• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚାପ ନିୟନ୍ତ୍ରଣ ମାନସିକ ଅଶୁସ୍ଥତା କୁ ରୋକିପାରିବ

Proprietor Abhimanyu Maharana by Proprietor Abhimanyu Maharana
September 18, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ଚାପ ନିୟନ୍ତ୍ରଣ ମାନସିକ ଅଶୁସ୍ଥତା କୁ ରୋକିପାରିବ
Share on FacebookShare on TwitterWhatsapp

୧୮ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଫିରିଙ୍ଗିଆ  :–>  ମନୁଷ୍ୟ ଅଧିକ ଦିନ ଧରି ମାନସିକ ଚାପ ରେ ରହିଲେ ତାହା ମାନସିକ ଅସୁସ୍ଥତା ଆଡକୁ ଗତି କରିଥାଏ । ଏହାର ସଠିକ୍ ପରିଚାଳନା କରିବାକୁ ହେଲେ ଚାପରେ ରହୁଥିବା ସମୟରେ ବ୍ୟବହାର ରେ ସକରାତ୍ମକ ଚିନ୍ତା ଆଣିବାକୁ ହେବ । ଏହିପରିପ୍ରେକ୍ଷି ରେ ବେସିକ୍ ନିଡ୍ ଇଣ୍ଡିଆ, ବାଙ୍ଗାଲୋର ଓ ସ୍ୱେଚ୍ଚାସେବୀ ଅନୁଷ୍ଠାନ ସ୍ୱାତୀ ଙ୍କ ମିଳିତ ସହଯୋଗ ରେ କନ୍ଧମାଳ ଜିଲ୍ଲାର ଦୁଇଟି ଯଥା- ଫୁଲବାଣୀ ଓ ଫିରିଙ୍ଗିଆ ବ୍ଲକ ର ୩୦ ଗୋଟି ପଂଚାୟତ ରେ ମାନସିକ ରୋଗି ଙ୍କୁ ଚିହ୍ନଟିକରଣ , ସେମାନଙ୍କ ର ଚିକିତ୍ସା ଓ ସ୍ଥାୟୀ ଜିବନଜିବିକା ନିମନ୍ତେ ଗୋଷ୍ଠିସ୍ତରୀୟ ମାନସିକ ସ୍ୱାସ୍ଥ୍ୟ ବିକାଶ-ଉଗଐଊ କାର୍ଯ୍ୟକ୍ରମ ବିଗତ ତିନି ବର୍ଷ ହେବ କାର୍ଯ୍ୟକାରୀ ହୋଇଆସୁଛି ।

ଏହାର ସୁଫଳ ପାଇଁ ଆଜି ଅନୁଷ୍ଠାନଙ୍କ ବନ୍ଧଗଡ ସ୍ଥିତ ତାଲିମ କେନ୍ଦ୍ର ଠାରେ ଏକ ଦିନିକିଆ ଚାପ ନିୟନ୍ତ୍ରଣ ପରିଚାଳନା ସହିତ ନେଟଓାର୍କିଂ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କନ୍ଧମାଳ ଜିଲ୍ଲା ମାନସିକ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମର କ୍ଲିନିକାଲ୍ ସାଇକୋଲୋଜିଷ୍ଟ ତପଶ୍ୱିନି ଆଚାର୍ଯ୍ୟ ମନୁଷ୍ୟ କେତେବେଳେ ଚାପ ରେ ଆସିଥାଏ ତାହା ଉଦାହରଣ ମାଧ୍ୟମରେ ବୁଝାଇବା ସହ ସେଥିରୁ ମୁକୁଳିବା ପାଇଁ ନିଜର ଚିନ୍ତାଧାରା କୁ ସକରାତ୍ମକ କରିବା ସହିତ ମନଭିତରକୁ ଅବାଧରେ ପ୍ରବେଶ କରୁଥିବା ନକରାତ୍ମକ ଚିନ୍ତାଧାରାକୁ ଦୂରେଇ ମାନସିକ ଚାପରୁ ମୂକୁଳିବା ର ଉପାୟ ଜଣାଇଥିଲେ । ତତ୍ ସହିତ ମାଳତୀ ବେହେରା ମାନସିକ ଅସୁସ୍ଥ ବ୍ୟକ୍ତି ଙ୍କୁ ସରକାର ଙ୍କ ଦ୍ୱାରା ଇ.ସଞୀବନୀ ମାଧ୍ୟମରେ ଯୋଗାଇ ଦିଆଯାଉଥିବା ସେବା କୁ ପ୍ରାଞଳ ଭାବରେ ସୂଚନା ଦେଇଥିଲେ ।

