• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୟୂରଭଞ୍ଜ ଜିଲ୍ଲାର ବାରିପଦା ବ୍ଲକ ଅନ୍ତର୍ଗତ ରଙ୍ଗମାଟିଆ ଠାରେ ସବାଇ ଘାସ ହସ୍ତଶିଳ୍ପ କାରିଗରଙ୍କ ପାଇଁ ସାଧାରଣ ସୁବିଧା କେନ୍ଦ୍ର (CFC)ର ଶୁଭ ଉଦଘାଟନ

Proprietor Abhimanyu Maharana by Proprietor Abhimanyu Maharana
September 20, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ମୟୂରଭଞ୍ଜ ଜିଲ୍ଲାର ବାରିପଦା ବ୍ଲକ ଅନ୍ତର୍ଗତ ରଙ୍ଗମାଟିଆ ଠାରେ ସବାଇ ଘାସ ହସ୍ତଶିଳ୍ପ କାରିଗରଙ୍କ ପାଇଁ ସାଧାରଣ ସୁବିଧା କେନ୍ଦ୍ର (CFC)ର ଶୁଭ ଉଦଘାଟନ
Share on FacebookShare on TwitterWhatsapp

୨୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା  :-> କଳା ଓ ସଂସ୍କୃତିର ରାଜ୍ୟ ଓଡ଼ିଶା ହସ୍ତଶିଳ୍ପ ପାଇଁ ବିଶେଷ ପ୍ରସିଦ୍ଧ । ଓଡ଼ିଆ ହସ୍ତଶିଳ୍ପ କାରିଗରଙ୍କ ସୂକ୍ଷ୍ମ କଳା ଓ ନୈପୁଣ୍ୟ ଦେଶରେ ଓଡ଼ିଶା କୁ ଏକ ସ୍ବତନ୍ତ୍ର ପରିଚୟ ପ୍ରଦାନ କରିଅଛି । ରାଜ୍ୟ ସରକାରଙ୍କ ଅନୁମୋଦିତ ମୋଟ ୫୧ ଗୋଟି ହସ୍ତଶିଳ୍ପରେ, ୧.୬୦ ଲକ୍ଷରୁ ଉର୍ଦ୍ଧ କାରିଗର କାର୍ଯ୍ୟରତ। ହସ୍ତଶିଳ୍ପ କ୍ଷେତ୍ର ଓଡ଼ିଶାର ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଆତ୍ମନିଯୁକ୍ତି ସୃଷ୍ଟି କରିବାରେ ସହାୟକ ହେଉଅଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ, ଓଡ଼ିଶା ସରକାରଙ୍କ ଅଧିନସ୍ତ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ଓଡ଼ିଶାର ହସ୍ତଶିଳ୍ପ କ୍ଷେତ୍ର ତଥା ହସ୍ତଶିଳ୍ପ କାରିଗରଙ୍କ ସର୍ବାଙ୍ଗୀନ ପ୍ରଗତି ପାଇଁ ସର୍ବଦା କାର୍ଯ୍ୟ କରିଆସୁଅଛି ।

ଏହି କ୍ରମରେ ସବାଇ ଘାସ ହସ୍ତଶିଳ୍ପ କାରିଗରଙ୍କ ଉତ୍ପାଦିକତା ବୃଦ୍ଧି ତଥା ଆଧୁନିକ ଯନ୍ତ୍ରପାତି ବ୍ୟବହାର କରି ଅଳ୍ପ ସମୟରେ ଅଧିକ ସାମଗ୍ରୀ ପ୍ରସ୍ତୁତ କରିବା ନିମନ୍ତେ ମୟୂରଭଞ୍ଜ ଜିଲ୍ଲାର ବାରିପଦା ବ୍ଲକ ଅନ୍ତର୍ଗତ ରଙ୍ଗମାଟିଆ ଠାରେ ଏକ ସାଧାରଣ ସୁବିଧା କେନ୍ଦ୍ର (CFC) ର ପ୍ରତିଷ୍ଠା କରାଯାଇଅଛି । ଏହି ପ୍ରକଳ୍ପଟି ପ୍ରାୟ ୧ .୫ ୦ କୋଟି ଟଙ୍କା ବ୍ୟୟରେ ଓଡ଼ିଶା ଖଣିଜ ପଦାର୍ଥ ଧାରକ ଅଞ୍ଚଳ ଉନ୍ନୟନ ନିଗମ (OMBADC) ର ଆର୍ଥିକ ସହାୟତାରେ ନିର୍ମାଣ କରାଯାଇଅଛି । ଏହି ପ୍ରକଳ୍ପ ଦ୍ୱାରା ମୟୂରଭଞ୍ଜ ଜିଲ୍ଲାର ପ୍ରାୟ ୧୦୦୦ ସବାଇ ଘାସ କାରିଗର ଉପକୃତ ହେବେ ।

