• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟ୍ରାକ୍ଟରକୁ ଧକ୍କା ଦେଲା ଟ୍ରଲର : ଜଣେ ମୃତ ଦୂର୍ଘଟଣାରେ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଲା – ବିଦ୍ୟୁତ ସରବରାହ ବିଚ୍ଛିନ୍ନ

Proprietor Abhimanyu Maharana by Proprietor Abhimanyu Maharana
September 14, 2024
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଟ୍ରାକ୍ଟରକୁ ଧକ୍କା ଦେଲା ଟ୍ରଲର : ଜଣେ ମୃତ ଦୂର୍ଘଟଣାରେ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଲା – ବିଦ୍ୟୁତ ସରବରାହ ବିଚ୍ଛିନ୍ନ
Share on FacebookShare on TwitterWhatsapp

୧୩ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :-> ହିଞ୍ଜିଳି ଥାନା ତଥା ୫୯ ନଂ ଜାତୀୟ ରାଜପଥ ହିଞ୍ଜିଳିକାଟୁ ଆରଏମସି ଛକ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଦୂର୍ଘଟଣା ଘଟି ଟ୍ରାକ୍ଟର ଚାଳକ ତଥା ମାଲିକଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା ପିତଳ ଗ୍ରାମ ଦେଶୀବେହେରା ସାହିର ଲବ ବେହେରା (୩୯) । ଏ ନେଇ ହିଞ୍ଜିଳି ଥାନାରେ କେସ ନଂ- ୭୬୪/୨୪ରେ ଏକ ମାମଲା ରୁଜୁ କରି ମୃତଦେହ ଜବତ କରି ଶୁକ୍ରବାର ବ୍ୟବଛେଦ ସକାଶେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଛି । ବ୍ୟବଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ।

ଦୂର୍ଘଟଣାଗ୍ରସ୍ତ ଉଭୟ ଗାଡିକୁ ଜବତ କରିବା ସହ ଟ୍ରଲର ଚାଳକଙ୍କୁ ଥାନାରେ ଅଟକ ରଖି ପୁଲିସ ଘଟଣାର ତଦନ୍ତ ଚଳାଇଥିବା ଥାନା ଏସ.ଆଇ. ତଥା ତଦନ୍ତକାରୀ ଅଧିକାରୀ ସୁରେଶ ସାହୁଙ୍କ ସୂତ୍ରରୁ ପ୍ରକାଶ । ଘଟଣା ମୂତବକ, ଗୁରୁବାର ରାତ୍ର ପ୍ରାୟ ୧୧ ଘଣ୍ଟା ସମୟରେ ହିଞ୍ଜିଳି ଥାନା ବୁଗୁଡାପଲ୍ଲୀ ଅଞ୍ଚଳର ଏକ କ୍ରସରରୁ ଗୁଡି ବୋଝେଇ କରି ଏକ ଟ୍ରାକ୍ଟର (ଓଡି୦୭କ୍ୟୁ ୬୨୦୯)ହିଞ୍ଜିଳି ଅଭିମୁଖେ ଯାଉଥିଲା । ସେହି ସମୟରେ ଆସିକା ଠାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଯାଉଥିବା ଏକ ମାର୍ବଲ ବୋଝେଇ ଟ୍ରଲର (ଜିଜେ୦୧ ଜେଟି ୨୭୨୮)

ଟ୍ରାକ୍ଟରକୁ ହିଞ୍ଜିଳି ଥାନା ତଥା ୫୯ ନଂ ଜାତୀୟ ରାଜପଥ ହିଞ୍ଜିଳିକାଟୁ ଆରଏମସି ଛକ ନିକଟରେ ଧକ୍କା ଦେବା ସହ ରାଜପଥ ପ୍ୱାଶ୍ୱର୍ରେ ଥିବା ଏକ ବିଦ୍ୟୁଥ ଖୁଣ୍ଟ ସହ ଧକ୍କା ଘଟିଥିଲା । ଦୂର୍ଘଟଣାସ୍ଥଳରେ ହିଁ ଟ୍ରାକ୍ଟର ଚାଳକଙ୍କ ମୃତ୍ୟୁ ଘଟିଥିଲା । ଖବର ପାଇ ହିଞ୍ଜିଳି ପୁଲିସ ଓ ଅଗ୍ନିଶମ ବାହିନୀ କର୍ମଚାରୀ ମାନେ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟାରମ୍ଭ କରିଥିଲେ । ବିଦ୍ୟୁତ ବିଭାଗୀୟ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ବିଦ୍ୟୁତ ସରବରାହ ବିଚ୍ଛିନ୍ନ କରିଥିଲେ । ଫଳରେ ଦୀର୍ଘ ସମୟ ଧରି ସାରା ସହରରେ ବିଦ୍ୟୁତ ସରବରାହ ବନ୍ଦ ରହିଥିଲା । କ୍ରେନ ସହାୟତାରେ ରାଜପଥ ଉପରୁ ଗାଡିକୁ ହଟାଇବା ସହ ଚାଳକଙ୍କ ମୃତଦେହକୁ ଉଦ୍ଧାର କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026
ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version