• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହା ସମାରୋହରେ ପାଳିତ ହୋଇଛି ଓଡିଶା ଆଦର୍ଶ ବିଦ୍ୟାଳୟର ନବମ ବାର୍ଷିକ ଉତ୍ସବ “ସ୍ପାକ”

Proprietor Abhimanyu Maharana by Proprietor Abhimanyu Maharana
September 20, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ମହା ସମାରୋହରେ ପାଳିତ ହୋଇଛି ଓଡିଶା ଆଦର୍ଶ ବିଦ୍ୟାଳୟର ନବମ ବାର୍ଷିକ ଉତ୍ସବ “ସ୍ପାକ”
Share on FacebookShare on TwitterWhatsapp

୨୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା :->  ସହିଦ ସ୍ମୃତି ଭବନ, ବାରିପଦା ଠାରେ ଓଡିଶା ଆଦର୍ଶ ବିଦ୍ୟାଳୟର ନବମ ବାର୍ଷିକ ଉତ୍ସବ “ସ୍ପାକ” ସମାରୋହରେ ପାଳିତ ହୋଇ ଯାଇଅଛି. ଉଦଘାଟନି ଉତ୍ସବରେ ମୁକ୍ଷ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲପାଳ ଶ୍ରୀ ବିଭୁତି ଭୂଷଣ ନାୟକ ଓ ସନମ୍ମାନିତ ଅତିଥିଭାବେ ଜିଲ୍ଲା ଶିକ୍ଷ୍ୟା ଅଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ସେଠୀ, ଅତିରିକ୍ତ ଜିଲ୍ଲା ଶିକ୍ଷ୍ୟା ଅଧିକାରୀ ଶ୍ରୀ ଶଶୀଧର ସିଂ, ଶ୍ରୀମତି ଦୀପ୍ତି ନାୟକ, ଜିଲ୍ଲା ବିଜ୍ଞାନ ଶିକ୍ଷକ ଶ୍ରୀ ଜ୍ଞାନରଞ୍ଜନ ଆଚାର୍ଯ୍ୟ ଓ ଓଡିଶା ଆଦର୍ଶ ବିଦ୍ୟାଳୟ, ରାଣୀଭୋଳ, ବାରିପଦାର ଅଦକ୍ଷ୍ୟ ଶ୍ରୀ ବିଭୁତି ଭୂଷଣ ମଣ୍ଡଳ ପ୍ରମୁଖ ଯୋଗ ଦେଇଥିଲେ. ମଞ୍ଚାସିନ ଅତିଥିମାନେ ନିଜର ପିଲାଦିନର ସ୍ମୃତି ଚାରଣ କରିବା ସହିତ ପିଲା ମାନଙ୍କର ଭବିଷ୍ୟତ ଉତ୍ତରତର କାମନା କରିଥିଲେ.

ସମସ୍ତ ଅତିଥିବୃନ୍ଦ ଜଗତର ନାଥ ଜଗନ୍ନାଥଙ୍କ ପାଖରେ ପ୍ରଦୀପ ପ୍ରଜ୍ୱଳନ କରି ଥୀବା ବେଳେ OAB ର ଶିକ୍ଷୟତ୍ରୀ ଜୋତି ଅଳକାନନ୍ଦା ଓ ଶ୍ରୀ ଧର୍ମପଦ ମାଝୀ ଙ୍କ ଓଁକାର ଧୋନି ସହିତ ସଂସ୍କୃତ ବନ୍ଦନା ଗାନ କରିଥିଲେ. ସେହିପରି ରାଣୀଭୋଳ OAB ର ଛାତ୍ର ଛାତ୍ରୀ ମାନେ ସ୍ୱାଗତ ସଂଗୀତ ଗାନ କରିଥିଲେ. ଜିଲ୍ଳାରୁ 26 ଗୋଟି OAB ରୁ 1000 ଛାତ୍ର ଛାତ୍ରୀ ଓ 200 ଜଣ ଶିକ୍ଷକ ଓ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ. ଏହି ବାର୍ଷିକ ଉତ୍ସବ ସମସ୍ତ ଛାତ୍ର ଛାତ୍ରୀ ମାନଙ୍କର ଅନ୍ତର୍ନିହିତ ଗୁଣ ପ୍ରକାଶ କରିବାର ଏକ ସୁଯୋଗ ସୃଷ୍ଟି କରିଥିଲା. ସର୍ବ ମୋଟ 11 ଟି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା. ଏହି ପ୍ରତିଯୋଗିତା ଗୁଡିକ ବରିଷ୍ଟ ଓ କନିଷ୍ଟ ଭାବେ ବିଭାଗ କରାଯାଇଥିଲା.

