• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉତ୍କଳ ସାହିତ୍ୟ ସମାଜ ସମ୍ମାନ ଘୋଷିତକଥାଶିଳ୍ପୀ ଶାନ୍ତନୁ କୁମାର ଆଚାର୍ଯ୍ୟଙ୍କୁ ‘ଉକଳ ରତ୍ନ’ବରିଷ୍ଠ ସାମ୍ବାଦିକ ରବି ରଥ ପାଇବେ ‘ଉଦୟନାଥ ଷଡ଼ଙ୍ଗୀ ସାମ୍ୱାଦିକତା ସମ୍ମାନ’

Proprietor Abhimanyu Maharana by Proprietor Abhimanyu Maharana
September 10, 2024
in ଓଡ଼ିଶା, ଗଜପତି, ହୋମ୍
0
ଉତ୍କଳ ସାହିତ୍ୟ ସମାଜ ସମ୍ମାନ ଘୋଷିତକଥାଶିଳ୍ପୀ ଶାନ୍ତନୁ କୁମାର ଆଚାର୍ଯ୍ୟଙ୍କୁ ‘ଉକଳ ରତ୍ନ’ବରିଷ୍ଠ ସାମ୍ବାଦିକ ରବି ରଥ ପାଇବେ ‘ଉଦୟନାଥ ଷଡ଼ଙ୍ଗୀ ସାମ୍ୱାଦିକତା ସମ୍ମାନ’
Share on FacebookShare on TwitterWhatsapp

୦୯ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି  :->  ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ବିଶିଷ୍ଟ କଥାକାର ଶାନ୍ତନୁ କୁମାର ଆଚାର୍ଯ୍ୟଙ୍କୁ ଚଳିତବର୍ଷ ଅନୁଷ୍ଠାନର ସର୍ବୋଚ୍ଚ ସମ୍ମାନ ‘ଉତ୍କଳ ରତ୍ନ’ ପ୍ରଦାନ କରାଯିବ। ଅନ୍ୟମାନଙ୍କ ମଧ୍ୟରେ କୃପାସାଗର ସାହୁଙ୍କୁ ‘ଶୁକଦେବ ସାହୁ ଉପନ୍ୟାସ ସମ୍ମାନ, ରବି ସ୍ବାଇଁଙ୍କୁ ‘ଫକୀରମୋହନ କ୍ଷୁଦ୍ରଗଳ୍ପ ସମ୍ମାନ, ଡ. ବୈଜୟନ୍ତୀ ମିଶ୍ରଙ୍କୁ ‘ରାମଚନ୍ଦ୍ର ମିଶ୍ର ନାଟକ ସମ୍ମାନ”, ଡାକ୍ତର ପ୍ରସନ୍ନ କୁମାର ରାଠୋରଙ୍କୁ ‘ପ୍ରାଣକୃଷ୍ଣ ପରିଜା ବିଜ୍ଞାନ ସାହିତ୍ୟ ସମ୍ମାନ, ଦୁର୍ଗାଚରଣ ଷଡ଼ଙ୍ଗୀଙ୍କୁ ‘ଗଙ୍ଗାଧର ମେହେର କବିତା ସମ୍ମାନ’, ଡ. ବେଣୁଧର ପାଢୀଙ୍କୁ ‘ଗୋପୀନାଥ ନନ୍ଦ ପ୍ରବନ୍ଧ -ସମାଲୋଚନା ସାହିତ୍ୟ ସମ୍ମାନ, ଡ. ରାଜକିଶୋର ପାଢୀଙ୍କୁ ‘ରାମକୃଷ୍ଣ ନନ୍ଦ ଶିଶୁ-ସାହିତ୍ୟ ସମ୍ମାନ,

ନମ୍ରତା ଦାସଙ୍କୁ ‘ବୈଷ୍ଣବ ପାଣି କଳା ସମ୍ମାନ, କ୍ଷୀରୋଦ ପରିଡ଼ାଙ୍କୁ ‘ପ୍ରଫୁଲ୍ଲ ଦାସ ଅନୁବାଦ ସାହିତ୍ୟ ସମ୍ମାନ, ଡ, ସଂଗୀତା ରଥଙ୍କୁ ‘ରାଧାନାଥ ରଥ ସମ୍ବାଦ ସାହିତ୍ୟ ସମ୍ମାନ, ଡ. ଶାନ୍ତନୁ କୁମାର ରଥଙ୍କୁ ‘ଗୋବିନ୍ଦ ନାରାୟଣ ଆଧ୍ୟାତ୍ମିକ ସାହିତ୍ୟ ସମ୍ମାନ, ଡ. ତୁଳସୀ ଓଝାଙ୍କୁ ‘ବସନ୍ତ କୁମାରୀ ଦେବୀ ଲେଖୁ ସମ୍ମାନ, ଗୌରାଙ୍ଗ ଚରଣ ପରିଡ଼ାଙ୍କୁ ‘ବିଦ୍ୟାଧର ମିଶ୍ର ଜୀବନୀ ସାହିତ୍ୟ ସମ୍ମାନ, ନବୀନର ସମ୍ପାଦକ ରବି ରଥଙ୍କୁ ‘ଉଦୟନାଥ ଷଡ଼ଙ୍ଗୀ ସାମ୍ବାଦିକତା ସମ୍ମାନ, ରତ୍ନାକର ବେହେରା( ସର୍ବଗିଳା) ଙ୍କୁ ‘ନୀରଦପ୍ରଭା ହାସ୍ୟବ୍ୟଙ୍ଗ ସମ୍ମାନ, ରମା ଦେବୀଙ୍କୁ ‘ବିଶ୍ଵନାଥ ମିଶ୍ର ଆତ୍ମଜୀବନୀ ସମ୍ମାନ, ଯୋଗାନନ୍ଦ ସାହୁଙ୍କୁ ‘ନବରୂପା ରାଜ ଗୀତିକବିତା ସମ୍ମାନ, ରାମହରି ଦାସଙ୍କୁ ‘କବିଚନ୍ଦ୍ର ସଂଗୀତଗୁରୁ ସମ୍ମାନ,

