• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଣପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି…

Proprietor Abhimanyu Maharana by Proprietor Abhimanyu Maharana
September 14, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବାଣପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି…
Share on FacebookShare on TwitterWhatsapp

୧୩ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଣପୁର :-> ମା’ ଭଗବତୀ ମନ୍ଦିରର ଜଣେ ସେବାୟତ ବାଣପୁର ଓକିଲ ସଂଘର ସମ୍ପାଦକ ଏବଂ ଅନ୍ୟ ଓକିଲମାନଙ୍କୁ ଦୁର୍ବ୍ୟବହାର କରି ଜେଲ ଯାଇଥିବା ଜଣାପଡିଛି l ଥାନାରେ ହୋଇଥିବା ଅଭିଯୋଗ ମୁତାବକ ଚଳିତ ବୁଧବାର ଅପରାହ୍ନରେ ବାଣପୁର ଓକିଲ ସଂଘ ସମ୍ପାଦକ ରଞ୍ଜନ କୁମାର ବେଦମତ୍ତା ଏବଂ ସହଯୋଗୀ ଓକିଲମାନେ ମା’ ଭଗବତୀ ମନ୍ଦିର ଦର୍ଶନ ନିମନ୍ତେ ଯାଇଥିଲେ l ଉକ୍ତ ସମୟରେ ପାଳିଆ ମାଳି ଭାବେ କାର୍ଯ୍ୟରତ ଥିବା ସେବାୟତ ବାପି ଭୋପା ଉପସ୍ଥିତ ଓକିଲମାନଙ୍କୁ ଦକ୍ଷିଣାରୂପେ 501 ଟଙ୍କା ଦାବି କରିଥିଲେ l କିନ୍ତୁ ଓକିଲମାନେ ଏହାକୁ ବେଆଇନ କହିବା ସହ ନିଜ ଇଛା ମୁତାବକ ଦକ୍ଷିଣା ଉକ୍ତ ସେବାୟତଙ୍କୁ ଦେବାରୁ ସେ ତାହାକୁ ବିରୋଧ କରିବା ସହ ଓକିଲମାନଙ୍କୁ ଗାଳିଗୁଲଜ କରିଥିଲେ ଏବଂ ଦକ୍ଷିଣା ଗ୍ରହଣ କରିନଥିଲେ l ସେବାୟତ ବାରମ୍ବାର 501 ଟଙ୍କା ଦକ୍ଷିଣା ଦେବାପାଇଁ ଜିଦ ଧରିବସିବା ସହ ଓକିଲମାନଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ l

ଏହାର ପ୍ରତିବାଦରେ ଓକିଲ ସଂଘ ସମ୍ପାଦକ ଶ୍ରୀ ବେଦମତ୍ତା ବାଣପୁର ଥାନାଧିକାରୀଙ୍କୁ ସଙ୍ଗେସଙ୍ଗେ ଟେଲିଫୋନ ମାଧ୍ୟମରେ ସମସ୍ତ ଘଟଣା ଅବଗତ କରାଇବା ସହ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ l ଘଟଣାସ୍ଥଳରେ ବାଣପୁର ପୋଲିସ ପହଞ୍ଚି ଉକ୍ତ ଘଟଣାର ତଦନ୍ତ କରିବାପରେ ଅଭିଯୁକ୍ତ ସେବାୟତ ବାପି ଭୋପାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛନ୍ତି l ସୂଚନା ଥାଉକି ମା’ ଭଗବତୀ ମନ୍ଦିରରେ ଏପରି ଘଟଣା ବାରମ୍ବାର ଘଟୁଥିବାବେଳେ ସେବାୟତଙ୍କ ଦୌରାତ୍ମ୍ୟ ଭୟରେ ସ୍ଥାନୀୟ ଭକ୍ତ ଏବଂ ଦୂର ଦୁରାନ୍ତରୁ ଆସୁଥିବା ଭକ୍ତ ମାନେ ଥାନାରେ ଅଭିଯୋଗ କରିବାକୁ ପଛାଉଥିଲେ l

