• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ପରିଷଦର ୫୨ତମ ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
September 20, 2024
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ପରିଷଦର ୫୨ତମ ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

୧୯ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ପରିଷଦ ୫୨ତମ ବୈଠକ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି ଏହି ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଗବାରା ତିରୁପତି ରାଓଙ୍କ ଅଧ୍ୟକ୍ଷତା କରିଥିବା ବେଳେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ପ୍ରତ୍ୟେକ ତତ୍ତ୍ବାବଧାନରେ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଜିଲ୍ଲା ପରିଷଦର ଉପାଧ୍ୟକ୍ଷା ଶ୍ରୀମତୀ କୁନ୍ତଳା ମଲ୍ଲିକ, ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ,ମାନ୍ୟବର ବିଧାୟକ ମୋହନା,ଶ୍ରୀଯୁକ୍ତ ରୁପେଶ କୁମାର ପାଣିଗ୍ରାହୀ ,ବ୍ରହ୍ମପୁର ସାଂସଦ ପ୍ରତିନିଧି ଶ୍ରୀ ଧାରାପୁ ରାଜେଶ୍ କୁମାର,ମୁଖ୍ୟ ଉନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଡ଼.ଗୁଣନିଧି ନାୟକ ମଞ୍ଚାସୀନ ଥିବା ବେଳେ ଜିଲ୍ଲାର ସମସ୍ତ ଜିଲ୍ଲା ପରିଷଦର ସଭ୍ୟ/ସଭ୍ୟା, ବ୍ଲକ୍ ଅଧ୍ୟକ୍ଷ/ଅଧ୍ୟକ୍ଷା, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଲାଇନ୍ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ବୈଠକରେ ସ୍ବାଗତ ଭାଷଣ ପୂର୍ବକ ମୁଖ୍ୟ ଉନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଡ଼.ଗୁଣନିଧି ନାୟକ ସମସ୍ତ ଜିଲ୍ଲାପରିଷଦ ସଭ୍ୟ/ସଭ୍ୟା ମାନଙ୍କୁ ସ୍ବାଗତ ଜଣାଇ ଥିଲେ । ମଞ୍ଚାସନ ସମସ୍ତ ଅତିଥି କହିଥିଲେ ଯେ ଗଜପତି ଜିଲ୍ଲାର ଯେଉଁ ଲକ୍ଷ୍ୟ ରହିଛି ତାହା ସଫଳତାର ସହିତ କାର୍ଯ୍ୟକାରୀ କରାଯାଉଛି ଏବଂ ଆଗକୁ ମଧ୍ୟ ସଫଳତାର ସହିତ କାର୍ଯ୍ୟକାରୀ ଚାଲୁରହିବ ବୋଲି କହିଥିଲେ। ଏହି ବୈଠକରେ ଜିଲ୍ଲାରେ କାର୍ଯକାରୀ କରାଯାଉଥିବା ବିଭିନ୍ନ ବିଭାଗ ତଥା ଗ୍ରାମ୍ୟ ପାନୀୟ ଜଳ ଓ ପରିମଳ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ରାସ୍ତା ଓ କୋଠାବାଡ଼ି, କୃଷି ଓ କୃଷକ ସଶକ୍ତି କରଣ ,ଶିକ୍ଷା, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ, ବେସାମରିକ ଯୋଗାଣ ଓ ଖାଦ୍ୟ ପ୍ରକ୍ରିୟା କରଣ, ଜଳ ସେଚନ ପ୍ରକଳ୍ପ, ମେଗା ଜଳସେଚନ, କ୍ଷୁଦ୍ର ଜଳସେଚନ, ଛେଲିଗଡ ପ୍ରକଳ୍ପ, ଉଦ୍ୟାନ, ଜଳ ଛାୟା, ପଶୁ ସମ୍ପଦ, ମତ୍ସ୍ୟ ବିଭାଗ,

ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା, ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଏବଂ ବିପଣନ ସଂସ୍ଥା (ORMAS), ଓଡ଼ିଶା ଜୀବିକା ମିଶନ, ମିଶନ ଶକ୍ତି, ସମାଜ କଲ୍ୟାଣ ଓ ଶିଶୁ କଲ୍ୟାଣ ବିକାଶ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ,ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି,ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା,ଜଙ୍ଗଲ ଓପରିବେଶ, ଶ୍ରମ ଓ ନିଯୁକ୍ତି,ଅବକାରୀ, ପରିବହନ, ବିଦ୍ୟୁତ,ଗ୍ରାମ୍ୟ ସାମାଜିକ ନିରାପତ୍ତା, କ୍ଷୁଦ୍ର ଉଦ୍ୟୋଗ ପ୍ରକ୍ରିୟା କରଣ, ପାନୀୟ ଜଳ ଓ ପରିମଳ ପ୍ରଭୃତି ବିଷୟକୁ ନେଇ ସମସ୍ତ ଜିଲ୍ଲାପରିଷଦ ସଭ୍ୟସଭ୍ୟା , ବ୍ଲକ ଅଧକ୍ଷଅଧ୍ୟକ୍ଷା ଓ ଜିଲ୍ଳାର ସମସ୍ତ ଲାଇନ୍ ବିଭାଗୀୟ ଅଧିକାରୀ ମାନଙ୍କ ସହ ପୁଙ୍ଖାନପୁଙ୍ଖ ଆଲୋଚନା ହୋଇଥିଲା ।

ବୈଠକ ପରେ ପରେ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅବସରରେ ସମସ୍ତ ଜିଲ୍ଲାପରିଷଦ ସଭ୍ୟ ସଭ୍ୟା , ପଞ୍ଚାୟତ ସମିତି ଅଧ୍ୟକ୍ଷ ଅଧ୍ୟକ୍ଷା ଓ ଜିଲ୍ଲାସ୍ତରୀୟ ଅଧିକାରୀ ମାନଙ୍କୁ ସ୍ଵଚ୍ଛତା ହିଁ ସେବାର ଆବଶ୍ୟକତା ଏବଂ ସ୍ଵଚ୍ଛତା ଶପଥ ପାଠ କରାଇ ନିଜ ନିଜ ଅଞ୍ଚଳକୁ ପରିସ୍କାର ପରିଛନ କରିବାକୁ ଅନୁରୋଧ କରିଥିଲେ।ଏହି ବୈଠକରେ ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଦିଲ୍ଲୀପ କୁମାର ବେହେରା, ଜିଲ୍ଲା ପଂଚାୟତ ଅଧିକାରୀ ଶ୍ରୀ ଅଶୋକ କୁମାର ପଟ୍ଟନାୟକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

October 2, 2026
ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

October 2, 2026
ମହାନଦୀ ଜଳ ବିବାଦ ସମାଧାନ ପାଇଁ ଦିଲ୍ଲୀରେ ବୈଠକ ପ୍ରସଙ୍ଗ

ମହାନଦୀ ଜଳ ବିବାଦ ସମାଧାନ ପାଇଁ ଦିଲ୍ଲୀରେ ବୈଠକ ପ୍ରସଙ୍ଗ

October 2, 2026
ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

October 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

October 2, 2026
ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

October 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version