• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଜାଣନ୍ତୁ ଆପଣଙ୍କର ରାଶିଫଳ : ୧୬ ଅଗଷ୍ଟ ରବିବାର

Proprietor Abhimanyu Maharana by Proprietor Abhimanyu Maharana
August 16, 2020
in Uncategorized, ଓଡ଼ିଶା, ଦେଶ, ରାଶିଫଳ, ହୋମ୍
0
ଜାଣନ୍ତୁ ଆପଣଙ୍କର ରାଶିଫଳ : ୧୬ ଅଗଷ୍ଟ ରବିବାର
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୬ ଅଗଷ୍ଟ ରବିବାର) ଭୁବନେଶ୍ୱର :- ମେଷ : ଆଜିର ଦିନ ଆପଣଙ୍କପାଇଁ ଶୁଭ ଅଟେ। ପରିଜନ ତଥା ମିତ୍ରମାନଙ୍କ ସହିତ ସମାରୋହରେ ଉପସ୍ଥିତ ରହିପାରନ୍ତି। ନୂଆ କାର୍ଯ୍ୟର ପ୍ରାରମ୍ଭ କରିବା ପାଇଁ ଉତ୍ସାହ ରହିବ, କିନ୍ତୁ ଅତି ଉତ୍ସାହରେ କ୍ଷତି ନ ହେଉ ଏହାର ଧ୍ୟାନ ରଖିବେ। ଶାରୀରିକ ତଥା ମାନସିକ ସୁସ୍ଥତାର ଧ୍ୟାନ ରଖିବେ। ଆଜି ଧନପ୍ରାପ୍ତିର ଯୋଗ ଅଛି।

ବୃଷ : ଶାରୀରିକ ତଥା ମାନସିକ ରୂପରେ ଆଜି ଆପଣ ବ୍ୟଗ୍ର ରହିପାରନ୍ତି। ଚିନ୍ତାର କାରଣ ମାନସିକ ଭାର ରହିପାରେ, ଯାହାକି ଆପଣଙ୍କୁ ମାନସିକ ରୂପରେ ଅସୁସ୍ଥ ରଖିପାରେ। ପରିଜନମାନଙ୍କ ସହିତ ମଧ୍ୟ ମନମାଳିନ୍ୟ ହେବାର ପ୍ରସଙ୍ଗ ବନିପାରେ। ଘରର ବାତାବରଣ ବିଗିଡ଼ି ପାରେ। ସଫଳତାର ପ୍ରାପ୍ତି କମ ହେବାରୁ ଆର୍ଥିକ ସଂକଟର ଚିନ୍ତା ରହିବ।

ମିଥୁନ : ଅବିବାହିତମାନଙ୍କୁ ଯୋଗ୍ୟ ଜୀବନସାଥୀ ମିଳିବାର ଯୋଗ ଅଛି। ଧନପ୍ରାପ୍ତି ପାଇଁ ଦିନ ଶୁଭ ଅଟେ। ମିତ୍ରମାନଙ୍କ ଅଚାନକ ସାକ୍ଷାତ ଆନନ୍ଦଦାୟୀ ରହିବ। ମିତ୍ରମାନଙ୍କଠାରୁ ଲାଭ ହେବ। ଆଜି ଆପଣଙ୍କୁ ଭଲ ଖାଦ୍ୟ ମିଳିବ। ମହିଳା ମିତ୍ରମାନଙ୍କଠାରୁ ଲାଭ ହେବ ଏବଂ ସନ୍ତାନ ପକ୍ଷରୁ ଭଲ ସମାଚାର ମିଳିବ। ବ୍ୟାପାର କିମ୍ବା ଚାକିରିରେ ଲାଭ ହେବ। ଆୟରେ ବୃଦ୍ଧି ହେବ। ବୈବାହିକ ସୁଖର ଅନୁଭୂତି ହେବ।

କର୍କଟ : ଆଜିର ଦିନ ଆପଣଙ୍କପାଇଁ ଭଲ ରହିବ। ଆପଣ ଆଜି ପ୍ରତ୍ୟେକ କାମ ସରଳତାରେ ସଂପନ୍ନ କରି ପାରିବେ। ଚାକିରିରେ ଆପଣଙ୍କ ଉଚ୍ଚ ପଦାଧିକାରୀ ଖୁସି ରହିବେ। ଆପଣଙ୍କ ପ୍ରମୋଶନ ଯୋଗ ଅଛି। ଉଚ୍ଚ ଅଧିକାରୀମାନଙ୍କ ସହିତ ମହତ୍ଵ କଥାଗୁଡ଼ିକ ଉପରେ ଚର୍ଚ୍ଚା ହେବ। ପରିଜନମାନଙ୍କ ସହିତ ମୁକ୍ତ ମନରେ କଥାବାର୍ତ୍ତା ହେବ। ମାତାଙ୍କ ସହିତ ସମ୍ବନ୍ଧ ଭଲ ରହିବ, ସରକାରୀ ଲାଭ ହେବ ଏବଂ ସ୍ଵାସ୍ଥ୍ୟ ଭଲ ରହିବ।