ତର୍କ, ପ୍ରବନ୍ଧ, ସାଧାରଣ ଜ୍ଞାନ, ଚିତ୍ରାଙ୍କନ, ପଦ୍ୟ ଆବୃତ୍ତି ଓ ନୃତ୍ୟ ଇତ୍ୟାଦି. କୃତି ଛାତ୍ର ଭାତ୍ରୀ ମାନଙ୍କୁ ପ୍ରତେକ (22 ଟି) ବିଭାଗରୁ ପ୍ରଥମ ତିନି ଜଣଙ୍କୁ ମାନ ପତ୍ର ସହିତ ଉପଢୌକନ ମାନ ଅତିଥି ମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା. ଆଜିର କାର୍ଯ୍ୟକ୍ରମ ପିଲାମାନଙ୍କ ମଧ୍ୟରେ ଏକ ଆନନ୍ଦର ଲହରୀ ଖେଳି ଯାଇଥିଲା. ଜଣେ ଛାତ୍ରଙ୍କ ମତରେ ବାର୍ଷିକ ଉତ୍ସବ “ସ୍ପାକ” ସମସ୍ତ ପିଲା ମାନଙ୍କ ମଧ୍ୟରେ ନିଜର ଅଭିଜ୍ଞନ୍ତା ଓ ବିଦ୍ୟାଳୟର ଅନୁଭୂତି ବିଷୟରେ ଅନ୍ୟ ସହପାଠୀ ମାନଙ୍କ ସହିତ ଭାବର ଆଦାନ ପ୍ରଦାନ କରିଥାଉ ଓ ବିଭିନ୍ନ ଶିକ୍ଷା ଲାଭ କରିଥାଉ. କାର୍ଯ୍ୟକ୍ରମଟି ପବିତ୍ର ମୋହନ ବାରିକ, ଶଶୀଧର ସିଂ, ଦୀପ୍ତି ନାଏକ, ବିଭୁତି ଭୂଷଣ ମଣ୍ଡଳ, ଜ୍ଞାନରଞ୍ଜନ ଆଚାର୍ଯ୍ୟ ଓ ସମସ୍ତ ଓଡିଶା ଆଦର୍ଶ ବିଦ୍ୟାଳୟର କର୍ମଚାରୀ ମାନଙ୍କ ପ୍ରତେକ୍ଷ୍ୟ ତତ୍ତ୍ୱବଧାନରେ କାର୍ଯ୍ୟ ପରିଚାଳନା ହୋଇଥିଲା.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

July 22, 2026
ବିଦ୍ୟାଳୟ ପରିଚାଳନା କମିଟି ଗଠିତ

ବିଦ୍ୟାଳୟ ପରିଚାଳନା କମିଟି ଗଠିତ

July 22, 2026
ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା” କର୍ମଶାଳା

ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା” କର୍ମଶାଳା

July 22, 2026
ପିଠା ପୋଡା ହୁଏ ନାହିଁ ନା ତାର ପୋଡ଼ପିଠା ବାହୁଡାରେ ତିନିରଥରେ ଅର୍ପଣ ହେବ ମା ମାଉସୀମାଙ୍କ ପୋଡପିଠା

ପିଠା ପୋଡା ହୁଏ ନାହିଁ ନା ତାର ପୋଡ଼ପିଠା ବାହୁଡାରେ ତିନିରଥରେ ଅର୍ପଣ ହେବ ମା ମାଉସୀମାଙ୍କ ପୋଡପିଠା

July 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

July 22, 2026
ବିଦ୍ୟାଳୟ ପରିଚାଳନା କମିଟି ଗଠିତ

ବିଦ୍ୟାଳୟ ପରିଚାଳନା କମିଟି ଗଠିତ

July 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version