କିନ୍ତୁ ବାଣପୁର ଓକିଲ ସଂଘ ସମ୍ପାଦକ ଏବଂ ଅନ୍ୟ ଓକିଲମାନେ ଉକ୍ତ ବେଆଇନ ଦାବିକୁ ବିରୋଧ କରି ସେବାୟତଙ୍କ ବିରୁଦ୍ଧରେ ଏତଲା ଦେଇଥିବାରୁ ବୁଦ୍ଧିଜୀବୀମାନେ ଓକିଲମାନଙ୍କ ଉକ୍ତ ପଦକ୍ଷେପକୁ ଭୂୟାଁସୀ ପ୍ରଶଂସା କରିଛନ୍ତି l ତେବେ ମା’ ଭଗବତୀ ମନ୍ଦିର ଏଣ୍ଡାଉମେଣ୍ଟ ଦ୍ୱାରା ପରିଚାଳିତ ହେଉଥିବାବେଳେ ସେବାୟତଙ୍କ ପ୍ରାପ୍ୟ ଏବଂ ଅନ୍ୟାନ୍ୟ ସୁବିଧା ଏଣ୍ଡାଉମେଣ୍ଟ କାର୍ଯ୍ୟନିର୍ବାହୀ ଅଧିକାରୀ ବୁଝିଥାନ୍ତି l ମା’ ଭଗବତୀ ମନ୍ଦିର ଓଡ଼ିଶାର ଏକ ପ୍ରସିଦ୍ଧ ଶକ୍ତିପିଠ ହୋଇଥିବାବେଳେ ଏପରି ଘଟଣା ଦ୍ୱାରା ମନ୍ଦିର ବଦନାମ ହେଉଛି l ଯଦି ଉକ୍ତ ଘଟଣାର ଭବିଷ୍ୟତରେ ପୁନରାବୃତ୍ତି ଘଟେ ତେବେ ବାଣପୁର ଓକିଲ ସଂଘ ଆନ୍ଦୋଳନକୁ ଓଲ୍ହାଇବ ବୋଲି ସମ୍ପାଦକ ଶ୍ରୀ ବେଦମତ୍ତା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଯାତ୍ରା ପାଇଁ ଜଳ-ସ୍ଥଳ-ଆକାଶପଥ ଉପରେ – ପୋଲିସ ରଖିବ ନଜର 

ରଥଯାତ୍ରା ପାଇଁ ଜଳ-ସ୍ଥଳ-ଆକାଶପଥ ଉପରେ – ପୋଲିସ ରଖିବ ନଜର 

July 6, 2026
ଲଘୁଚାପଜନିତ ଲଗାଣ ବର୍ଷାର ପ୍ରଭାବ : ଗଛ ପଡି ରାସ୍ତା ଅବରୋଧ – ବାଲିଗୁଡା ଅଞ୍ଚଳ ବାସୀ ସମ୍ପୂର୍ଣ୍ଣ ଅନ୍ଧାରରେ

ଲଘୁଚାପଜନିତ ଲଗାଣ ବର୍ଷାର ପ୍ରଭାବ : ଗଛ ପଡି ରାସ୍ତା ଅବରୋଧ – ବାଲିଗୁଡା ଅଞ୍ଚଳ ବାସୀ ସମ୍ପୂର୍ଣ୍ଣ ଅନ୍ଧାରରେ

July 6, 2026
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ : ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ

କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ : ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ

July 6, 2026
ରଣପୁର ବୁଦ୍ଧିଜୀବି ସମ୍ମିଳନୀରେ ଯୋଗ ଦେଲେନାହିଁ ସାଂସଦ ସମ୍ବିତ ପାତ୍ର ଓ ବାଚସ୍ପତି ସୁରମା ପାଢ଼ୀ ; ଯୋଗ ଦେଲେ ସାଂସଦ ପ୍ରତିନିଧି

ରଣପୁର ବୁଦ୍ଧିଜୀବି ସମ୍ମିଳନୀରେ ଯୋଗ ଦେଲେନାହିଁ ସାଂସଦ ସମ୍ବିତ ପାତ୍ର ଓ ବାଚସ୍ପତି ସୁରମା ପାଢ଼ୀ ; ଯୋଗ ଦେଲେ ସାଂସଦ ପ୍ରତିନିଧି

July 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଯାତ୍ରା ପାଇଁ ଜଳ-ସ୍ଥଳ-ଆକାଶପଥ ଉପରେ – ପୋଲିସ ରଖିବ ନଜର 

ରଥଯାତ୍ରା ପାଇଁ ଜଳ-ସ୍ଥଳ-ଆକାଶପଥ ଉପରେ – ପୋଲିସ ରଖିବ ନଜର 

July 6, 2026
ଲଘୁଚାପଜନିତ ଲଗାଣ ବର୍ଷାର ପ୍ରଭାବ : ଗଛ ପଡି ରାସ୍ତା ଅବରୋଧ – ବାଲିଗୁଡା ଅଞ୍ଚଳ ବାସୀ ସମ୍ପୂର୍ଣ୍ଣ ଅନ୍ଧାରରେ

ଲଘୁଚାପଜନିତ ଲଗାଣ ବର୍ଷାର ପ୍ରଭାବ : ଗଛ ପଡି ରାସ୍ତା ଅବରୋଧ – ବାଲିଗୁଡା ଅଞ୍ଚଳ ବାସୀ ସମ୍ପୂର୍ଣ୍ଣ ଅନ୍ଧାରରେ

July 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version