ସିଂହ : ଆଜି ଆପଣଙ୍କ ଦିନ ମଧ୍ୟମ ଫଳଦାୟୀ ରହିବ। ପୂର୍ବ ନିର୍ଦ୍ଧାରିତ କାମ ଆଡ଼କୁ ଆପଣଙ୍କ ପ୍ରୟାସ ରହିବ। ଆପଣଙ୍କ ବ୍ୟବହାର ନ୍ୟାୟପୂର୍ଣ୍ଣ ରହିବ। ଆଜି ଆପଣ ଧାର୍ମିକ ଏବଂ ମାଙ୍ଗଲିକ କାର୍ଯ୍ୟରେ ବ୍ୟସ୍ତ ରହିବାର ସଂଭାବନା ଅଛି। ଆଜି କ୍ରୋଧର ମାତ୍ରା ଅଧିକ ରହିବ, ଏଥିପାଇଁ ସାବଧାନ ରୁହନ୍ତୁ, ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ବିଦେଶରେ ରହୁଥିବା ବନ୍ଧୁମାନଙ୍କର ଭଲ ସମାଚାର ମିଳିବ।

କନ୍ୟା : ଆଜିର ଦିନ କୌଣସି ନୂଆ କାର୍ଯ୍ୟ କରିବା ପାଇଁ ଯୋଗ ଅଛି। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ ଏବଂ ବିଶେଷକରିକି ବାହରର ଖାଦ୍ୟ-ପାନୀୟ ଗ୍ରହଣ ନକରିବାକୁ ଚେଷ୍ଟା କରିବେ। ପରିଜନମାନଙ୍କର ଉଗ୍ର ଚର୍ଚ୍ଚାର କାରଣରୁ ମନମାଳିନ୍ୟ ନ ହେଉ, ଏହାର ବିଶେଷ ଧ୍ୟାନ ରଖିବେ। ଆଜି ଧନର ବ୍ୟୟ ଅଧିକ ହେବ। ଆଜି ରାଜ୍ୟ ତଥା ସରକାର ଏବଂ ବିରୋଧୀମାନଙ୍କ ଠାରୁ ଦୂରରେ ରୁହନ୍ତୁ ଏବଂ ବିବାଦରେ ପଡ଼ନ୍ତୁ ନାହିଁ।

ତୁଳା : ଆଜି ଆପଣଙ୍କ ଦିନ ଆମୋଦ-ପ୍ରମୋଦରେ ବିତିବ। ପ୍ରଣୟ ପାଇଁ ଆଜିର ଦିନ ଭଲ ଅଟେ। ମିତ୍ର ଏବଂ ପ୍ରିୟଜନ ଆପଣଙ୍କ ଯାତ୍ରାକୁ ଆନନ୍ଦରେ ଭରି ଦେବେ। ନୂଆ ବସ୍ତ୍ର କ୍ରୟ କରିବାର ଯୋଗ ଅଛି। ମନ ପ୍ରଫୁଲ୍ଲିତ ରହିବ। ମାନ-ସମ୍ମାନ ମିଳିବ। ଭଲ ଭୋଜନ ଏବଂ ବୈବାହିକ ସୁଖର ଅନୁଭୂତି ହେବ।

ବିଚ୍ଛା : ଆଜି ଆପଣ ଅନିଶ୍ଚିତତା ଏବଂ ସୁଖ-ଶାନ୍ତି ସହିତ ଘରେ ସମୟ ବିତାଇବେ। ଶାରୀରିକ ତଥା ମାନସିକ ପ୍ରସନ୍ନତା କାର୍ଯ୍ୟ କରିବାରେ ଉତ୍ସାହ ପ୍ରଦାନ କରିବ। ଅଫିସ୍ ରେ ସହକାରୀଙ୍କର ସହାୟତା ପାଇ ବହୁତ କାର୍ଯ୍ୟ ସମ୍ପୂର୍ଣ୍ଣ କରି ପାରିବେ।

ଧନୁ : ଆଜି କାର୍ଯ୍ୟ ସିଦ୍ଧି ବା ସଫଳତା ନ ମିଳିଲେ ହତାଶ ହୁଅନ୍ତୁ ନାହିଁ, କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ସଂପତ୍ତି ସମ୍ବନ୍ଧିତ ବିବିଧ ପ୍ରଶ୍ନର ବିଷୟରେ ମନ ଚିନ୍ତାଗ୍ରସ୍ତ ରହିବ। ଆଜି କୌଣସି ଯାତ୍ରା କରନ୍ତୁ ନାହିଁ, ଅଧିକ ଧନ ବ୍ୟୟ ହୋଇପାରେ।

