• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତୃତୀୟ  ରାଷ୍ଟ୍ରୀୟ ଲୋକ ଅଦାଲତ : ନୟାଗଡ ଜିଲ୍ଲାରେ ୧୨୧୫ ଟି ମାମଲା ଫଇସଲା

Proprietor Abhimanyu Maharana by Proprietor Abhimanyu Maharana
September 16, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ତୃତୀୟ  ରାଷ୍ଟ୍ରୀୟ ଲୋକ ଅଦାଲତ : ନୟାଗଡ ଜିଲ୍ଲାରେ ୧୨୧୫ ଟି ମାମଲା ଫଇସଲା
Share on FacebookShare on TwitterWhatsapp

୧୫ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ  :->  ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ଭାରତରସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ  ୫ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ  ବାବଦକୁ ୨୯,୧୫,୦୦୦ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୭୯ ଦେୱାନି ମାମଲା ଫଇସଲା କରାଯାଇଥିଲା । 

ଏନ. ଆଇ. ଆକ୍ଟ କେସ ୨୪ଟି   ଫଇସଲା କରାଯାଇ ୧୯,୫୦,୦୦୦  ଟଙ୍କା ଆଦାୟ କରଯାଇଥିଲା ଏବଂ ବିବାହଜନିତ ୨୫  ଟି ମାମଲା ଫଇସଲା କରାଯାଇଥିଲା । ବ୍ଯାଙ୍କରୁ ଋଣ ନେଇ ଋଣ ପରିଶୋଧ କରିନଥିବା  ୧୦୧ ଜଣ ଋଣ ଗ୍ରହିତାଙ୍କଠାରୁ ୪୬,୪୮,୩୫୮ ଟଙ୍କା ଦେବା ପାଇଁ ରାଜିନାମା ସ୍ବାକ୍ଷରିତ କରାଯାଇଥିଲା । ଅନ୍ଯାନ୍ଯ ଫୌଜଦାରୀ  ୨୬୭ଟି ମାମଲା ଫଇସଲା କରାଯାଇ ୧୦,୦୦,୦୦୦ ଟଙ୍କା ଆଦାୟ କରଯାଇଥିଲା ୨୯ ଟି ପ୍ରାକ  ବିଜୁଳି ମାମଲା ଫଇସଲା କରାଯାଇ  ୩,୪୭,୨୬୫ ଟଙ୍କା ଆଦାୟ କରଯାଇଥିଲା ।

ସେହିପରି ୬୭୬ଟି ରାଜସ୍ୱ ମାମଲା ଫଇସଲା କରାଯାଇ ୭୨,୪୩୦   ଟଙ୍କା ଆଦାୟ କରଯାଇଥିଲା ଏବଂ ୦୩ ସାଲିସ ଯୋଗ୍ୟ ଫଉଜଦାରି ମାମଲାର ଫଇସଲା ହୋଇଥିଲା ।  ଏହି ଲୋକ ଅଦାଲତରେ ଜିଲ୍ଲା ଓ ଦୌରା ଜଜ ଶ୍ରୀଯୁକ୍ତ ଆନନ୍ଦ ନାରାୟଣ ମହାରଣା, ପରିବାର ଅଦାଲତ ବିଚାରପତି ଶ୍ରୀ ସୁବ୍ରତ କୁମାର ପଟ୍ଟନାୟକ, ଅତିରିକ୍ତ  ଜିଲ୍ଲା ଓ ଦୌରା ଜଜ ଶ୍ରୀମତୀ ରିଜା ରାୟ , ବରିଷ୍ଠ ଦେୱାନି ଅଦାଲତ ବିଚାରପତି ଶ୍ରୀ ସତ୍ୟବ୍ରତ ରଣା , ବରିଷ୍ଠ ଦେୱାନି ଅଦାଲତ ବିଚାରପତି(ଏଲ ଆର ଆଣ୍ଡ ଏଲ ଟିଭି ) ଶ୍ରୀ ରବି ନାରାୟଣ ବେହେରା,

ଉପଖଣ୍ଡ ଫୌଜଦାରୀ  ବିଚାରପତି   ସୋନାଲୀ ସରିତା ଉପସ୍ଥିତ ରହି ନିଜ ନିଜ ଅଦାଲତ ପରିଚାଳନା କରିଥିବା ବେଳେ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ଶୃତିସ୍ନିଗ୍ଧା ଦାସ , ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଶ୍ରୀମତୀ ଅଞ୍ଜଳି ମଚ୍ଛଖଣ୍ଡ, ବରିଷ୍ଠ ଦେୱାନି ବିଚାରପତି ତଥା ସହକାରୀ ଦୌରାଜଜ  ( ମହିଳା ଅଦାଲତ) ସ୍ଵୟଂ ପ୍ରଭା ଆଚାର୍ୟ  ଏବଂ ସିଭିଲ କୋର୍ଟ ରେଜିଷ୍ଟ୍ରାର ଡଃ ନିଶାକର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ  ଆସନ୍ତା ତା ୧୪.୧୨.୨୦୨୪  ରିଖ  ଶନିବାର ଅନୁଷ୍ଠିତ ହେବାକୁ ଯାଉଅଛି ବୋଲି ପ୍ରାଧିକରଣ ସଚିବ ଶ୍ରୀମତୀ ଅଞ୍ଜଳି ମଚ୍ଛଖଣ୍ଡ ଜନ ସାଧାରଣ ଙ୍କୁ ସୂଚନା  ଦେବା ସହ ଏହାର ସୁଫଳ  ନେବାକୁ ପରାମର୍ଶ ପ୍ରଦାନ କରିଅଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026
ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version