୧୫ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :->ରଣପୁର ଶହୀଦ ରଘୁ-ଦିବାକର ଭବନ ଠାରେ ସି.ପି.ଆଇ.ଏମ୍ ରଣପୁର ଲୋକାଲ କମିଟି ତରଫରୁ ପାର୍ଟିର ସର୍ବଭାରତୀୟ ସାଧାରଣ ସମ୍ପାଦକ କମ୍ରେଡ ସୀତାରାମ ୟେଚୁରୀଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରି ପାର୍ଟିର ବରିଷ୍ଠ ନେତା ହରିଶ୍ଚନ୍ଦ୍ର ମିଶ୍ର ଙ୍କ ଅଧ୍ୟକ୍ଷତା ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି l
















