• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ଘରୋଇ ହସ୍ପିଟାଲରେ ଭେଟିଲେ – ମୁଖ୍ୟମନ୍ତ୍ରୀ ଆଶୁ ଆରୋଗ୍ୟ କାମନା କଲେ

Proprietor Abhimanyu Maharana by Proprietor Abhimanyu Maharana
September 18, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ଘରୋଇ ହସ୍ପିଟାଲରେ ଭେଟିଲେ – ମୁଖ୍ୟମନ୍ତ୍ରୀ ଆଶୁ ଆରୋଗ୍ୟ କାମନା କଲେ
Share on FacebookShare on TwitterWhatsapp

୧୮ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅସୁସ୍ଥତା ବଶତଃ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ଶ୍ରୀ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ହସ୍ପିଟାଲରେ ଭେଟିଛନ୍ତି । ଏହି ସାକ୍ଷାତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ ।

ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କୁ ଚିକିତ୍ସା କରୁଥିବା ଡାକ୍ତର ମାନଙ୍କ ସହିତ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବା ସହ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ସେମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ସାକ୍ଷାତ ସମୟରେ ଶ୍ରୀ ହରିଚନ୍ଦନଙ୍କ ପୁତ୍ର ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

October 15, 2026
ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

October 15, 2026
ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ

ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ

October 15, 2026
Mass Rally for ADHD Awareness 

Mass Rally for ADHD Awareness 

October 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

October 15, 2026
ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

October 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version