• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା ଶାନ୍ତି ଶୃଙ୍ଖଳା ସହ ସମ୍ପନ୍ନ

Proprietor Abhimanyu Maharana by Proprietor Abhimanyu Maharana
September 14, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା ଶାନ୍ତି ଶୃଙ୍ଖଳା ସହ ସମ୍ପନ୍ନ
Share on FacebookShare on TwitterWhatsapp

୧୩ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦମହକୁମାରେ ଥିବା ନୂଆଗାଁ ଉଚ୍ଚ ବିଦ୍ୟାଳୟ ରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଆନୁକୂଲ୍ୟରେ ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟଅତିଥି ଭାବେ ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଯୋଗଦେଇ ପ୍ରତିଯୋଗିତା ହେବାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ପିଲାମାନଙ୍କ ମଧ୍ୟରେ ଦକ୍ଷତା ବୃଦ୍ଧି କରିବା , ଗୁଣାତ୍ମକ ଶିକ୍ଷା ର ବିକାଶ କରିବା ବୋଲି କହିଥିଲେ। ତତ୍ ସହିତ ପ୍ରତ୍ୟକ କ୍ଷେତ୍ରରେ ବିକାଶ ପାଇଁ ଆଗ୍ରହର ଆବଶ୍ୟକତା ଅଛି ବୋଲି ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ କହିଥିଲେ। ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ କବିତା ଦାସ, ଜ୍ୟୋତ୍ସ୍ନାରାଣୀ ସେଠୀ,ନୂଆଗାଁ ହାଇସ୍କୁଲ୍ ର ପ୍ରଧାନ ଶିକ୍ଷକ ଭୀମସେନ ଦାସ,

ସି ଆର୍ ସି ସି ବିଭୂତି ଭୂଷଣ ମିଶ୍ର ପ୍ରମୁଖ ଯୋଗଦେଇ ଏହି କାର୍ଯ୍ୟକ୍ରମ ଦ୍ବାରା କିପରି ଛାତ୍ର ଛାତ୍ରୀ ମାନଙ୍କ ଅନ୍ତର୍ନିହିତ ଗୁଣାବଳୀ ର ବିକାଶ ହୋଇଥାଏ ସେ ଉପରେ କହିଥିଲେ। ପ୍ରାଥମିକ, ଉଚ୍ଚ ପ୍ରାଥମିକ ଏବଂ ମାଧ୍ୟମିକ ସ୍ତରରେ ୨୩୦ ଜଣ ଛାତ୍ର ଛାତ୍ରୀ କୁଇଜ୍ ପ୍ରତିଯୋଗିତା ପାଇଁ ନାମ ପଞ୍ଜୀକୃତ କରିଥିଲେ ।କୁଇଜ୍ ପ୍ରତିଯୋଗିତା ରେ ସବ୍ ଜୁନିଅର ବର୍ଗ ରେ ନୂଆଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟ ର ଚତୁର୍ଥ ଶ୍ରେଣୀ ଛାତ୍ର ସାହିଲ କୁମାର ପରିଡ଼ା ପ୍ରଥମ, ପୋଖରା ସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ର ପଞ୍ଚମ ଶ୍ରେଣୀ ଛାତ୍ର ଆଶ୍ରିବାଦ୍ ସାହୁ ଦ୍ଵିତୀୟ,ହରିପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ର ପଞ୍ଚମ ଶ୍ରେଣୀ ଛାତ୍ରୀ ରୁଦ୍ରାଣୀ ବେହେରା ତୃତୀୟ ସ୍ଥାନ ଅଧିକାର କରିଥିଲେ।ସେହିପରି ଜୁନିଅର ବର୍ଗ ରେ ଗାତେରୀ ହଜାରୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର ସପ୍ତମ ଶ୍ରେଣୀ ଛାତ୍ରୀ ଲକ୍ଷ୍ମୀପ୍ରିୟା ଚୌଧୁରୀ ପ୍ରଥମ,ନୂଆଗାଁ ଆଦର୍ଶ ବିଦ୍ୟାଳୟ ଅଷ୍ଟମ ଶ୍ରେଣୀ ଛାତ୍ର ଆୟୁଷ ପ୍ରସାଦ ବେହେରା ଦ୍ଵିତୀୟ,

ବାହାଡ଼ ଝୋଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସପ୍ତମ ଶ୍ରେଣୀ ଛାତ୍ର ତନ୍ମୟ କୁମାର ସାହୁ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ସିନିଅର ବର୍ଗ ରେ ବାହାଡ ଝୋଲା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ଦଶମ ଶ୍ରେଣୀ ଛାତ୍ରୀ ଆରାଧ୍ୟ ସିଂ ସାମନ୍ତ ପ୍ରଥମ , ମହିପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ନବମ ଶ୍ରେଣୀ ଛାତ୍ରୀ ରଶ୍ମିତା ସାହୁ ଦ୍ଵିତୀୟ, ଗାତେରୀ ସରକାରୀ ହଜାରି ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର ନବମ ଶ୍ରେଣୀ ଛାତ୍ରୀ ଲିପା ସାହୁ ତୃତୀୟ ସ୍ଥାନ ଅଧିକାର କରିଛନ୍ତି।କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ଙ୍କୁ ମୁଖ୍ୟଅତିଥି ଓ ସମ୍ମାନୀତ ଅତିଥି ପୁରସ୍କୃତ କରିଥଲେ।

ଏହି କାର୍ଯ୍ୟକ୍ରମ କୁ ସି ଆର୍ ସି ସି କୈଳାଶ ନାୟକ ପରିଚାଳନା କରିଥିବା ବେଳେ ସମସ୍ତ ସି ଆର୍ ସି ସି ,ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ। ଛାତ୍ର ଛାତ୍ରୀ ମାନଙ୍କ ବ୍ରେକ୍ ଫାଷ୍ଟ ଓ ଲଞ୍ଚ ର ବ୍ୟବସ୍ଥା କରାଯାଇଥିଲା। ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଏହି କାର୍ଯ୍ୟକ୍ରମ ପାଇଁ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ଉପାଧ୍ୟକ୍ଷ,ସରପଞ୍ଚ, ସମିତି ସଭ୍ୟା ଙ୍କୁ ନିମନ୍ତ୍ରିତ କରିଥିଲେ କିନ୍ତୁ କୌଣସି କାରଣ ବଶତଃ ଯୋଗ ଦେଇପାରିନଥିଲେ।ଶାନ୍ତି ଶୃଙ୍ଖଳା ସହ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଥିବାରୁ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ସରପଞ୍ଚ ଅମିତା ପରିଡ଼ା,ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳୀ ସାସମଲ ଅତ୍ୟନ୍ତ ଖୁସି ପ୍ରକାଶ କରିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version