ଫୁଲବାଣୀ ସମନ୍ୱୀତ ଶିଶୁ ବିକାଶ ଅଧିକାରୀ ବୈଜୟନ୍ତୀ ପ୍ରଧାନ ଯୋଗଦେଇ ନିଜର ଚାପ କୁ ବିଭିନ୍ନ ଉପାୟରେ ନିୟନ୍ତ୍ରଣ କରିପାରିଲେ ନିଶ୍ଚିତ ମାନସିକ ଅସୁସ୍ଥତା ରୁ ରକ୍ଷା ପାଇପାରିବା ବୋଲି କହିଥିଲେ । ଫିରିଙ୍ଗିଆ ପ୍ରେସ୍ କ୍ଲବ୍ ର ସମସ୍ତ ସଭ୍ୟ ମାନେ ଯୋଗ ଦେଇଥିବା ବେଳେ ସଭାପତି ଉତମ ଖମାରୀ ସ୍ଥାନୀୟ ଅଂଚଳ ରେ ମାନିସୀକ ଅସୁସ୍ଥତାରେ ରହୁଥିବା ପରିବାର ମାନଙ୍କୁ କିଭଳି ଚିକିତ୍ସା ପାଇଁ ଯୋଡାଯାଇ ପାରିବ ତାହା ର ପ୍ରଚାରରେ ଗଣମାଧ୍ୟମ ନିଶ୍ଚିତ ସହାୟତା ର ହାତ ବଢାଇବ ବୋଲି କହିଥିଲେ । ଓଡିଶା ଜିବିକା ମିଶନ୍ ର ବ୍ଲକ୍ ଜିବିକା ସଂଯୋଜକ ରୁବିନା ନାୟକ ସ୍ୱୟଂସହାୟକ ଦଳ ମାଧ୍ୟମରେ ମାନସିକ ଅସୁସ୍ଥ ବ୍ୟକ୍ତି ଙ୍କ ପରିବାର ଙ୍କୁ ସାମିଲ କରି ତାଙ୍କ ପରିବାର ର ଆର୍ଥୀକ ସ୍ଥିତି କୁ ସୁଦୃଢ କରିବାକୁ ଚେଷ୍ଟାକରାଯିବା ସହ ବିଭିନ୍ନ ଯୋଜନା ରେ ସାମିଲ କରିବାକୁ ଚେଷ୍ଟାକରାଯିବ ବୋଲି କହିଥିଲେ ।

ବେସିକ୍ ନିଡ୍ ଈଣ୍ଡିଆ ର ରାଝ୍ୟ ସଂଯୋଜକ ରାଜିବ କର୍ମୀ ନେଟଓାର୍କିଂ ବୈଠକ ରେ ସମସ୍ତ ଙ୍କ ସହଯୋଗରେ ଅବହେଳିତ ହୋଇ ରହିଯାଉଥିବା ମାନସିକ ଅସୁସ୍ଥ ବ୍ୟକ୍ତି ଥିବା ପରିବାରଙ୍କୁ ସମାଜ ର ମୂଖ୍ୟ ସ୍ରୋତରେ ସାମିଲ କରି ହେବ ବୋଲି କହିଥିଲେ । ସଂପାଦକ ହରି ଶଙ୍କର ରାଉତ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିବା ବେଳେ ସଂଯୋଜକ ବୈକୁଣ୍ଠ ଚନ୍ଦ୍ର ଦାଶ ଓ କ୍ଷେତ୍ର ସଂଯୋଜକ ଆଲୋକ ସାମନ୍ତରାଏ ସହଯୋଗ କରିଥିଲେ । ପରିବାର ସହାୟକ ଗୋଷ୍ଠୀ ରୁ ଆସିଥିବା ଅରୁଣ କୁମାର ନାୟକ ମାନସିକ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ କୁ ସୂଦୁର ପ୍ରସାରୀ କରିବାକୁ ଦାବି ଆଣିବାକୁ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଅନୁରୋଧ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version