ମକର : ଆଜି ଆପଣ ବୌଦ୍ଧିକ ତଥା ଲେଖନ କାର୍ଯ୍ୟଗୁଡ଼ିକରେ ସକ୍ରିୟ ରହିବେ। ନୂଆ କାର୍ଯ୍ୟ ପ୍ରାରମ୍ଭ ପାଇଁ ଦିନ ଭଲ ଅଟେ। ଲମ୍ବା ଯାତ୍ରା କିମ୍ବା ଧାର୍ମିକ ସ୍ଥଳର ଯାତ୍ରା କରିପାରନ୍ତି। ବ୍ୟବସାୟରେ ଲାଭର ସୁଯୋଗ ମିଳିବ। ବିଦେଶରେ ରହୁଥିବା ମିତ୍ର କିମ୍ବା ସ୍ନେହୀଜନମାନଙ୍କର ଭଲ ସମାଚାର ମିଳିବ। ବ୍ୟବସାୟ ଏବଂ ଚାକିରି ସହକର୍ମିମାନଙ୍କ ତରଫରୁ ସହଯୋଗ କମ ମିଳିବ। ସ୍ଵାସ୍ଥ୍ୟର ଧ୍ୟାନ ରଖିବାକୁ ହେବ। ସନ୍ତାନମାନଙ୍କ ବିଷୟରେ ଦ୍ୱନ୍ଦ୍ୱ ରହିବ।

କୁମ୍ଭ : ଚିନ୍ତାର ବାଦଲ ହଟିଲା ପରେ ଆପଣ ମାନସିକ ହାଲୁକାପଣ ଅନୁଭବ କରିବେ। ମନରେ ଉତ୍ସାହର ସଂଚାର ହେବ, ଏହି କାରଣରୁ ଦିନର ସମୟ ଆନନ୍ଦପୂର୍ବକ ବିତିବ। ଭାଇ-ବନ୍ଧୁମାନଙ୍କ ସହ ମିଳାମିଶା ବଢ଼ିବ। ଆଜି କୌଣସି ମହତ୍ତ୍ଵପୂର୍ଣ୍ଣ ଯୋଜନା ମଧ୍ୟ ବନାଇ ପାରିବେ। କୌଣସି ଛୋଟ ଯାତ୍ରାର ଆୟୋଜନ ମଧ୍ୟ ହୋଇପାରେ।

ମୀନ : ଆଜି ଆପଣ ନିଜର ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା ଲଢ଼ାଇ – ଝଗଡ଼ାର ଆଶଂକା ଅଛି। ଖର୍ଚ୍ଚ ଉପରେ ମଧ୍ୟ ନିୟନ୍ତ୍ରଣ ରଖିବା ଅତି ଆବଶ୍ୟକ ଅଟେ। ଧନ ସମ୍ବନ୍ଧିତ ଦେବା-ନେବାରେ ସାବଧାନ ରୁହନ୍ତୁ। ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପରିଜନମାନଙ୍କ ସହିତ ମନମାଳିନ୍ୟର ପ୍ରସଂଗ ଆସିପାରେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା “ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ

ମା “ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ

September 18, 2026
ବନମାଳୀପୁର ଦୁର୍ଗା ପୂଜାରେ ବିନା ଡି ‘ଜେ’ ରେ ଶୃଙ୍ଖଳିତ ପୂଜା ପାଇଁ ନିଷ୍ପତ୍ତି

ବନମାଳୀପୁର ଦୁର୍ଗା ପୂଜାରେ ବିନା ଡି ‘ଜେ’ ରେ ଶୃଙ୍ଖଳିତ ପୂଜା ପାଇଁ ନିଷ୍ପତ୍ତି

September 18, 2026
“ମୋ ପରିବାର” ପ୍ରତିଷ୍ଠାତା ଶୁଭେନ୍ଦ୍ର ଶତପଥୀ ସମ୍ମାନୀତ 

“ମୋ ପରିବାର” ପ୍ରତିଷ୍ଠାତା ଶୁଭେନ୍ଦ୍ର ଶତପଥୀ ସମ୍ମାନୀତ 

September 17, 2026
ଅମ୍ବାନୀ ପରିବାର ଗଣେଶ ପୂଜାରେ ଯୋଗଦେଲେ ଅଚ୍ୟୁତ ସାମନ୍ତ

ଅମ୍ବାନୀ ପରିବାର ଗଣେଶ ପୂଜାରେ ଯୋଗଦେଲେ ଅଚ୍ୟୁତ ସାମନ୍ତ

September 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା “ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ

ମା “ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ

September 18, 2026
ବନମାଳୀପୁର ଦୁର୍ଗା ପୂଜାରେ ବିନା ଡି ‘ଜେ’ ରେ ଶୃଙ୍ଖଳିତ ପୂଜା ପାଇଁ ନିଷ୍ପତ୍ତି

ବନମାଳୀପୁର ଦୁର୍ଗା ପୂଜାରେ ବିନା ଡି ‘ଜେ’ ରେ ଶୃଙ୍ଖଳିତ ପୂଜା ପାଇଁ ନିଷ୍ପତ୍ତି

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version