛି । ଏହି ପରିପ୍ରେକ୍ଷୀରେ ଫର୍ମ ଆବେଦନ ପ୍ରକ୍ରିୟାକୁ କିପରି ଆହୁରି ସରଳ ଓ ସହଜ କରାଯାଇପାରିବ, ସେଥିପାଇଁ ଆଜି ଅପରାହ୍ଣରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେସନ ସେଣ୍ଟର(ଓକାକ) ଠାରେ ଅନୁଷ୍ଠିତ ଏକ ବୈଠକରେ ଆଲୋଚନା କରିଥିଲେ ।

ବୈଠକରେ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭିଗର ପ୍ରମୁଖ ଶାସନ ସଚିବ ତଥା ଓକାକର ଅଧ୍ୟକ୍ଷ ଶ୍ରୀ ବିଶାଳ କୁମାର ଦେବ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ମହିଳା ଓ ଶିଶୁ ବିକାଶ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ଏବଂ ବିଜ୍ଞାନ ଓ ବୈଷୟିକ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଆରୁମୁଗମଙ୍କ ସମେତ କମନ ସର୍ଭିସ୍ ସେଣ୍ଚରର ମୁଖ୍ୟ ବୈଷୟିକ ଅଧିକାରୀ ଏବଂ ମୋ ସେବା କେନ୍ଦ୍ରର ମୁଖ୍ୟ ପରିଚାଳନା ଅଧିକାରୀ ଏବଂ ଅନ୍ୟ ବୈଷୟିକ ବିଶେଷଜ୍ଞ ସହିତ ଆଲୋଚନା କରାଯାଇଥିଲା । ଷ୍ଟେଟ୍ ଡାଟା ସେଣ୍ଚର,ଓକାକ୍ ରେ ଅତ୍ୟାଧୁନିକ ଜ୍ଞାନ କୌଶଳରେ ସ୍ଥାପିତ ଡାଟା ସେଣ୍ଟର ରହିଛି ।

ଆବେଦନକାରୀ ଯେପରି ଠିକ୍ ଭାବେ ବ୍ୟବସ୍ଥା ମଧ୍ୟରେ ଶୀଘ୍ର ଆବେଦନ କରିପାରିବେ, ସେଥିପ୍ରତି ଦୃଷ୍ଟି ଦିଆଯାଇ ସମସ୍ତ ବୈଷୟିକ ଦିଗ ପ୍ରତି ତ୍ୱରିତ ପଦକ୍ଷେପ ନିଆଯାଉଛି । ଆବେଦନ ପ୍ରକିୟାରେ କିପରି ଆହୁରି ସହଜ କରାଯାଇ ପାରିବ ଏବଂ ଆବେଦନକାରୀମାନେ ଶୀଘ୍ର ଫର୍ମ ଦାଖଲ କରିପାରିବେ, ସେଥିପାଇଁ ବ୍ୟବସ୍ଥାରେ ଅଧିକ ସହଜ , ସରଳ ଓ ବିକଶିତ କରିବା ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଥିଲେ । ଅନ୍ୟ ପକ୍ଷରେ ଆବେଦନକାରୀଙ୍କ ନିକଟରେ ଫର୍ମ ପହଁଚାଇବାରେ ଏବଂ ଆବେଦନ କରିବାରେ ସହାୟତା କରିବାରେ ବିଶେଷ କରି ଅଙ୍ଗନଓ୍ୱାଡି କର୍ମୀଙ୍କ ଭୂମିକା ପ୍ରଶଂସନୀୟ ରହିଥିବା ବୈଠକରେ ଆଲୋଚନା କରାଯାଇଥିଲା ।

ପରେ ପରେ ସଂଧ୍ୟାରେ ଲୋକସେବା ଭବନରେ ଅନୁଷ୍ଠିତ ଏକ ବୈଠକରେ ଆଭାସୀ ବୈଠକ ମାଧ୍ୟମରେ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରାଯାଇ ସୁଭଦ୍ରା ଯୋଜନାରେ ଆବେଦନ ପ୍ରକ୍ରିୟାର ସରଳୀକରଣ ଓ ସୁବ୍ୟବସ୍ଥା ସଂପର୍କରେ ଅବଗତ କରାଯାଇ ଆଲୋଚନା କରାଯାଇଥିଲା । ଆଜି ରବିବାର ଛୁଟି ଦିନ ତଥା ନୂଆଁଖାଇ ପର୍ବ ଥିବା ସତ୍ତ୍ୱେ ସୁଭଦ୍ରା ଯୋଜନାରେ ହିତାଧିକାରୀ ମା’ ଭଉଣୀମାନଙ୍କ ପାଇଁ ଯେପରି ଫର୍ମ ଦାଖଲ ପ୍ରକ୍ରିୟା ସୁବିଧା ଜନକ ହେବ, ସେଥିପାଇଁ ରାଜ୍ୟ ପ୍ରଶାସନର ରାଜ୍ୟସ୍ତରୀୟ ଅଧିକାରୀମାନଙ୍କ ଠାରୁ ଆରମ୍ଭ କରି ଜିଲ୍ଲାସ୍ତରରେ ସମସ୍ତେ ଚଳଚଞ୍ଚଳ ରହି ବ୍ୟବସ୍ଥାର ସୁପରିଚାଳନା ପାଇଁ ତଦାରଖ ଓ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରିଥିଲେ ଏବଂ ଏହି ପ୍ରକ୍ରିୟା ଜାରି ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

July 6, 2026
ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

July 6, 2026
ମହାପ୍ରଭୁଙ୍କ ସେବାରେ ସର୍ବକନିଷ୍ଠ ଦଇତାପତି ଶ୍ରୀଅଂଶ

ମହାପ୍ରଭୁଙ୍କ ସେବାରେ ସର୍ବକନିଷ୍ଠ ଦଇତାପତି ଶ୍ରୀଅଂଶ

July 6, 2026
ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ଜଣ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର

ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ଜଣ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର

July 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

ରିଜିଓନାଲ ଏଆଇଏମ ସମ୍ବାଦ-ଇଷ୍ଟ ଚାପ୍ଟର ଆୟୋଜିତ

July 6, 2026
ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

ତୁରେକେଲାରେ ୭୭ତମ ବନ ମହୋତ୍ସବ : ଆଗାମୀ ପିଢ଼ି ପାଇଁ ଗଛ ଲଗାଇବାକୁ ଆହ୍ୱାନ

July 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version