No Result
View All Result
୧୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଲଷ୍ମୀପୁର :-> ଆଜି ବନ୍ଧୁଗାଁ ବ୍ଲକ ସ୍ଥିତ (OAV) ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ମାନ୍ୟବର ଲଷ୍ମୀପୁର ବିଧାୟକ ଶ୍ରୀଯୁକ୍ତ ପବିତ୍ର ସାଉଁନ୍ତା ମହୋଦୟ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ l
ଏବଂ ସନ୍ମାନିୟ ଅତିଥି ଭାବେ କୋରାପୁଟ ଜିଲ୍ଲାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସଶ୍ମିତା ମେଲେକା ଏବଂ ବନ୍ଧୁଗାଁ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଲଷ୍ମୀ ମିନିଆକା ମହୋଦୟା ଉପସ୍ଥିତ ଥିଲେ l
ପରିଶେଷରେ ବିଦ୍ୟାଳୟ ପକ୍ଷରୁ ଆୟୋଜନ କରାଯାଇଥିବା ନୃତ୍ୟ ଏବଂ ସଂଗୀତ ପରିବେଷଣରେ ଭାଗ ନେଇଥିବା କୃତ୍ରିତ୍ୱ ଛାତ୍ର ଛାତ୍ରୀଙ୍କୁ ମାନ୍ୟବର ଲଷ୍ମୀପୁର ବିଧାୟକ ପୁରସ୍କାର ପ୍ରଦାନ କରିବା ସହ ସେମାନଙ୍କ ଉଜ୍ବଳ ଭବିଷ୍ୟତ କାମନା କରିଥିଲେ l

No Result
View All Result