୧୯ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲୁଗାଁ :-> ଚିଲିକା ବ୍ଲକ ଅନ୍ତର୍ଗତ ଆଙ୍କୁଲା ପଞ୍ଚାୟତ ଅଧୀନ ପଞ୍ଚୁପଲ୍ଲୀ ସୋମନାଥ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ଡାକ୍ତର ବିଭୁତି ଭୂଷଣ ହରିଚନ୍ଦନ, ସମ୍ମାନିତ ଅତିଥି ଭାବେ ପ୍ରାକ୍ତନ ଏ.ବି.ଇ.ଓ. ବୈକୁଣ୍ଠ ନାଥ ପାଇକରାୟ,

କୈଳାଶ ଚନ୍ଦ୍ର ବରାଳ, କୃଷ୍ଣ ଚନ୍ଦ୍ର ମାର୍ଥା , ଉଲ୍ଲାଶ ନାୟକ,ଦେବରାଜ ବିଶ୍ୱାଳ, ସି.ଆର.ସି.ସି ପବିତ୍ର ରାଉତ ଯୋଗ ଦେଇ ଥିଲେ l ଉକ୍ତ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଜୟ କୁମାର ପାତ୍ର ଅଧ୍ୟକ୍ଷତା କରିଥିବା ବେଳେ ଶିକ୍ଷକ କୁଳମଣି ବାରିକ ସଭା ପରିଚାଳନା କରିଥିଲେ ।

କୃତି ପ୍ରକଳ୍ପଧାରୀ ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କାର ବିତରଣ କରାଯାଇଥିଲା।ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସହଯୋଗ କରିଥିଲେ । ପରି ଶେଷରେ ଶିକ୍ଷକ ନିରଞ୍ଜନ ରଣା ଧନ୍ୟବାଦ ଅର୍ପଣ କରିଥିଲେ ।