No Result
View All Result
୧୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ପୋଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି।ଏହା ଅଗଷ୍ଟ ୩୦ ତାରିଖ ଠାରୁ ନଭେମ୍ବର ୨୭ ତାରିଖ ୯୦ ଦିନ ପର୍ଯ୍ୟନ୍ତ ପୁରୀ ଜିଲ୍ଲାର ସମସ୍ତ ପୋଲିସ ଷ୍ଟେସନ ଅଞ୍ଚଳ, ପୁରୀ ମୁନିସିପାଲ୍ଟି, ପିପିଲି,
କୋଣାର୍କ ଓ ନିମାପଡା ଏନ ଏ ସି ଅଞ୍ଚଳରେ ବଳବତ୍ତର ରହିବ । ଏହି ସମୟ ମଧ୍ୟରେ ବିନା ଅନୁମତିରେ ସଭା, ଶୋଭାଯାତ୍ରା, ମାଇକ ବ୍ୟବହାର କୁ ବେଆଇନ ଘୋଷଣା କରାଯାଇଛି ବୋଲି ଏସ ପି ପିନାକ ମିଶ୍ର ସୂଚନା ଦେଇଛନ୍ତି ।
No Result
View All Result