ଏହି ସାଧାରଣ ସୁବିଧା କେନ୍ଦ୍ରକୁ ଶ୍ରୀଯୁକ୍ତ ପ୍ରକାଶ ସୋରେନ, ମାନ୍ୟବର ବିଧାୟକ, ବାରିପଦା ତା ୧୯.୦୯.୨୦୨୪ ରିଖ ମଧ୍ଯାନ୍ନ ୧୨ .୦ ୦ ଘଟିକା ସମୟରେ ଶୁଭ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ, ଶ୍ରୀଯୁକ୍ତ ଶିଶିର କୁମାର ରଥ, ଯୁଗ୍ମ ନିର୍ଦ୍ଦେଶକ (ହସ୍ତଶିଳ୍ପ), ହସ୍ତଶିଳ୍ପ ନିର୍ଦ୍ଦେଶାଳୟ, ଓଡ଼ିଶା, ଶ୍ରୀମତି ସୌମ୍ୟା ସୁରଭିତା ସିଂହ,ଉପ ନିର୍ଦ୍ଦେଶକ (ହସ୍ତଶିଳ୍ପ), ମୟୂରଭଞ୍ଜ ଓ ଶ୍ରୀଯୁକ୍ତ ମାନଗୋବିନ୍ଦ ଜେନା, ସହକାରୀ ନିର୍ଦ୍ଦେଶକ (ହସ୍ତଶିଳ୍ପ),

ହସ୍ତଶିଳ୍ପ ନିର୍ଦ୍ଦେଶାଳୟ, ଓଡ଼ିଶା, ଏବଂ ଓଡ଼ିଶା ଖଣିଜ ପଦାର୍ଥ ଧାରକ ଅଞ୍ଚଳ ଉନ୍ନୟନ ନିଗମ (OMBADC )ର ଅଧିକାରୀ ଶ୍ରୀଯୁକ୍ତ ନିହାର କାନ୍ତ ସାହୁ ,ଟୀମ ଲୀଡର ଓ ଶ୍ରୀଯୁକ୍ତ ମହେନ୍ଦ୍ର ପାଢୀ ,ଏସ ଓ ଏଲ୍ ଇ , ତଥା ବଡଜୋଡ ଅଞ୍ଚଳ ର ସମାଜସେବୀ ଶ୍ରୀଯୁକ୍ତ କାଳୀ ଚରଣ ନାଏକ ତଥା ବିଭାଗର ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

July 22, 2026
ବିଦ୍ୟାଳୟ ପରିଚାଳନା କମିଟି ଗଠିତ

ବିଦ୍ୟାଳୟ ପରିଚାଳନା କମିଟି ଗଠିତ

July 22, 2026
ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା” କର୍ମଶାଳା

ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା” କର୍ମଶାଳା

July 22, 2026
ପିଠା ପୋଡା ହୁଏ ନାହିଁ ନା ତାର ପୋଡ଼ପିଠା ବାହୁଡାରେ ତିନିରଥରେ ଅର୍ପଣ ହେବ ମା ମାଉସୀମାଙ୍କ ପୋଡପିଠା

ପିଠା ପୋଡା ହୁଏ ନାହିଁ ନା ତାର ପୋଡ଼ପିଠା ବାହୁଡାରେ ତିନିରଥରେ ଅର୍ପଣ ହେବ ମା ମାଉସୀମାଙ୍କ ପୋଡପିଠା

July 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

July 22, 2026
ବିଦ୍ୟାଳୟ ପରିଚାଳନା କମିଟି ଗଠିତ

ବିଦ୍ୟାଳୟ ପରିଚାଳନା କମିଟି ଗଠିତ

July 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version