• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
September 17, 2024
in ଓଡ଼ିଶା, ଗଜପତି, ହୋମ୍
0
ପାରଳଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

୧୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି  :-> ଜିଲ୍ଲାସ୍ତରୀୟ ବିକାଶ ମେଳା ଆୟୋଜନ ନିମନ୍ତେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଆସନ୍ତା ୨୦ ଠାରୁ ୨୨ ତାରିଖ ମଧ୍ୟରେ ବିଭିନ୍ନ ବିଭାଗର ସମନ୍ବୟରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଗଜପତି ଷ୍ଟାଡିୟମ୍ ଠାରେ ଆୟୋଜିତ ହେବ। ଏହି ବିକାଶ ମେଳାର ଉଦ୍ଦେଶ୍ୟ ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ବିଭିନ୍ନ ଫଳପ୍ରସୂ ପଦକ୍ଷେପ ପ୍ରଣୀତ ବିବିଧ ଯୋଜନା ଗୁଡିକ ସଂପର୍କରେ ସଚେତନତା କରାଯିବ। ସେହିପରି ଉଦ୍ଦେଶ୍ୟ ଓ କର୍ଯ୍ୟନ୍ଵୟନ ସଂପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା। ବହୁବିଧ କଲ୍ୟାଣକାରୀ ଦିଗ ଗୁଡ଼ିକ ସମ୍ପର୍କରେ ଜନ ସଚେତନା ସୃଷ୍ଟି କରିବା ଇତ୍ୟାଦି।

ଏହି ସମନ୍ବୟ ବୈଠକରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ମିଶନ ଶକ୍ତି ବିଭାଗ, ପୂର୍ବ ବିଭାଗ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ, ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସମନ୍ବିତ ସ‌ହ‌ଯୋଗରେ ଏହି କାର୍ଯ୍ୟକ୍ରମ ଜନସାମାବେଶ, ଉନ୍ନୟନ ପ୍ରଦର୍ଶନୀ, ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ଉଦ୍ଦେଶ୍ୟରେ ଅନୁଷ୍ଠିତ ହେବ। ଏହି ଅବସରରେ ଜିଲ୍ଲାର ଲୋକକଳାକାରଙ୍କୁ ନେଇ ତିନି ଦିନ ଧରି ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼. ଗୁଣନିଧି ନାୟକ, ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ମାଧବ ନନ୍ଦ ନାୟକ, ଡିଏସପି ଡ଼.ଚନ୍ଦ୍ର ଶେଖର ହତା ସମେତ ଅନ୍ୟାନ୍ୟ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାର ପ୍ରମୁଖ ଯୋଗ ଦେଇଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

October 2, 2026
ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

October 2, 2026
ମହାନଦୀ ଜଳ ବିବାଦ ସମାଧାନ ପାଇଁ ଦିଲ୍ଲୀରେ ବୈଠକ ପ୍ରସଙ୍ଗ

ମହାନଦୀ ଜଳ ବିବାଦ ସମାଧାନ ପାଇଁ ଦିଲ୍ଲୀରେ ବୈଠକ ପ୍ରସଙ୍ଗ

October 2, 2026
ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

October 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

October 2, 2026
ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

October 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version