• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାରିପଦା ଠାରେ ହେଲା ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
September 18, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ବାରିପଦା ଠାରେ ହେଲା ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ
Share on FacebookShare on TwitterWhatsapp

୧୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା  :-> ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ଵର ଜନତା ମଇଦାନଠାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ତେବେ ଏହି ପରିପ୍ରେକ୍ଷୀରେ ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦା ଠାରେ ମଧ୍ୟ ଏହି ଯୋଜନାର ପ୍ରାରମ୍ଭ ହୋଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଦେବେନ୍ଦ୍ରପୁର ଠାରେ ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାରିପଦା ପୌରାଞ୍ଚଳର ଅଧ୍ୟକ୍ଷ ଶ୍ରୀ କୃଷ୍ଣାନନ୍ଦ ମହାନ୍ତି ଏବଂ ବିଶିଷ୍ଟ ଅତିଥି ଭାବେ ଶ୍ରୀମତୀ ଭାରତୀ ହାଁସଦା ଯୋଗ ଦେଇଥିଲେ ।

ଏହି ସହିତ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ରଜନୀକାନ୍ତ ସ୍ୱାଇଁ, ବାରିପଦା ପୌରପାଳିକା ନିର୍ବାହୀ ଅଧିକାରିଣୀ ଡଃ ମଧୁସ୍ମିତା ସାମନ୍ତରାୟ ଓ ବାରିପଦା ଗୋଷ୍ଠୀ ଉନ୍ନୟନ ଅଧିକାରିଣୀ ଶ୍ରୀମତୀ ଐଶ୍ଵର୍ଯ୍ୟା ଭୂୟାଁ ପ୍ରମୁଖ ଯୋଗଦାନ କରି ଏହି କାର୍ଯ୍ୟକ୍ରମର ଆୟୋଜନ ତଥା ସଂଚାଳନ କରିଥିଲେ।ଇତ୍ୟବସରରେ ସୁଭଦ୍ରା ଯୋଜନା ଶୁଭାରମ୍ଭ ହେବା ପରେ ହିତାଧିକାରୀଙ୍କ ଆକାଉଣ୍ଟ ସୁଭଦ୍ରା ଟଙ୍କା ପଠାଯାଇଛି । ଯୋଗ୍ୟ ହିତାଧିକାରୀମାନଙ୍କ ଆକାଉଣ୍ଟକୁ ପ୍ରଥମ ସୁଭଦ୍ରା କିସ୍ତି ଯାଇଛି । 25 ଲକ୍ଷ ମହିଳାଙ୍କ ବ୍ୟାଙ୍କ ଖାତାକୁ ଯାଇଛି 1 ହଜାର 250 କୋଟି ଟଙ୍କା। କାର୍ଯ୍ୟକ୍ରମରେ ଯୋଗଦାନ କରି, ପୌରାଞ୍ଚଳ ଅଧ୍ୟକ୍ଷ ଶ୍ରୀ ମହାନ୍ତି, ୧୭ ସେପ୍ଟେମ୍ବର ରୁ ଆରମ୍ଭ ହୋଇ ଅକ୍ଟୋବର ୨ ପର୍ଯ୍ୟନ୍ତ ଚାଲିବାକୁ ଥିବା ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମର ଶପଥ ପାଠ ଉପସ୍ଥିତ ଥିବା ସମସ୍ତଙ୍କୁ କରାଇଥିଲେ।

ଏଠି ସହିତ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ହାଁସଦା ସୁଭଦ୍ରା ଯୋଜନାର ଆବଶ୍ୟକତା ବିଷୟରେ କହିଥିବା ବେଳେ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସ୍ୱାଇଁ ଏହି ଯୋଜନାର ହିତାଧିକାରୀ ମାନଙ୍କୁ ସାଧୁବାଦ ଦେବା ସହିତ ଏହାର ଲକ୍ଷ୍ୟ ବିଷୟରେ ଆଲୋକପାତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବାରିପଦା ବ୍ଲକର ବିଭିନ୍ନ ପଂଚାୟତରୁ ଆସିଥିବା ହିତାଧିକାରୀ ମାନେ, ସ୍ୱଚ୍ଛତା ହିଁ ସେବା ଏବଂ ସୁଭଦ୍ରା ଯୋଜନାକୁ ନେଇ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ଏବଂ ଅନେକ ଯୋଗ୍ୟ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟ କୁ ସେହି କ୍ଷଣି ୫୦୦୦ ଟଙ୍କା ଆସିବା ପରେ ସେମାନେ ନିଜର ଖୁସି ମଧ୍ୟ ବ୍ୟକ୍ତ କରିଥିଲେ।

ସୂଚନା ଥାଉକି, ସୁଭଦ୍ରା ସହ ରେଳ, ଆବାସ ସହ ଅନ୍ୟ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମାନ୍ୟବର ପ୍ରଧାନମନ୍ତ୍ରୀ ଏବଂ ଏହି ପରିପ୍ରେକ୍ଷୀ ରେ ଆଜିର କାର୍ଯ୍ୟକ୍ରମରେ ୧୦ ଜଣ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କୁ ମଧ୍ୟ ବାରିପଦା ଠାରେ ଅତିଥି ବୃନ୍ଦଙ୍କ କରକମଳରୁ ଏହି ଯୋଜନାର ଅର୍ଥ ରାଶି ପ୍ରଦାନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ, ବୋଉର ପରିଷଦ, ପଂଚାୟତ ସମ୍ମିତି, ଜିଲ୍ଲା ପରିଷଦ ଓ ଜିଲ୍ଲା ପ୍ରଶାସନର ବିଭିନ୍ନ ଅଧିକାରୀ ଓ କର୍ମଚାରୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିବାର ସୂଚନା ପ୍ରାପ୍ତ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

July 22, 2026
ବିଦ୍ୟାଳୟ ପରିଚାଳନା କମିଟି ଗଠିତ

ବିଦ୍ୟାଳୟ ପରିଚାଳନା କମିଟି ଗଠିତ

July 22, 2026
ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା” କର୍ମଶାଳା

ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା” କର୍ମଶାଳା

July 22, 2026
ପିଠା ପୋଡା ହୁଏ ନାହିଁ ନା ତାର ପୋଡ଼ପିଠା ବାହୁଡାରେ ତିନିରଥରେ ଅର୍ପଣ ହେବ ମା ମାଉସୀମାଙ୍କ ପୋଡପିଠା

ପିଠା ପୋଡା ହୁଏ ନାହିଁ ନା ତାର ପୋଡ଼ପିଠା ବାହୁଡାରେ ତିନିରଥରେ ଅର୍ପଣ ହେବ ମା ମାଉସୀମାଙ୍କ ପୋଡପିଠା

July 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

July 22, 2026
ବିଦ୍ୟାଳୟ ପରିଚାଳନା କମିଟି ଗଠିତ

ବିଦ୍ୟାଳୟ ପରିଚାଳନା କମିଟି ଗଠିତ

July 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version