• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଳାର ଗୋଷାଣି ଛାତ୍ରୀ ନିବାସ ଦାୟିତ୍ବରେ ଥିବା ଅଧିକାରୀ ଙ୍କ ଦାୟିତ୍ଵ ହୀନତା କୁ ନେଇ ଅଭିଭାବକ ମହଲରେ ଅସନ୍ତୋଷ

Proprietor Abhimanyu Maharana by Proprietor Abhimanyu Maharana
September 17, 2024
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଳାର ଗୋଷାଣି ଛାତ୍ରୀ ନିବାସ ଦାୟିତ୍ବରେ ଥିବା ଅଧିକାରୀ ଙ୍କ ଦାୟିତ୍ଵ ହୀନତା କୁ ନେଇ ଅଭିଭାବକ ମହଲରେ ଅସନ୍ତୋଷ
Share on FacebookShare on TwitterWhatsapp

୧୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି  :-> ଗଜପତି ଜିଲ୍ଲା ଗୋଷାଣି ବ୍ଲକ ସଦରମହକୁମା ଠାରେ ଥିବା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଗୋଷାଣିର ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀନିବାସ ବ୍ୟାପକ ଅନିୟମିତତା ମଧ୍ୟରୋ ଚାଲୁ ରହିଥିବାର ଜଣାପଡିଛି । ଏଠାରେ ରହୁଥିବା ଜଣେ ଅନ୍ତେବାସୀଙ୍କୁ ପଞ୍ଜିକୃତ ହୋଇଥିବା ଅଭିଭାବକଙ୍କ ଜିମାରେ ନ ଛାଡି ଅନ୍ୟ ଜଣେ ଯୁବକଙ୍କ ସାଥିରେ ମଙ୍ଗଳବାର ଦିନ ଛାଡିଦେଇଥିବାର ୩ ଦିନ ପରେ ଅଭିଭାବକ ଜାଣିବା ପରେ ଶୁକ୍ରବାର ଦିନ ବିଦ୍ୟାଳୟକୁ ଆସି ଆମ ଝିଅ କୁ ଆମକୁ ନ ପଚାରି ଅନ୍ୟ କାହା ସହିତ କାହିଁକି ଛାଡିଲେ ବୋଲି ପ୍ରଧାନ ଶିକ୍ଷୟତ୍ରୀଙ୍କୁ ପଚାରିଥିଲେ ଏବଂ ପୁଣି ସେହି ଯୁବକ ଚାରିଦିନ ପରେ ଛାତ୍ରୀନିବାସରେ ଛାଡିଥିବାର ଘଟଣା ସାମନାକୁ ଆସିଛି । ଯାହାକୁ ନେଇ ଛାତ୍ରୀ ଜଣକଙ୍କ ପରିବାର ଲୋକେ ଗତକାଲି ସମ୍ପୃକ୍ତ ଛାତ୍ରୀଙ୍କୁ ଗ୍ରାମଦାଣ୍ଡରେ ପିଟି ପିଟି ନେଇଥିବାର କିଛି ପ୍ରତ୍ୟେକ୍ଷଦର୍ଶୀଙ୍କ ସୂତ୍ରରୁ ଜଣାପଡିଛି ।

