• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାବା ଅରକ୍ଷିତ ଦାସ ମହାରାଜ ଭାଗବତ ପରିଷଦର ରାଜ୍ୟ ସଭାପତି

Proprietor Abhimanyu Maharana by Proprietor Abhimanyu Maharana
September 21, 2024
in ଓଡ଼ିଶା, ଜଗତସିଂହପୁର, ହୋମ୍
0
ବାବା ଅରକ୍ଷିତ ଦାସ ମହାରାଜ ଭାଗବତ ପରିଷଦର ରାଜ୍ୟ ସଭାପତି
Share on FacebookShare on TwitterWhatsapp

୨୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଜଗତସିଂହପୁର :-> ବିରିଡି ବ୍ଲକ ହାଜିପୁର ସ୍ଥିତ ପବିତ୍ର ଧ୍ୟାନକୁଦ ପୀଠର ପିଠାଧୀଶ ବାବା ଅରକ୍ଷିତ ଦାସ ମହାରାଜ ଭାଗବତ ପରିଷଦର ରାଜ୍ୟ ସଭାପତି ଭାବେ ବିବେଚିତ ହୋଇଛନ୍ତି l ଶ୍ରୀ ଅନନ୍ତ ମାଧବ ଆଶ୍ରମ ଖଣ୍ଡଗିରି ଠାରେ ଭାଗବତ ଜନ୍ମ ବୁଧବାର ଦିନ ଆୟୋଜିତ ସାଧୂସନ୍ଥ ସମିଳନୀ ରେ ବାବା ଦାସ ଙ୍କୁ ଏହି ଉପାଧି ପ୍ରଦାନ କରାଯାଇଛି l କୋଣାର୍କ ପଞ୍ଚସଖା କଳ୍କୀ ଆଶ୍ରମ ର କୃଷ୍ଣ ବାବା ସାଧୁ ସନ୍ଥ ମାନଙ୍କ ଉପସ୍ଥିତିରେ ପୁଷ୍ପଗୁଛ ଓ ଉପଢୌକନ ଦେଇ ସଭାପତି ପଦ ଅର୍ପଣ କରିଥିଲେ l

ଉପସ୍ଥିତ ସମସ୍ତ ସାଧୁ ସନ୍ଥ ଏହାକୁ ସ୍ୱାଗତ କରିଥିଲେ l ସାଧୁସନ୍ଥ ମାନଙ୍କ ମଧ୍ୟରେ କାନ୍ହୁ ବାବା କାକରୁଦ୍ରପୁର, ଅଶ୍ୱିନୀ ଦାସ ମାଛଗାଁ, ନାରଣ ଦାସ ଛତିଆ, ହରିଚନ୍ଦନ ଦାସ ଜାଗମରା, ବିପିନ ଦାସ ଛତିଆ ରଶ୍ମି ବାବା ଡୁମୁଡୁମା, ବିଦ୍ୟାଧର ମହାରଣା କୋଣାର୍କ, ସଞ୍ଜୟ ସାଲେପୁର, ଅଶୋକ ବାବା କେନ୍ଦ୍ରାପଡ଼ା ପ୍ରମୁଖ ବହୁ ସାଧୁ ସନ୍ଥ ଭକ୍ତ ଯୋଗଦେଇଥିଲେ l ସେଠାରେ ଯୁଗବାଦ ଉପରେ ଆଲୋଚନା କରାଯାଇଥିଲା l

ଭାରତ ବିଶ୍ୱକୁ ସମ୍ଭିଧାନ ଦେବ ବୋଲି ସାଧୁ ସନ୍ଥ ମାନେ ମତ ଦେଇଥିଲେ l କଳ୍କୀ ଅବତାର କୁନେଇ ଆହୁରି ଅନେକ ସମୟ ବାକି ଅଛି ବୋଲି ସାଧୁ ମାନେ ମତଦେଇଥିଲେ ଏହି ଅବସରରେ ଗୁରୁ ବନ୍ଦନା ମାତୃ ବନ୍ଦନା, ବ୍ରହ୍ମ ପଞ୍ଜର ପାଠ ଓ ଭାଗତ ତତ୍ୱ ଉପରେ ଆଲୋଚନା ଏବଂ ଖଣ୍ଡଗିରି ମହିମା ମହାତ୍ମ୍ୟ ଉପରେ କେତେକ ଭବିଷ୍ୟତ କଥା ମାନ ଆଲୋଚନା କରାଯାଇଥିଲା l କାର୍ଯ୍ୟ କ୍ରମରେ ମାତୃ ମଣ୍ଡଳୀ ଓ ଭକ୍ତ ମାନେ ଯୋଗ ଦେଇଥିଲେ l ସୁଧର୍ମା ମହାସଂଘ ପକ୍ଷରୁ ସଭା ପରିଚାଳନା କରାଯାଇଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

June 16, 2026
Gurugram hosts Raja Mahotsava with Grandeur 

ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ 

June 16, 2026
Gurugram hosts Raja Mahotsava with Grandeur 

Gurugram hosts Raja Mahotsava with Grandeur 

June 16, 2026
କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

June 16, 2026
Gurugram hosts Raja Mahotsava with Grandeur 

ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ 

June 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version