ଦେବାଶିଷ ମହାପାତ୍ରଙ୍କୁ ଭିକାରୀ ବଳ କଣ୍ଠଶିଳ୍ପୀ ସମ୍ମାନ, ସତ୍ୟନାରାୟଣ ମିଶ୍ରଙ୍କୁ ‘ବିକ୍ରମ ଦାସ ଭ୍ରମଣ କାହାଣୀ ସମ୍ମାନ, ସତ୍ୟନାରାୟଣ ଗନ୍ତାୟନ୍ତଙ୍କୁ ‘ପ୍ରଭା ପଟେଲ ରମ୍ୟରଚନା ଓ ଲଳିତ ନିବନ୍ଧ ସମ୍ମାନ, ନଗେନ୍ଦ୍ରନାଥ ସ୍ବାଇଁଙ୍କୁ ‘ବ୍ରହ୍ମାନନ୍ଦ ପଣ୍ଡା ସାଂସ୍କୃତିକ ସଂଗଠକ ସମ୍ମାନ ଚିତ୍ତରଂଜନ ଚିରଞ୍ଜିତଙ୍କୁ ‘କୈଳାସ ଚନ୍ଦ୍ର ସିଂହ ଯୁବ ସାରସ୍ଵତ ସମ୍ମାନ, ଉମେଶ ପ୍ରସାଦ ସାହୁ (ଭାରତଭାରତୀ)ଙ୍କୁ ‘ଦେବବ୍ରତ କର ପ୍ରକାଶକ ସମ୍ମାନ ଡ. ଗୋପବନ୍ଧୁ ମହାନ୍ତିଙ୍କୁ ‘ନିରଞ୍ଜନ ଦାସ ଭାଷା ସମ୍ମାନ ଶୈଳରାଣୀ ମିଶ୍ରଙ୍କୁ ‘ବାଗ୍ମୀ ବିଶ୍ଵନାଥ କର ସମ୍ପାଦନା ସମ୍ମାନ ଓ ବିଜୟ କୁମାର ପ୍ରଧାନଙ୍କୁ ‘ସୁନାମଣି ସାମଲ ଚିତ୍ରଶିଳ୍ପୀ ସମ୍ମାନ ପ୍ରଦାନ କରାଯିବ।

ବିଚାରକମାନଙ୍କ ଚୂଡ଼ାନ୍ତ ରାୟ ଅନୁଷ୍ଠାନର ସଭାପତି ଡ. ଗୋବିନ୍ଦ ଚନ୍ଦ୍ର ଚାନ୍ଦଙ୍କ ସଭାପତିତ୍ଵରେ ଅନୁଷ୍ଠିତ କାର୍ଯ୍ୟନିର୍ବାହିକା ସମିତି ବୈଠକରେ ଏହି ନିଷ୍ପତ୍ତି ଗୃହୀତ ହୋଇଛି। ଏହି ପୁରସ୍କାରଗୁଡିକ ଚଳିତମାସ 22 ତାରିଖ ରବିବାର ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ଉତ୍କଳ ସାହିତ୍ୟ ସମାଜର ବାର୍ଷିକ ସମାବର୍ତ୍ତନ ଉତ୍ସବରେ ପ୍ରଦାନ କରାଯିବ। ଏହି ବାର୍ଷିକ ସମାବର୍ତ୍ତନ ଉତ୍ସବ ସେପ୍ଟେମ୍ବର 21 ତାରିଖ ଶନିବାର ଉଦ୍‌‍ଘାଟନ ହେବ ଏବଂ ସେପ୍ଟେମ୍ବର 22 ତାରିଖ ଅପରାହ୍ନ 3ଟା 30ମିନିଟ୍‌‍ ସମୟରେ ସାଧାରଣ ଅଧିବେଶନ ଓ ସାଙ୍ଗଠନିକ ଆଲୋଚନା ସଭା ଅନୁଷ୍ଠିତ ହେବ ବୋଲି ସାଧାରଣ ସମ୍ପାଦକ ଆଦିତ୍ୟ ପ୍ରତାପ ଧଳ, ସଙ୍ଗଠନ ସମ୍ପାଦକ ସୁନାମଣି ରାଉତ ଜଣାଇଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 3, 2026
ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

October 2, 2026
ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍‌ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ

ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍‌ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ

October 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version