ଏହି ଖବର ପାଇ ସିଆରସି ରଶ୍ମିତା ସାମଲ, ବ୍ଲକ ମଙ୍ଗଳ ଅଧିକାରୀ ସ୍ବାଧୀନ କୁମାର ପରିଡା, ଗୁରାଣ୍ଡି ଥାନା ଅଧିକାରୀ ରବୀନ୍ଦ୍ର ପାତ୍ର ପ୍ରମୁଖ ଛାତ୍ରୀ ନିବାସ ସମ୍ମୁଖରେ ଘଟଣାକୁ ନେଇ ଆଲୋଚନା କରିଥିବାର ଦେଖିବାକୁ ମିଳିଥିଲା । ତେବେ ବିଦ୍ୟାଳୟ କର୍ତ୍ତୃପକ୍ଷ ତଥା ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଲିନାରାଣୀ ରଘୁପାତ୍ରୁଣୀ କିପରି ଜଣେ ଅରୁଣ ପାଟଭୂୟାଁ (୨୪)ଙ୍କ ଜିମାରେ ଛାଡିଦେଇଥିଲେ ଏବଂ ସେ ପୁଣି ଛାତ୍ରୀ ଜଣଙ୍କୁ ଚାରିଦିନ ପରେ ଛାତ୍ରୀନିବାସରେ ଛାଡିବା ଘଟଣାକୁ ନେଇ ନାନାଦି ଆଲୋଚନାର ବିଷୟ ପାଲଟିଅଛି । ସରକାରୀ ନିୟମ ମୁତାବକ ହୋଷ୍ଟେଲ୍ ରେ ରହୁଥିବା ଅନ୍ତେବାସୀଙ୍କ ପଞ୍ଜିକୃତ ବେଳେ ଯେଉଁ ଅଭିଭାବକ ବା ଗାର୍ଡିୟାନ୍ ଦସ୍ତଖତ କରିଥିବେ ବା ତାଙ୍କ ନାମ ଉଲ୍ଲେଖ ରହିଥିବ ସେ ହିଁ ନିଜେ ଆସି ଆଧାର କାର୍ଡ ପ୍ରମାଣ ସ୍ବରୂପ ଦାଖଲ କରି ନିଜ ନିଜ ସମ୍ପର୍କୀୟ ବା ଝିଅ ତଥା ଛାତ୍ରୀଙ୍କୁ ନେଇପାରିବେ ବୋଲି ନିୟମ ରହିଛି ।

ହେଲେ ଏଠାରେ ଜଣେ ଯୁବକ ଆସି ଭାଇ ବୋଲି ପରିଚୟ ଦେଇ ଛାତ୍ରୀଙ୍କୁ ନେବା ପୁଣି ଚାରିଦିନ ପରେ ଛାତ୍ରୀନିବାସର ଜିମାରେ ଦେବା ଘଟଣା ସମସ୍ତ ସରକାରୀ ନିୟମାବଳୀକୁ ଖୋଲାଖୋଲି ଭାବେ ଉଲଂଘନ କରୁଛି ବୋଲି ଜଣାଯାଇଛି । ଅପରପକ୍ଷରେ ଉକ୍ତ ଯୁବକ ଜଣକଙ୍କ ଠାରୁ ପ୍ରଧାନଶିକ୍ଷୟତ୍ରୀ ମୋବାଇଲ୍ ଫୋନ୍ ଓ ଗୋଟିଏ ବ୍ୟାଗ୍ ଜବତ କରି ନେଇଥିବା କଥା ମଧ୍ୟ ଜଣାପଡିଛି । ଏନେଇ ବ୍ଲକ ମଙ୍ଗଳ ସଂପ୍ରସାରଣ ଅଧିକାରୀ ସ୍ବାଧୀନ କୁମାର ପରିଡା କହିଛନ୍ତି ଯେ, ସମସ୍ତ ଘଟଣାକୁ ନେଇ ଅବଗତ ହୋଇଛି । ସମସ୍ତ ଘଟଣାକୁ ନେଇ ଅନୁସନ୍ଧାନ କରାଯିବ ଏବଂ ଏହାପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି । ଘଟଣା ସମ୍ପର୍କରେ ଜିଲ୍ଲା ଶିକ୍ଷାଧିକାରୀ ଡ଼.ମାୟାଧର ସାହୁଙ୍କୁ ପଚାରିବାରେ କହିଛନ୍ତି ଯେ, ମୁଁ ଏ ସମ୍ପର୍କରେ କିଛି ଜାଣିନି, ସମସ୍ତ ଘଟଣା ଜାଣିବାପରେ ପ୍ରତିକ୍ରିୟା ଦେବି ବୋଲି କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

October 2, 2026
ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

October 2, 2026
ମହାନଦୀ ଜଳ ବିବାଦ ସମାଧାନ ପାଇଁ ଦିଲ୍ଲୀରେ ବୈଠକ ପ୍ରସଙ୍ଗ

ମହାନଦୀ ଜଳ ବିବାଦ ସମାଧାନ ପାଇଁ ଦିଲ୍ଲୀରେ ବୈଠକ ପ୍ରସଙ୍ଗ

October 2, 2026
ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

October 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

October 2, 2026
ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

October 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version